ସଲମାନଙ୍କ ପରେ ଏବେ ଶାହରୁଖଙ୍କୁ ହତ୍ୟା ଧମକ, ବାନ୍ଦ୍ରା ପୋଲିସ ଷ୍ଟେସନରେ ମାମଲା ରୁଜୁ
ମୁମ୍ବାଇ: ବଲିଉଡର ଷ୍ଟାର ସଲମାନ ଖାନଙ୍କ ପରେ କିଙ୍ଗ୍ ଖାନ୍ ଶାହାରୁଖ ଖାନଙ୍କୁ ହତ୍ୟା ଧମକ ମିଳିଥିବା ଖବର ଚାଞ୍ଚଲ୍ୟ ଖେଳାଇ ଦେଇଛି। ଶାହାରୁଖଙ୍କୁ ଧମକ ମିଳିବା ପରେ ବାନ୍ଦ୍ରା ପୁଲିସ ଷ୍ଟେସନରେ ମାମଲା ରୁଜୁ କରି ପୁଲିସ ତଦନ୍ତ ଆରମ୍ଭ…