ମାନିଲାନି ଇସ୍କନ; କଲା ଅଦିନିଆ ରଥଯାତ୍ରା

ବହୁ ବିବାଦ ପରେ ମଧ୍ୟ ମାନିଲାନି ଇସ୍କନ। ଗତକାଲି  ଆମେରିକା ହ୍ୟୁଷ୍ଟନ୍‌ରେ କରିଛି ଅଦିନିଆ ରଥଯାତ୍ରା। ‘ଫେଷ୍ଟିଭାଲ ଅଫ ବ୍ଲିସ’ ନାଁରେ ରଥଯାତ୍ରା କରିଛି ଇସ୍କନ। ରଥରେ ଚତୁର୍ଦ୍ଧା ମୂର୍ତ୍ତି ନଥିଲେ ବି ରାଧାକୃଷ୍ଣଙ୍କ ମୂର୍ତ୍ତି ରଖି ନନ୍ଦିଘୋଷ ଭଳି ଅବିକଳରଥ ନିର୍ମାଣ କରି ଟାଣିଛି…

ଖଲିସ୍ତାନୀ ଆତଙ୍କବାଦୀ ଅର୍ଶଦୀପ ସିଂହ ଗିରଫ

ନୂଆଦିଲ୍ଲୀ : ଖଲିସ୍ତାନୀ ଆତଙ୍କବାଦୀ ତଥା ଭାରତର ମୋଷ୍ଟ ୱାଣ୍ଟେଡ ଅର୍ଶଦୀପ ସିଂହ ଓରଫ ଅର୍ଶ ଡାଲ୍ଲାକୁ କାନାଡା ପୁଲିସ୍‌ ଗିରଫ କରିଛି। ଗତ ମାସରେ କାନାଡାରେ ହୋଇଥିବା ଗୋଟିଏ ଗୁଳିକାଣ୍ଡ ଘଟଣାରେ ସ୍ଥାନୀୟ ପୁଲିସ ତା’କୁ ଗିରଫ କରିଥିବା ଜଣାପଡ଼ିଛି।…

ରାଜଧାନୀରେ ମାତିଲେ ଲୁଟେରା, ଝରକା ଭାଙ୍ଗି ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ

ଭୁବନେଶ୍ୱର : ରାଜଧାନୀରେ ମାତିଲେ ଲୁଟେରା ।  ଝରକା ଭାଙ୍ଗି ନେଇଗଲେ ସୁନା ଅଳଙ୍କାର ।  ଭୁବନେଶ୍ବର ଶ୍ରୀଗଣେଶ ବିହାର ଅଞ୍ଚଳରେ ଲୁଟ୍ ହୋଇଛି ।  ଅବସରପ୍ରାପ୍ତ କର୍ମଚାରୀଙ୍କ ଘରେ ପଶି କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ ।  ଶାବଳରେ ଝରକା ତାଡିବା ପରେ…

୧୧ରେ ଶପଥ ନେବେ ନୂଆ ସିଜେଆଇ ସଞ୍ଜୀବ ଖାନା

ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ନଭେମ୍ବର ୧୧ରେ ଶପଥ ଗ୍ରହଣ କରିବେ ସଞ୍ଜୀବ ଖାନା। ସୋମବାର ସକାଳ ୧୦ଟାରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥପାଠ କରାଇବେ।…

ପବିତ୍ର ଅଁଳା ନବମୀ, ଓଡିଆଣୀ ବେଶରେ ଶ୍ରୀରାଧା

ପୁରୀ: ଆଜି ପବିତ୍ର ଅଁଳା ନବମୀ । କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ନବମୀ ତିଥିକୁ ଅଁଳା ନବମୀ ଭାବରେ ପାଳନ କରାଯାଏ । ଏହାକୁ ଅକ୍ଷୟ ନବମୀ ବୋଲି ମଧ୍ୟ କୁହାଯାଏ । ଆଜି ରାଧାପାଦ ମଧ୍ୟ ଦର୍ଶନ କରିବାର…

