ସୁରକ୍ଷାକର୍ମୀଙ୍କ ଗୁଳିରେ ୧୧ କୁକି ଉଗ୍ରବାଦୀ ନିହତ

ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷ ଯୋଗୁ ଅଶାନ୍ତ ହୋଇପଡ଼ିଥିବା ମଣିପୁରରେ ଆଜି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୧ ସନ୍ଦିଗ୍ଧ କୁକି ଉଗ୍ରବାଦୀ। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମିଳିଛି। ମଣିପୁରର ଜିରିବାମ ଜିଲ୍ଲାରେ କୁକି…

ହ୍ରାସ ହେବ ରାତିର ତାପମାତ୍ରା, ୧୫ ପରେ ରାଜ୍ୟରେ ଅନୁଭବ ହେବ ଶୀତ

ଭୁବନେଶ୍ୱର : ହ୍ରାସ ହେବ ରାତିର ତାପମାତ୍ରା, ରାଜ୍ୟରେ ପଡିବ ଶୀତ ।  ୪ ଦିନ ପରେ ଅର୍ଥାତ ୧୫ ତାରିଖ ପରେ ରାଜ୍ୟରେ ଅନୁଭବ ହେବ ଶୀତ । ୧୫ ତାରିଖରୁ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବାର…

ଷଢ଼େଇକଳାରେ ମେଣ୍ଟ ସରକାର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଝାରଖଣ୍ଡର ଷଢ଼େଇକଳାରେ ରଣହୁଙ୍କାର ଦେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜେଏମ୍‌ଏମ୍‌ର ହେମନ୍ତ ସୋରେନ୍‌ ଓ କଂଗ୍ରେସ ମେଣ୍ଟ ସରକାର ଉପରେ ବର୍ଷିଲେ। ଆଉ ଚମ୍ପାଇ ସୋରେନ୍‌ଙ୍କ ପାଇଁ ଭୋଟ୍‌ ମାଗିଲେ। ଜେଏମ୍‌ଏମ୍‌ ସରକାରର ଏକ୍ସପାଏରୀ ତାରିଖ ଓ ନୂଆ…

ମିସ୍‍ ଟିନ୍‍ ୟୁନିଭର୍ସ ମୁକୁଟ ହାତେଇଲେ କିଟ୍‍ ଛାତ୍ରୀ ତ୍ରିଷ୍ଣା ରାୟ

ଭୁବନେଶ୍ୱର: ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ସୁନ୍ଦରୀ ପ୍ରତିଯୋଗିତାରେ କିଟ୍‍ ବିଶ୍ୱବିଦ୍ୟାଳୟ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟ ବାଜିମାତ କରିଛନ୍ତି। ଏହା ସହ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ଟାଇଟଲ୍‍ ହାସଲ କରିଛନ୍ତି। କିଟ୍‍ ଫେସନ୍‍…

କେନ୍ଦ୍ରମନ୍ତ୍ରୀଙ୍କ ପ୍ରତି କର୍ଣ୍ଣାଟକା ମନ୍ତ୍ରୀଙ୍କ ବର୍ଣ୍ଣବୈଷମ୍ୟ ବୟାନକୁ ନେଇ ବିବାଦ

କର୍ଣ୍ଣାଟକାର କ୍ଷମତାସୀନର କଂଗ୍ରେସର ମନ୍ତ୍ରୀ ଜମୀର ଅହମଦ ଖାନ କେନ୍ଦ୍ରମନ୍ତ୍ରୀ ତଥା ଜେଡିଏସ ନେତା ଏଚଡି କୁମାରସ୍ୱାମୀଙ୍କ ବିରୋଧରେ ବର୍ଣ୍ଣବୈଷମ୍ୟ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ରାଜ୍ୟରେ ରାଜନୀତିକ ହଟଚମଟ ଦେଖିବାକୁ ମିଳିଛି। କୁମାରସ୍ୱାମୀଙ୍କ ଦଳ ଜେଡିଏସ ଏଥିପାଇଁ ଖାନଙ୍କୁ…

