November 2024

ବିଦ୍ୟୁତ୍ ତାର ବିଛାଇଲେ, ସିଧା ଘରୁ କଟାଯିବ ବିଦ୍ୟୁତ୍ ସଂଯୋଗ

ଭୁବନେଶ୍ବର: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ହାତୀ, ବାରାହା ଏବଂ ଅନ୍ୟ ଜୀବଜନ୍ତୁଙ୍କ ମୃତ୍ୟୁ ଲଗାତାର ବଢିଚାଲିଥିବା ବେଳେ ଆଜି ଗୃହରେଏହାକୁ ନେଇ ବର୍ଷିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କେଭି ସିଂ ଦେଓ । ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନରେ,…

ରାପ୍ପର ବାଦଶାହଙ୍କ କ୍ଲବ ଆଗରେ ବିସ୍ଫୋରଣ, ନିଜକୁ ଦାୟୀ କଲା ଏହି ଗ୍ୟାଙ୍ଗଷ୍ଟର

ଆଉ ମାତ୍ର ସପ୍ତାହକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଣ୍ଡିଗଡ଼ ଯିବେ। କିନ୍ତୁ ଏହାପୂର୍ବରୁ ସେକ୍ଟର ୨୬ରେ ଥିବା ଦୁଇଟି ନାଇଟ କ୍ଲବ ଆଗରେ ହୋଇଛି ଛୋଟ ଧରଣର ବିସ୍ଫୋରଣ। ଦୁଇଟି କ୍ଲବ ମଧ୍ୟରୁ ଗୋଟିଏ ବଲିଉଡ ରାପ୍ପର ବାଦଶାହଙ୍କ ନାଁରେ…

ଭିମସାର ପରିସରରୁ ଶିଶୁପୁତ୍ର ଚୋରି ଘଟଣା: ୪ଟି ଟିମ୍ ଗଠିତ

ବୁର୍ଲା: ବୁର୍ଲା ଭିମସାର ପରିସରରୁ ଶିଶୁପୁତ୍ର ଚୋରି ଘଟଣାକୁ ନେଇ ତତ୍ପର ହୋଇଉଠିଛି ପ୍ରଶାସନ। ୪ଟି ଟିମ୍ ଗଠନ କରାଯାଇ ଚୋରିକରିଥିବା ମହିଳାଙ୍କୁ ଧରିବା ଲାଗି ଜୋରଦାର ପ୍ରଚେଷ୍ଟା ଚାଲିଛି। ଏନେଇ ବିଭିନ୍ନ ଜିଲ୍ଲା ପୁଲିସକୁ ଆଲର୍ଟ କରାଯାଇଛି। ଉକ୍ତ ମହିଳାଙ୍କ…

କାକଟପୁରର ମା’ ମଙ୍ଗଳା ଓ ମୟୂରଭଞ୍ଜର କୀଚକେଶ୍ବରୀ ମନ୍ଦିରକୁ ନେଇ ବଡ ନିଷ୍ପତ୍ତି

ଭୁବନେଶ୍ବର: ପୁରୀ ଜିଲ୍ଲା କାକଟପୁର ସ୍ଥିତ ମା’ ମଙ୍ଗଳା ମନ୍ଦିର ଏବଂ ମୟୂରଭଞ୍ଜ ଜିଲ୍ଲା ଖିଚିଂରେ ଥିବା ମା’ କୀଚକେଶ୍ବରୀ ମନ୍ଦିରକୁ ନେଇ ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାରଙ୍କ ‘ତୀର୍ଥଯାତ୍ରା କାୟାକଳ୍ପ ଏବଂ ଆଧ୍ୟାତ୍ମିକ ସମ୍ବର୍ଦ୍ଧନ…

୧.୧ ବିଲିୟନ୍‌ ଡଲାର୍‌ ଦାନ କଲେ କୋଟିପତି ନିବେଶକ ୱାରେନ୍‌ ବଫେଟ୍‌

ନୂଆଦିଲ୍ଲୀ: କୋଟିପତି ନିବେଶକ ୱାରେନ୍‌ ବଫେଟ୍‌ ନିଜ ସଂପତ୍ତି ଦାନ କରି ଅନେକ ସମୟରେ ଚର୍ଚ୍ଚାର ପରିସର ଭିତରକୁ ଆସୁଥିବା ବେଳେ ନିକଟରେ ସେ ପୁଣି ଅନେକ ଫାଉଣ୍ଡେସନକୁ ଆଉ ୧.୧ ବିଲିୟନ ଡଲାର୍ ଦାନ କରିଛନ୍ତି। ଏହି ପଦକ୍ଷେପ ତାଙ୍କର…

