ଝୁଲନ୍ତା ଅବସ୍ଥାରେ ଜେଲ୍ ୱାର୍ଡରଙ୍କ ମୃତଦେହ ଉଦ୍ଧାର
କେନ୍ଦ୍ରାପଡା : ଝୁଲନ୍ତା ଅବସ୍ଥାରେ ମିଳିଲା ଜେଲ୍ ୱାର୍ଡରଙ୍କ ମୃତଦେହ। ଜେଲ୍ ନିକଟ ବାରାକରୁ ଉଦ୍ଧାର ହୋଇଛି ମୃତଦେହ। ଏପରି ଏକ ଚାଞ୍ଚଲ୍ୟକର ଘଟଣା କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ବାରିମୂଳରେ ଘଟିଛି। ତେବେ ଏହା ପଛର କାରଣ ଜଣାପଡ଼ିନି। ମୃତକ…