‘ଆତଙ୍କବାଦୀକୁ ସହାୟତା କଲେ ବୁଲିବ ବୁଲଡୋଜର’
ଯିଏ ଆତଙ୍କବାଦୀଙ୍କୁ ସହାୟତା କରିବ ତା'ବିରୋଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ। ହେବ ବୁଲଡୋଜର ଆକ୍ସନ। ତାଙ୍କ ଘର ଉପରେ ଚାଲିବ ବୁଲଡୋଜନର। ଏଭଳି କିଛି ବଡ଼ ବୟାନ ଦେଇଛନ୍ତି ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା। ଜମ୍ମୁ-କଶ୍ମୀରରେ ଗତ କିଛି ଦିନ ହେବ…