ମସ୍କୋ ଉପରେ ୟୁକ୍ରେନର ସବୁଠୁ ବଡ଼ ଆକ୍ରମଣ, ୩ ବିମାନବନ୍ଦରରେ ଉଡ଼ାଣ ବାଧାପ୍ରାପ୍ତ

କିଭ୍: ରୁଷ୍‌-ୟୁକ୍ରେନ ଯୁଦ୍ଧ ଥମିବାର ନାଁ ନେଉନାହିଁ। ଇତି ମଧ୍ୟରେ ମସ୍କୋ ଉପରେ ଏପର୍ଯ୍ୟନ୍ତର ସବୁଠୁ ବଡ଼ ଆକ୍ରମଣ କରିଛି ୟୁକ୍ରେନ। ରବିବାର ୟୁକ୍ରେନ ପ୍ରାୟ ୩୪ଟି ଡ୍ରୋନ୍‌ ଜରିଆରେ ମସ୍କୋ ଉପରେ ଆକ୍ରମଣ କରିଛି। ୨୦୨୨ ମସିହାରେ ଯୁଦ୍ଧ ଆରମ୍ଭରୁ…

ଧରା ପଡ଼ିଲା ବାବା ସିଦ୍ଦିକିଙ୍କୁ ଗୁଳି କରିଥିବା ବ୍ୟକ୍ତି, ନେପାଳ ଖସି ଯିବାକୁ ଚେଷ୍ଟା କରୁଥିଲା

ମୁମ୍ବାଇ : ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକିଙ୍କୁ ବିଚ୍‌ ରାସ୍ତାରେ ଗୁଳି କରିଥିବା ବ୍ୟକ୍ତିକୁ ଶେଷରେ ପୁଲିସ୍‌ ଆଜି ଗିରଫ କରିଛି। ଅକ୍ଟୋବର ୧୨ରେ ସିଦ୍ଦିକିଙ୍କୁ ମୁମ୍ବାଇରେ ଥିବା ତାଙ୍କ ପୁଅଙ୍କ ଅଫିସ ସାମ୍ନାରେ ଗୁଳି…

ଚାମ୍ପିୟନ୍ସ ଟ୍ରଫି: ଭାରତକୁ କୋର୍ଟକୁ ଟାଣିବ ପାକିସ୍ତାନ

ନୂଆଦିଲ୍ଲୀ : ଚାମ୍ପିୟନ୍ସ ଟ୍ରଫି ୨୦୨୫କୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତତା ଚମରସୀମାରେ ପହଞ୍ଚିଛି। ପାକିସ୍ତାନ ଚାମ୍ପିୟନ୍ସ ଟ୍ରଫି ଆୟୋଜନର ହକ ପାଇଥିବା ବେଳେ ଭାରତ ଟୁର୍ଣ୍ଣାମେଣ୍ଟ ଖେଳିବାକୁ ଇସଲାମାବାଦ ଯିବାକୁ ମନା କରୁଛି। ଏ ସମ୍ପର୍କରେ ବିସିସିଆଇ…

ଗୋପାଷ୍ଟମୀ ଓ ଦୀପାବଳି ମିଳନ ଉତ୍ସବ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି  ଅଗ୍ରୱାଲ ସଭା ଟ୍ରଷ୍ଟ ଏବଂ ଗୋପାଳ ଗୋଶାଳା କମିଟି ଦ୍ବାରା ମିଳିତ ଭାବେ  ଆୟୋଜିତ ଶ୍ରୀ ଶ୍ରୀ ଗୋପାଷ୍ଟମୀ ମହୋତ୍ସବ ଏବଂ ଦୀପାବଳି ମିଳନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ…

ଜନ୍ମ ମାଟିରେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ପ୍ରିୟଙ୍କା ମାରାଣ୍ଡି

ବାରିପଦା : ଜନ୍ମ ମାଟିରେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଡାକ୍ତର ପ୍ରିୟଙ୍କା ମାରାଣ୍ଡି। ଆଜି ସେ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ବାଙ୍ଗିରିପୋଷିରେ ପହଞ୍ଚିଛନ୍ତି। ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସେ ମୟୂରଭଞ୍ଜ ଯାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଧର୍ମପତ୍ନୀ ଡାକ୍ତର…