ଭିଜିଲାନ୍ସ ଜାଲରେ ଇଡକୋର ଜୁନିୟର ମ୍ୟାନେଜର, ୩.୨୨ କୋଟି ର ୪ ମହଲା କୋଠା
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହ। ଆଜି ତାଙ୍କ ଘର ସମେତ ମୋଟ ୬ ଠିକଣାରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଥିବା ବେଳେ ଠାବ ହୋଇଛି ଅଚଳାଚଳ ସଂପତ୍ତି। ଭୁବନେଶ୍ୱରର ରାଜାରାଣୀ ମୌଜାର ଆର୍ଯ୍ୟ…