କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ହାଇକୋର୍ଟ

କଟକ : ରୁପାର ସହର କଟକରେ ଦିନକୁ ଦିନ ବଢ଼ି ଚାଲିଛି ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବ। ଯେଉଁଥିପାଇଁ ଡେଙ୍ଗୁ ରୋଗ ବ୍ୟାପିବାରେ ଲାଗିଛି। କଟକ ସହରରେ ବଢ଼ିଥିବା ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଆଜି ଆଜି ଉଦ୍‌ବେଗ ପ୍ରକାଶ କରିଛନ୍ତି ଓଡିଶା ହାଇକୋର୍ଟ।…

ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି

ଭୁବନେଶ୍ୱର: ପୁଣି ଆଳୁ ଗେମ୍ ଖେଳିଲେ ମମତା। ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ବର୍ଡର ଡେଇଁ ଆଳୁ ଯେପରି ଓଡ଼ିଶାକୁ ନଯାଏ, ସେଥିପାଇଁ ଦିଦିଙ୍କ ନିର୍ଦ୍ଦେଶରେ ଚାଲିଛି କଡ଼ା ପାଟ୍ରୋଲିଂ। ରାଜ୍ୟକୁ ଆଳୁ ଟ୍ରକ୍ ଆସିବା କମିବାରୁ…

ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରାଜଧାନୀ

ଭୁବନେଶ୍ୱର: ରାଜଧାନୀରେ ଆସନ୍ତାକାଲିଠାରୁ ଆରମ୍ଭ ହେଉଥିବା ୩ ଦିନିଆ ପୁଲିସ ଡିଜି ଏବଂ ଆଇଜି ସମ୍ମିଳନୀରେ ପରିପ୍ରେକ୍ଷୀରେ ସହରକୁ ତ୍ରୀସ୍ତରୀୟ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରଖାଯିବା ଆରମ୍ଭ ହୋଇଛି। ସହରର ଗଳିକନ୍ଦିରେ ୭୦ ପ୍ଲାଟୁନ ପୁଲିସ ମୁତୟନ କରାଯିବା ସହ…

ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର

ଭୁବନେଶ୍ବର : ଶେଷରେ ଅପେକ୍ଷାର ଘଟିଲା ଅନ୍ତ। ୪୮ ଘଣ୍ଟା ପରେ ସୁରକ୍ଷିତ ଭାବେ ଉଦ୍ଧାର ହେଲା ଭୀମସାର ମେଡିକାଲ ପରିସରରୁ ଚୋରି ହୋଇଥିବା ଶିଶୁପୁତ୍ର। ଶିଶୁର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାବେଳେ ଅଧିକ ଚିକିତ୍ସା ପାଇଁ ତାକୁ ୭୨ ଘଣ୍ଟା ଅବଜରଭେସନରେ…

ନିର୍ଦ୍ଦେଶ ନିୟନ୍ତ୍ରଣ ଓ ଅଭିଜ୍ଞତା କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ବର: ରାଜ୍ୟରେ କୃଷକ ମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଯୋଗ୍ୟ ଚାଷୀ ଯେଭଳି ନିଜର ପ୍ରାପ୍ୟ ପାଇବାରୁ ବଞ୍ଚିତ ନହୁଅନ୍ତି, ଏଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ଧାନ ସଂଗ୍ରହ ସମୟରେ କୌଣସି ଅନିୟମିତତାର ଅଭିଯୋଗ…

ନୂଆବର୍ଷ ପୂର୍ବରୁ ପି.ଏମ୍ ଆବାସର ନୂଆ ସର୍ଭେ: ସର୍ତ୍ତାବଳୀ କୋହଳ, ସବୁ ଯୋଗ୍ୟ ପରିବାରକୁ ମିଳିବ ଘର

