ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ

ନୂଆଦିଲ୍ଲୀ : ମହାରାଷ୍ଟ୍ରରେ କଂଗ୍ରେସର ଅଧିକ ଆତ୍ମବିଶ୍ୱାସ ଓ ସିଟ ଶେୟାରିଂ ବେଳେ କଂଗ୍ରେସର ଆଭିମୁଖ୍ୟ ନିର୍ବାଚନରେ ବିରୋଧୀ ମେଣ୍ଟ ମହା ବିକାଶ ଅଘାଡ଼ିକୁ କ୍ଷତି ପହଞ୍ଚାଇଛି। କିଛି ଏଭଳି ଢଙ୍ଗରେ ମତ ରଖି ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ…

ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି

ନୂଆଦିଲ୍ଲୀ : ମହାରାଷ୍ଟ୍ରରେ ମହାୟୁତି ମେଣ୍ଟ ଖୁବଶୀଘ୍ର ସରକାର ଗଠନ ପ୍ରକ୍ରିୟା ଶେଷ କରିବ। ଆଜି ରାତି କିମ୍ବା ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା କରାଯିବ। ଏନେଇ ମହାୟୁତିରେ ଥିବା ବିଜେପି, ଶିବସେନା ଓ ଏନସିପିର ନେତୃବୃନ୍ଦ ଦିଲ୍ଲୀରେ ଡେରା…

ଆଗାମୀ ୩ ମାସ ହେବ ହାଡଭଙ୍ଗା ଶୀତ!

ନୂଆଦିଲ୍ଲୀ : ନଭେମ୍ବର ମାସ ଶେଷ ହେବାକୁ ଅଳ୍ପ ଦିନ ବାକି ରହିଛି । ଉତ୍ତର ଭାରତରେ ଧୀରେ ଧୀରେ ଶୀତ ବଢିବାରେ ଲାଗିଛି । ପର୍ବତ ଉପରେ ତୁଷାରପାତ ଆରମ୍ଭ ହୋଇଛି। ଅନେକ ରାଜ୍ୟରେ ଆଗକୁ ପ୍ରବଳରୁ ଅତି ପ୍ରବଳ…

ହ୍ବାଟ୍ସଆପ୍‌, ଜିମେଲ୍‌ରେ ତଥ୍ୟ ଦିଆନିଆ କରିପାରିବେନି ସରକାରୀ କର୍ମଚାରୀ

ଜାମ୍ମୁ : ଜାମ୍ମୁ-କାଶ୍ମୀରର ସରକାରୀ କର୍ମଚାରୀ ହ୍ବାଟ୍ସଆପ୍‌, ଜିମେଲ୍‌ ଜରିଆରେ ସରକାରୀ ତଥ୍ୟ ଆଦାନପ୍ରଦାନ କରିପାରିବେ ନାହିଁ। ହ୍ବାଟ୍ସଆପ୍‌, ଜିମେଲ୍‌ ଭଳି ମାଧ୍ୟମ ଜରିଆରେ ତଥ୍ୟ ଆଦାନପ୍ରଦାନ ପ୍ରଘଟ ହେବାର ଆଶଙ୍କା ରହିଥିବାରୁ ସରକାର ଏ କ୍ଷେତ୍ରରେ କଟକଣା ଜାରି କରିଛନ୍ତି।…

ସମ୍ବିଧାନ ହାତରେ ଧରି ଲୋକସଭାରେ ଶପଥ ନେଲେ ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ : ଓ୍ବାୟନାଡ଼ ଲୋକ ସଭାରୁ ନିର୍ବାଚିତ ହୋଇଥିବା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ଲୋକସଭାରେ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି। ଶପଥଗ୍ରହଣ ସମୟରେ ସେ ହାତରେ ସମ୍ବିଧାନ ପୁସ୍ତକ ଧରିଥିବା ଦେଖିବାକୁ ମିଳିଥିଲା। ତେବେ ସଂସଦକୁ ଆସିବା ସମୟରେ…

