ନିର୍ମାଣଧିନ କେନାଲରୁ ମାଟି ଅତଡା ଧସି ୮ ବର୍ଷର ଝିଅ ମୃତୃ, ବାପା ଗୁରୁତର
ଯାଜପୁର: ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ନଡିଆଭଙ୍ଗା ପଞ୍ଚାୟତ ବାଉଁଶନଳୀ ଗାଁରେ ଅଘଟଣ । ଶୌଚ ହେବା ପାଇଁ କେନାଲ ବନ୍ଧକୁ ଯାଇଥିବାବେଳେ ବାପା ଓ ଝିଅଙ୍କ ଉପରେ ଖସିପଡିଲା ମାଟି ଅତଡ଼ା । ଯେଉଁଥିରେ ଚାପି ହୋଇ ଘଟଣାସ୍ଥଳରେ ହିଁ…