ଭୁବନେଶ୍ବର: ଆସନ୍ତା ଡିସେମ୍ବର ୧୫ ତାରିଖ ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍ ଆବାସ-ଗ୍ରାମୀଣ)ର ନୂଆ ସର୍ଭେ ଆରମ୍ଭ ହେବ। ସବୁ ଯୋଗ୍ୟ ପରିବାରକୁ ମିଳିବ ଘର। ନିଜକୁ ଯୋଗ୍ୟ ମନେ କରୁଥିବା ସମସ୍ତ ପରିବାର ସର୍ଭେ ସମୟରେ ନିଜେ ତାଲିକାଭୁକ୍ତ ହୋଇପାରିବେ।…

ସାଇବର ଠକକୁ ଗିରଫ କଲା କ୍ରାଇମବ୍ରାଞ୍ଚ

କଟକ: ଡିଜିଟାଲ ଗିରଫ ମାମଲାରେ ଓଡ଼ିଶାର ପ୍ରଥମ ଗିରଫଦାରୀ ହୋଇଛି । ତେଲେଙ୍ଗାନାରୁ ଜଣେ ସାଇବର ଠକକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଗିରଫ ଅଭିଯୁକ୍ତ ନାଁ ଅବଦୁଲ ସଲିମ । ନିଜକୁ ମୁମ୍ବାଇ ସାଇବର କ୍ରାଇମ ଅଧିକାରୀ ପରିଚୟ ଦେଇଥିଲା…

ଓଡ଼ିଶାରେ କରମୁକ୍ତ ହେଲା ‘ସାବରମତି ରିପୋର୍ଟ’ ଚଳଚ୍ଚିତ୍ର

ଭୁବନେଶ୍ୱର: ଓଡ଼ିଶାରେ ‘ସାବରମତି ରିପୋର୍ଟ’ ଚଳଚ୍ଚିତ୍ରକୁ କରମୁକ୍ତ କରାଯାଇଛି। ଏ ସଂକ୍ରାନ୍ତରେ ଆଜି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଓଡ଼ିଶାରେ ‘ସାବରମତି ରିପୋର୍ଟ’କୁ କରମୁକ୍ତ କରାଯିବା ନେଇ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ବିଭରଗ ପକ୍ଷରୁ ବିଜ୍ଞପ୍ତି…

ଅସ୍ତ୍ରବିରତି ଲାଗୁ ପରେ ସୀମାରୁ ହଟିଲା ହିଜବୁଲ୍ଲା

ନୂଆଦିଲ୍ଲୀ : ବୁଧବାର ସକାଳେ ଇସ୍ରାଏଲ୍ ଓ ଲେବାନନର ମିଲିଟାଣ୍ଟ୍ ସମୁହ ହିଜବୁଲ୍ଲା ମଧ୍ୟରେ ଅସ୍ତ୍ରବିରତି ହୋଇସାରିଛି । ଏହି ଅସ୍ତ୍ରବିରତି ମାତ୍ର ୬୦ ଦିନ ପାଇଁ ହୋଇଛି । ଏହି ସମୟ ମଧ୍ୟରେ ଉଭୟ ପକ୍ଷ ନିଜ ତରଫରୁ ଶାନ୍ତିର…

ରାଜଧାନୀରେ ଭୟଙ୍କର ବିସ୍ଫୋରଣ, PVR ସିନେମା ନିକଟରେ ବ୍ଲାଷ୍ଟ

ନୂଆଦିଲ୍ଲୀ : ରାଜଧାନୀରେ ହେଲା ଭୟଙ୍କର ବିସ୍ଫୋରଣ। ଦିଲ୍ଲୀର ପ୍ରଶାନ୍ତ ବିହାର ସ୍ଥିତ ପିଭିଆର୍‌ ସିନେମା ହଲ୍‌ ନିକଟରେ ଜୋରଦାର ବ୍ଲାଷ୍ଟ ହୋଇଛି। ସୂଚନା ମିଳିବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି। ସୂଚନା ମୁତାବବ, ପିଭିଆର୍‌ ନିକଟରେ…