ମଧ୍ୟାହ୍ନ ଭୋଜନରେ ଖାଲି ଭାତ, ପ୍ରଧାନ ଶିକ୍ଷକ ନିଲମ୍ବିତ
ଯାଜପୁର : ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ଟୋଲକାନି ଅଞ୍ଚଳର ଝାଡେ଼ଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ଭାତ ସହ କେବଳ ଲୁଣଲଙ୍କା ଦିଆଯିବା ତଥା ବିଦ୍ୟାଳୟର ବିଭିନ୍ନ କାର୍ଯ୍ୟରେ ଅନିୟମିତତା ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶିକ୍ଷା…