ଡିଜିପି ସମ୍ମିଳନୀ ଭଣ୍ଡୁର କରିବାକୁ ଖଲିସ୍ତାନୀ ଆତଙ୍କୀ ପନ୍ନୁନର ଧମକ

ନୂଆଦିଲ୍ଲୀ : ଭୁବନେଶ୍ଵରରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ଡିଜିପି-ଆଇଜିପି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଧମକ ଦେଇଛି ଖଲିସ୍ତାନୀ ଆତଙ୍କବାଦୀ ଗୁରପତଓ୍ବନ୍ତ ସିଂହ ପନ୍ନୁନ। ଏକ ଭିଡିଓ ବାର୍ତ୍ତା ଜାରି କରି ପନ୍ନୁନ ଏହି ଧମକ ଦେଇଛି। ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ରାୱଣ୍ଡାରେ ଗିରଫ ହୋଇଥିବା କୁଖ୍ୟାତ ଲସ୍କର ଆତଙ୍କବାଦୀକୁ କବ୍‌ଜାକୁ ନେଲା ଏନଆଇଏ

ନୂଆଦିଲ୍ଲୀ : ବ୍ୟାନ ହୋଇଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତାଏବାର ସଦସ୍ୟ ସଲମାନ ରେହମନ ଖାନ ରାୱଣ୍ଡାରେ ଗିରଫ ହେବା ପରେ ତାକୁ ଭାରତର ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ନିଜ ହେପାଜତକୁ ନେଇଛି। ରାୱଣ୍ଡା ସରକାର ସଲମାନକୁ ଏନଆଇଏକୁ ହସ୍ତାନ୍ତର କରିଛନ୍ତି। ସଲମାନ…

ପ୍ରେମିକାକୁ ମାରି ୫୦ ଖଣ୍ଡ କଲା ପ୍ରେମିକ

ରାଞ୍ଚି : ନିଜ ବିବାହ ବିଷୟରେ ଜାଣିଦେବା ଡରରେ ପ୍ରେମିକାକୁ ହତ୍ୟା କରି ୫୦ ଖଣ୍ଡ କରିଦେଲା ନରହନ୍ତା ପ୍ରେମିକ। ଝାଡ଼ଖଣ୍ଡର ଖୁଣ୍ଟିରେ ଘଟିଛି ଏଭଳି ଅଭାବନୀୟ ଘଟଣା। ତାମିଲନାଡ଼ୁରେ ପ୍ରେମିକା ସହ ଲିଭ୍-ଇନରେ ରହି ଝାଡ଼ଖଣ୍ଡରେ ଅନ୍ୟ ମହିଳାଙ୍କୁ ଲୁଚି…

ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ

ରାଞ୍ଚି : ନିର୍ବାଚନ ଫଳାଫଳ ଆସିବାର ପାଞ୍ଚ ଦିନ ପରେ ଆଜି ଝାଡ଼ଖଣ୍ଡକୁ ମିଳିଛି ନୂଆ ସରକାର। ରାଜ୍ୟପାଳ ସାନ୍ତୋଷ ଗଂଗୱାର ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ହେମନ୍ତ ସୋରେନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଞ୍ଚିର ମୋରହାବାଦୀ…

୩୦ ତାରିଖ ସକାଳୁ କାକାଇକାଲ ଓ ମହାବଳୀପୁରମ ମଝିରେ ଉପକୂଳ ଅତିକ୍ରମ କରିବା ବାତ୍ୟା ପେଙ୍ଗଲ

ଚେନ୍ନାଇ : ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳ ମୁହାଁ ଗଭୀର ଅବପାତ। ଆଜି ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ବାତ୍ୟାରେ ପରିଣତ ହେବା ପରେ ସାଇକ୍ଲୋନ୍ ଫେଙ୍ଗଲ ଆସନ୍ତା ୩୦ ତାରିଖ ସକାଳୁ କାକାଇକାଲ ଓ ମହାବଳୀପୁରମ ମଝିରେ…