କେନ୍ଦ୍ରାପଡ଼ାରୁ ଓହରିନି ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ : ଶିଳ୍ପ ମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ରାପଡ଼ାରୁ ଓହରିନି ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ କମ୍ପାନୀ । ଆର୍ସେଲର ମିତ୍ତଲ ନିପନ୍‌ କମ୍ପାନୀ ଓଡିଶାରୁ ଚାଲି ଯାଉଥିବା ବିଜେଡି ନେତା ପ୍ରତାପ ଜେନା କହିବା ପରେ ଏହା ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ…

ପିସିସି ସଭାପତି ଚୟନକୁ ନେଇ ସରିଲା ପ୍ରଥମ ପର୍ଯ୍ୟାୟ ବୈଠକ

ଭୁବନେଶ୍ୱର: ରାଜ୍ୟ କଂଗ୍ରେସର ପିସିସି ସଭାପତିକୁ ନେଇ କସରତ ଚାଲିଛି | ପିସିସି କାର୍ଯ୍ୟାଳୟରେ ସରିଲା ପ୍ରଥମ ପର୍ଯ୍ୟାୟ ବୈଠକ। ସବୁ ବିଧାୟକ ଏଵଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ଚାଲିଥିଲା ବୈଠକ। କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ…

ଦୁର୍ଘଟଣା ପରେ ଜଳିଗଲା ବାୟୁସେନାର ମିଗ ୨୯ ଯୁଦ୍ଧ ବିମାନ

ଭାରତୀୟ ବାୟୁସେନାର ଗୋଟିଏ ମିଗ ୨୯ ଯୁଦ୍ଧ ବିମାନ ଆଜି ଉତ୍ତର ପ୍ରଦେଶର ଆଗ୍ରାରେ କ୍ରାଶ କରି ଯାଇଛି। ତେବେ ବିମାନରେ ଥିବା ପାଇଲଟ ଜଣଙ୍କ ଏଥିରୁ ସୁରକ୍ଷିତ ଭାବେ ବାହାରି ଆସିବାକୁ ସକ୍ଷମ ହୋଇଛନ୍ତି। ଦୁର୍ଘଟଣା ପରେ ବିମାନଟି ସଂପୂର୍ଣ୍ଣ…

ଆମ୍ବ ଟାକୁଆ ଜାଉ ପ୍ରସଙ୍ଗ: ଚିକିତ୍ସିତ ୨ ଗୁରୁତରଙ୍କୁ ହେପାଟାଇଟିସ୍

ଭୁବନେଶ୍ୱର: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହି ଘଟଣାରେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ପ୍ରତିକ୍ରିୟା ମିଳିଛି।…

ବାତ୍ୟା ଦାନାର ଆସିଲା ରିପୋର୍ଟ, ହୋଇଛି ଛଅ ଶହ କୋଟିର କ୍ଷୟକ୍ଷତି

ବାତ୍ୟା ଓ ବନ୍ୟାରେ ମୋଟାମୋଟି  ୬ଶହ କୋଟିର କ୍ଷୟକ୍ଷତି ଆକଳନ ହୋଇଛି ।  ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ।  କେବଳ ପଞ୍ଚାୟତିରାଜ ବିଭାଗର କ୍ଷୟକ୍ଷତି ରିପୋର୍ଟ ଆସି ନାହିଁ । ବାକି ସମସ୍ତ ବିଭାଗର କ୍ଷୟକ୍ଷତି ରିପୋର୍ଟ ଆସିଛି…

୬ ବର୍ଷ ପରେ ବସିଲା ବିଧାନସଭା, କିନ୍ତୁ ଧାରା ୩୭୦ ପାଇଁ ହେଲା ହଙ୍ଗାମା

ଦୀର୍ଘ ୬ ବର୍ଷ ପରେ ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନ ଆଜି ଠାରୁ ଆରମ୍ଭ ହୋଇଛି। ନିକଟରେ ନିର୍ବାଚନ ଓ ସରକାର ଗଠନ ପ୍ରକ୍ରିୟା ଶେଷ ହେବା ପରେ ଆଜି ବିଧାନସଭା ଅଧିବେଶନ ବସିଛି। ହେଲେ ୬ ବର୍ଷ ପରେ ବସିଥିବା ବିଧାନସଭାର…

ଶ୍ରୀମନ୍ଦିର ମେଘନାଦ ପାଚେରୀ ମରାମତି କାମ ଆରମ୍ଭ

ପୁରୀ : ସଙ୍କଟରେ ରହିଛି ମରହଟ୍ଟା ଶାସନ ଅମଳର ଐତିହ୍ୟ ମେଘନାଦ ପାଚେରୀ। ଖବର ପ୍ରସାରଣ ପରେ ଯୁଦ୍ଧକାଳୀନ ଭିତ୍ତିରେ ମରାମତି ପାଇଁ ଆଗେଇଛି ଶ୍ରୀମନ୍ଦିର ପ୍ରଶାସନ। ଦେଢ଼ ବର୍ଷ ତଳୁ ମେଘନାଦ ପାଚେରୀରେ ବିଭିନ୍ନ ସ୍ଥାନରେ ପାଣି ଝରୁଥିବା ବେଳେ…

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା

ବିଜେଡି ଛାଡ଼ି ବିଜେପିରେ ମିଶିଛନ୍ତି ଦୁଇ ଜଣ ବିଜେଡି ନେତା। ଆଜି ସକାଳେ ମୁଖ୍ୟମନ୍ତ୍ରୀଙ୍କ ଭୁବନେଶ୍ଵରସ୍ଥିତ ବାସଭବନରେ ଏମାନେ ପଦ୍ମ ଧରିଛନ୍ତି। ସେମାନେ ହେଲେ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାଏକ ଓ ବିଜେଡି ସମର୍ଥିତ କେନ୍ଦୁଝର ଜିଲ୍ଲା ଓକିଲ ସଂଘର ସଭାପତି ଆଲୋକ ମହାନ୍ତ।…

ଲାଞ୍ଚ ନେଉଥିବା ବେଳେ ଜେଇଙ୍କୁ ମାଡ଼ି ବସିଲା ଭିଜିଲାନ୍ସ

ଫୁଲବାଣୀ: ପୁଣି ଭିଜିଲାନ୍ସ ଜାଲରେ ଜୁନିଅର ଇଞ୍ଜିନିୟର। ଲାଞ୍ଚ ନେବା ଜେଇଙ୍କୁ ପଡ଼ିଲା ମହଙ୍ଗା। ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ଜେଇ ଅଶୋକ ପାଢ଼ୀ। ଭିଜିଲାନ୍ସ…

ଉତ୍ତରାଖଣ୍ଡରେ ଖାଇକୁ ଖସିଲା ବସ୍‌, ୩୬ ମୃତ

ବଡ଼ ଦୁର୍ଘଟଣା। ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌। ଉତ୍ତରାଖଣ୍ଡର ଅଲ୍‌ମୋଡାର ମାର୍ଚୁଲାରେ ଘଟିଛି ଏଭଳି କିଛି ମର୍ମନ୍ତୁଦ ଘଟଣା। ଏଥିରେ ୩୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନେକ ଆହତ ହୋଇଛନ୍ତି। ସୂଚନା ମୁତାବକ, ସୋମବାର ଗୌରାଖାଲରୁ ଏକ ବସ୍‌ ରାମନଗରରୁ…