ଅସନ୍ତୋଷ ଝାଡ଼ିଲେ ଜଗୁନି; କହିଲେ- ଜାଣିଶୁଣି ମନ୍ଦିରକୁ ଭାଙ୍ଗି ଦେଲେ
ପୁରୀ : କୋଟି ଓଡ଼ିଆ ଆରାଧ୍ୟ ମହାପ୍ରଭୁଙ୍କ ମେଘନାଦ ପାଚେରୀରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ଆରମ୍ଭ ହୋଇଛି ବୟାନବାଜି। ଏହି ବୟାନବାଜି ଭିତରେ ଆଜି ମୁହଁ ଖୋଲିଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର…