ଲାହୋରରେ ସାଂଘାତିକ ବାୟୁ ପ୍ରଦୂଷଣ, ଭାରତକୁ ଦାୟୀ କଲା ପାକିସ୍ତାନ
ପାକିସ୍ତାନର ଅନ୍ୟତମ ପ୍ରମୁଖ ସହର ଲାହୋରରେ ବାୟୁ ପ୍ରଦୂଷଣ ଚରମ ସୀମାରେ ପହଞ୍ଚିଛି। ଘନ ଧୂମ କୁହୁଡ଼ି (ସ୍ମଗ) ବଳୟରେ ପୂରା ସହର ଆଚ୍ଛାଦିତ ହେଲାଣି। ସହରର ବାୟୁ ସୂଚକାଙ୍କ ସାଂଘାତିକ ଭାବେ ହ୍ରାସ ପାଇ ୧୦୬୭ରେ ପହଞ୍ଚିଛି। ତେବେ ଲାହୋର…