ସ୍ୱାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣା: ସ୍ୱାମୀ ରଚିଥିଲା ଷଡ଼ଯନ୍ତ୍ର
କୋରାପୁଟ: ସ୍ଵାମୀକୁ ଗଛରେ ବନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ। ସମସ୍ତ ସସପେନ୍ସ ଉପରୁ ପରଦା ହଟାଇଲା କୋରାପୁଟ ନନ୍ଦପୁର ପୋଲିସ। ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ବାମୀ ରଚିଥିଲା ସାଂଘାତିକ ଷଡ଼ଯନ୍ତ୍ର । ମୁଖ୍ୟ ଅଭିଯୁକ୍ତ ତଥା…