ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ବୃହତ୍ ବିଜୟ: ୨୯୫ ରନ୍ରେ ବିଜୟୀ ଟିମ୍ ଇଣ୍ଡିଆ
ପର୍ଥ: ପର୍ଥ ଟେଷ୍ଟରେ ବିଜୟୀ ହୋଇଛି ଭାରତ। ଅଷ୍ଟ୍ରେଲିଆକୁ ୨୯୫ ରନ୍ରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ। ବର୍ଡର ଗାଭାସ୍କର ଟ୍ରଫିରେ ୧-୦ରେ ଭାରତ ଆଗୁଆ ରହିଛି। ଭାରତ-ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ୫ ଟିକିଆ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ…