ହମାସ ନେତାଙ୍କୁ ଦେଶ ଛାଡ଼ିବାକୁ କାତାରର ନିର୍ଦେଶ
ନୂଆଦିଲ୍ଲୀ : କାତାରରେ ଆତ୍ମଗୋପନ କରୁଥିବା ଆତଙ୍କବାଦୀ ସଂଗଠନ ହମାସର ନେତାମାନଙ୍କୁ ଦେଶ ଛାଡ଼ି ଚାଲିଯିବାକୁ ନିର୍ଦେଶ ମିଳିଛି। ହମାସକୁ ସମର୍ଥନ ନ କରିବାକୁ ଆମେରିକାର ନିର୍ଦେଶ ପରେ ଚାପରେ ଆସି କାତାର ଏଭଳି ନିଷ୍ପତ୍ତି ନେଇଛି। ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ…