ବିଧାୟକଙ୍କୁ ଆକ୍ରମଣ ଘଟଣା: ଜାମିନ ଆବେଦନ ଶୁଣାଣି ସ୍ଥଗିତ ରଖିଲେ କୋର୍ଟ
ଯାଜପୁର: ଯାଜପୁର ଧର୍ମଶାଳା ବିଧାୟକ ହିଂମାଶୁ ସାହୁଙ୍କୁ ଆକ୍ରମଣ ମାମଲାରେ ଜାମିନ ଶୁଣାଣି ସ୍ଥଗିତ । ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ହୋଇଥିବା ୧୦ ଜଣ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି । ତଦନ୍ତ ଭାର ନେଇଥିବା କ୍ରାଇମ ବ୍ରାଞ୍ଚଙ୍କୁ…