ଷଣ୍ଢ ଆକ୍ରମଣରେ ଜଣେ ମୃତ

କଟକ : ଷଣ୍ଢ ଉପଦ୍ରବ । ଷଣ୍ଢ ଆକ୍ରମଣରେ ଜଣେ ମୃତ। କଟକ ବିଡାନାସୀ ଥାନା ଅନ୍ତର୍ଗତ ଭୂଆସୁଣୀ ପୀଠ ନିକଟ ପଡ଼ିଆରେ ଘଟିଛି ଘଟଣା ମୃତକ ଜଣେ ବରିଷ୍ଠ ନାଗରିକ। ମୃତକ ବିଡାନାସୀ ଅଞ୍ଚଳର ସ୍ଥାନୀୟ ବାସିନ୍ଦା। ମୃତ ଦେହ ଉଦ୍ଧାର…

ଦୁଇ ଭାଇଙ୍କ ପାଠ ପଢ଼ା ଓ ଦୁଇ ଭଉଣୀଙ୍କ ବାହାଘର ପାଇଁ ଟଙ୍କା ଚାହୁଁଥିଲା ବାବା ସିଦ୍ଦିକିଙ୍କ ଶୁଟର

ବରିଷ୍ଠ ରାଜନେତା ତଥା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକିଙ୍କୁ ଗୁଳିମାଡ଼ କରିଥିବା ମୁଖ୍ୟ ଅଭିଯୁକ୍ତ ୨୨ ବର୍ଷୀୟ ଶିବ କୁମାର ଗୌତମକୁ ପୁଲିସ୍‌ ରବିବାର ଗିରଫ କରିଛି। ଗିରଫ ପରେ ଜଣାପଡ଼ିଛି ଯେ ଶିବ କୁମାର ହେଉଛି ଜଣେ କବାଡିଆ।…

ବଦଳିଲା ଧ୍ଵଜା ବନ୍ଧା ନୀତି ସମୟ

ପୁରୀ: ଆଜି ଅପରାହ୍ନ ପ୍ରାୟ ସାଢ଼େ ୩ ଟାରେ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ଧ୍ୱଜା। ଚୁନରା ସେବକମାନେ ଶ୍ରୀମନ୍ଦିର ଉପରକୁ ଯାଇ ପତିତପାବନ ବାନା ବଦଳାଇଛନ୍ତି। ବାନା ବନ୍ଧା ଯାଉଥିବା ବେଳେ ହୁଳହୁଳି ଓ ହରିବଲ ଧ୍ୱନୀରେ ପ୍ରକମ୍ପିତ ହେଉଛି ଶ୍ରୀମନ୍ଦିର…

ଚାଉଳ ଦେବାକୁ ଡାକି ବିଧବା ମହିଳାଙ୍କୁ ଦୁଷ୍କର୍ମ କରିଥିଲେ; ବନ୍ଧା ହେଲେ ଯୋଗାଣ ସହାୟକ

ରାସନ ଚାଉଳ ଦେବାର ପ୍ରଲୋଭନ ଦେଖାଇ ଜଣେ ବିଧବା ମହିଳାଙ୍କୁ ଡାକି ଦୁଷ୍କର୍ମ କରିବା ଅଭିଯୋଗରେ ବନ୍ଧାହେଲେ ଯୋଗାଣ ସହାୟକଯୋଗାଣ ସହାୟକ । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବୁଦୁଲା ପଞ୍ଚାୟତର ଯୋଗାଣ ସହାୟକ…

ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ଏବେଠୁ ମହିଳା କର୍ମଚାରୀ ପାଇବେ ୧୨ ଦିନ ଅତିରିକ୍ତ ଛୁଟି । ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରାଯାଇଛି । ସମସ୍ତ ସରକାରୀ ମହିଳା କର୍ମଚାରୀ ୫୫…