ଶ୍ରୀନଗରରେ ଗ୍ରେନେଡ ଆକ୍ରମଣ, ୧୦ରୁ ଅଧିକ ଲୋକ ଆହତ
ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କ ଗୁଳିରେ 'ଲଶ୍କର-ଏ-ତୋଏବା' ପାକିସ୍ତାନୀ ଆତଙ୍କୀ ସଂଗଠନର ଏକ ଶୀର୍ଷ କମାଣ୍ଡର ଟଳିବା ପରେ ଆଜି (ରବିବାର) ଶ୍ରୀନଗରରେ ଏକ ବଡ଼ ଆକ୍ରମଣ ହୋଇଛି। ଗ୍ରେନେଡ ବିସ୍ଫୋରଣରେ ପ୍ରାୟ ୧୦ରୁ ଅଧିକ ନାଗରିକ…