ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏଥିସହ ଶ୍ରୀମନ୍ଦିର ଆସି…