ଡିସେମ୍ବର ୪ ତାରିଖରେ ପୁରୀରେ ପାଳନ ହେବ ନୌସେନା ଦିବସ, ଯୋଗ ଦେବେ ରାଷ୍ଟ୍ରପତି

ପୁରୀ : ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀରେ ପାଳନ ହେବ ନୌସେନା ଦିବସ। ପୁରୀ ସମୁଦ୍ର ତଟରେ ଯୁଦ୍ଧ କୌଶଳ ଦେଖାଇବେ ଭାରତୀୟ ନୌବୀର । ଏଥିରେ ମୁଖ୍ୟ ଅତିଥି ଭାବେ ତିନି ସେନାର ସୁପ୍ରିମ କମାଣ୍ଡର ରାଷ୍ଟ୍ରପତି ଦ୍ରୌପଦୀ…

ରାଜ୍ୟର ୫୮ଟି ସବଡିଭିଜନ୍‌ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା

ଭୁବନେଶ୍ୱର: ଚାଷୀଙ୍କ ପାଇଁ ଆଶ୍ୱସ୍ତି ଖବର ଆଣିଲେ ଉପମୁଖ୍ୟମନ୍ତ୍ରୀ । କହିଲେ, ରାଜ୍ୟର ୫୮ ଟି ସବଡିଭିଜନରେ ହେବ ଶୀତଳ ଭଣ୍ଡାର। ରାଜ୍ୟର ୫୮ଟି ସବଡିଭିଜନ୍‌ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ବିଧାନସଭା ପ୍ରଶ୍ନକାଳରେ କୃଷି ମନ୍ତ୍ରୀ…

ଇସ୍କନ ଉପରେ ବ୍ୟାନ୍‌ ଲଗାଇବା ପାଇଁ ବାଂଲାଦେଶ ହାଇକୋର୍ଟରେ ଆବେଦନ

ଇସ୍କନ ଉପରେ ଲାଗିପାରେ ବଡ଼ ପ୍ରତିବନ୍ଧକ। ଘୋଷଣା ହୋଇପାରେ ବ୍ୟାନ୍‌। ଏଥିପାଇଁ ଚାଲିଛି ପ୍ରସ୍ତୁତି। ଏନେଇ ହାଇକୋର୍ଟରେ ଏକ ଆବେଦନ ମଧ୍ୟ ହୋଇଛି। ପଡୋଶୀ ଦେଶ ବାଂଲାଦେଶରେ ବର୍ତ୍ତମାନ ଅଶାନ୍ତ ହୋଇପଡିଛି। ହିନ୍ଦୁମାନଙ୍କ ଉପରେ ଲଗାତାର ଆକ୍ରମଣ ହେଇଛି। କେବଳ ସେତିକି…

ବିଧାନସଭାରେ ଗନ୍ଧମାର୍ଦ୍ଦନ ତାତି: ଆଦାନୀକୁ କାରଖାନା କରିବାକୁ ଦେବୁନାହିଁ କହିଲେ ସିଂହଦେଓ

ଭୁବନେଶ୍ୱର : ବିଧାନସଭାରେ ଗନ୍ଧମାର୍ଦ୍ଦନ ତାତି । ଗୃହରେ ଶୂନ୍ୟକାଳରେ ଉଠିଲା ଗନ୍ଧମାର୍ଦ୍ଦନ ପ୍ରସଙ୍ଗ । ମୁହାଁମୁହିଁ ହେଲେ ପ୍ରସନ୍ନ ଆଚାର୍ଯ୍ୟ ଓ କେଭି ସିଂହଦେଓ। ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଉଠାଇଲେ ପ୍ରସଙ୍ଗ । ଗନ୍ଧମାର୍ଦ୍ଦନରେ ବକ୍ସାଇଟ ଭରପୁର…

କାର୍ଯ୍ୟରେ ଯୋଗ ଦେଲେ ବରିଷ୍ଠ ଆଇଏଏସ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ବର: ଶେଷରେ କାର୍ଯ୍ୟରେ ଯୋଗ ଦେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ରାଉତ । ୬ ମାସରୁ ଛୁଟିରେ ଫେରିବା ପରେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି । ଗତକାଲି ସୁଜାତାଙ୍କ ସାନି ଛୁଟି ଖାରଜ ହେବା ପରେ ଆଜି କାର୍ଯ୍ୟରେ ବିଧିବଦ୍ଧ…