ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅକଲ୍ୟାଣ୍ଡରେ ଅବସ୍ଥାପିତ ହେବାକୁ ଥିବା କନସୁଲେଟ ଜେନେରାଲ
ଭୁବନେଶ୍ଵର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ନ୍ୟୁଜିଲ୍ୟାଣ୍ଡ ସ୍ଥିତ ଅକଲ୍ୟାଣ୍ଡରେ କନସୁଲେଟ ଜେନେରାଲ ରୂପେ ଅବସ୍ଥାପିତ ହେବାକୁ ଥିବା ମଦନ ମୋହନ ସେଠୀ ସାକ୍ଷାତ କରିଛନ୍ତି।…