ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍‌; ୪ ଯୁବତୀ ଉଦ୍ଧାର

ଭୁବନେଶ୍ବର : ବାଂଲାଦେଶୀ ନାବାଳିକାଙ୍କୁ ନେଇ କଟକ-ଭୁବନେଶ୍ୱରରେ ହଇଚଇ ସୃଷ୍ଟି ହୋଇଥିବା ବେଳେ ଆଜି ଖଣ୍ଡଗିରିରେ ଠାବ ହୋଇଛି ସେକ୍ସ ରାକେଟ୍‌। ଦୀର୍ଘ ଦିନ ଧରି ସେଠାରେ ସେକ୍ସ ରାକେଟ୍‌ ଚାଲିଥିବା ଅଭିଯୋଗ ହୋଇଛି। ନୟାଗଡ଼ର ରାଣୀ ମହୁମାଛି ଯୁବତୀମାନଙ୍କୁ ଦେହ…

ବନ୍ଧାହେଲେ ଖଣି ଅଧିକାରୀ

କଟକ : କେନ୍ଦୁଝର ଖଣି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟର କନିଷ୍ଠ ଖଣି ଅଧିକାରୀଙ୍କୁ ମହଙ୍ଗା ପଡ଼ିଲା ଆୟ ବର୍ହିଭୁତ ସମ୍ପତ୍ତି ଠୁଳ। ଗିରଫ ହେଲେ ଖଣି ଅଧିକାରୀ ପଦ୍ମନାଭ ହୋତା। ଭିଜିଲାନ୍ସ ପକ୍ଷରୁ ବୁଧବାର ପଦ୍ମନାଭ ହୋତାଙ୍କ କେନ୍ଦୁଝର କାର୍ଯ୍ୟାଳୟ ଓ ବାସଭବନ…

ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ

ଫୁଲବାଣୀ : ଜଣେ ଦୁର୍ଦ୍ଦାନ୍ତ ନକ୍ସଲ କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାଁ ବିଜା ମାଡ଼ଭି। ତାଙ୍କ ଘର ଛତିଶଗଡ଼ର ସୁକମା ଜିଲ୍ଲାରେ। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ଦୁଇଟି ଗୁଳି ଜବତ କରାଯାଇଛି। ସେ KKBN ଡିଭିଜନର…

କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ହାଇକୋର୍ଟ

କଟକ : ରୁପାର ସହର କଟକରେ ଦିନକୁ ଦିନ ବଢ଼ି ଚାଲିଛି ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବ। ଯେଉଁଥିପାଇଁ ଡେଙ୍ଗୁ ରୋଗ ବ୍ୟାପିବାରେ ଲାଗିଛି। କଟକ ସହରରେ ବଢ଼ିଥିବା ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଆଜି ଆଜି ଉଦ୍‌ବେଗ ପ୍ରକାଶ କରିଛନ୍ତି ଓଡିଶା ହାଇକୋର୍ଟ।…

ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି

ଭୁବନେଶ୍ୱର: ପୁଣି ଆଳୁ ଗେମ୍ ଖେଳିଲେ ମମତା। ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ବର୍ଡର ଡେଇଁ ଆଳୁ ଯେପରି ଓଡ଼ିଶାକୁ ନଯାଏ, ସେଥିପାଇଁ ଦିଦିଙ୍କ ନିର୍ଦ୍ଦେଶରେ ଚାଲିଛି କଡ଼ା ପାଟ୍ରୋଲିଂ। ରାଜ୍ୟକୁ ଆଳୁ ଟ୍ରକ୍ ଆସିବା କମିବାରୁ…

ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରାଜଧାନୀ

ଭୁବନେଶ୍ୱର: ରାଜଧାନୀରେ ଆସନ୍ତାକାଲିଠାରୁ ଆରମ୍ଭ ହେଉଥିବା ୩ ଦିନିଆ ପୁଲିସ ଡିଜି ଏବଂ ଆଇଜି ସମ୍ମିଳନୀରେ ପରିପ୍ରେକ୍ଷୀରେ ସହରକୁ ତ୍ରୀସ୍ତରୀୟ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରଖାଯିବା ଆରମ୍ଭ ହୋଇଛି। ସହରର ଗଳିକନ୍ଦିରେ ୭୦ ପ୍ଲାଟୁନ ପୁଲିସ ମୁତୟନ କରାଯିବା ସହ…

ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର

ଭୁବନେଶ୍ବର : ଶେଷରେ ଅପେକ୍ଷାର ଘଟିଲା ଅନ୍ତ। ୪୮ ଘଣ୍ଟା ପରେ ସୁରକ୍ଷିତ ଭାବେ ଉଦ୍ଧାର ହେଲା ଭୀମସାର ମେଡିକାଲ ପରିସରରୁ ଚୋରି ହୋଇଥିବା ଶିଶୁପୁତ୍ର। ଶିଶୁର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାବେଳେ ଅଧିକ ଚିକିତ୍ସା ପାଇଁ ତାକୁ ୭୨ ଘଣ୍ଟା ଅବଜରଭେସନରେ…

ନିର୍ଦ୍ଦେଶ ନିୟନ୍ତ୍ରଣ ଓ ଅଭିଜ୍ଞତା କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ବର: ରାଜ୍ୟରେ କୃଷକ ମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଯୋଗ୍ୟ ଚାଷୀ ଯେଭଳି ନିଜର ପ୍ରାପ୍ୟ ପାଇବାରୁ ବଞ୍ଚିତ ନହୁଅନ୍ତି, ଏଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ଧାନ ସଂଗ୍ରହ ସମୟରେ କୌଣସି ଅନିୟମିତତାର ଅଭିଯୋଗ…

ନୂଆବର୍ଷ ପୂର୍ବରୁ ପି.ଏମ୍ ଆବାସର ନୂଆ ସର୍ଭେ: ସର୍ତ୍ତାବଳୀ କୋହଳ, ସବୁ ଯୋଗ୍ୟ ପରିବାରକୁ ମିଳିବ ଘର

ଭୁବନେଶ୍ବର: ଆସନ୍ତା ଡିସେମ୍ବର ୧୫ ତାରିଖ ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍ ଆବାସ-ଗ୍ରାମୀଣ)ର ନୂଆ ସର୍ଭେ ଆରମ୍ଭ ହେବ। ସବୁ ଯୋଗ୍ୟ ପରିବାରକୁ ମିଳିବ ଘର। ନିଜକୁ ଯୋଗ୍ୟ ମନେ କରୁଥିବା ସମସ୍ତ ପରିବାର ସର୍ଭେ ସମୟରେ ନିଜେ ତାଲିକାଭୁକ୍ତ ହୋଇପାରିବେ।…

ସାଇବର ଠକକୁ ଗିରଫ କଲା କ୍ରାଇମବ୍ରାଞ୍ଚ

କଟକ: ଡିଜିଟାଲ ଗିରଫ ମାମଲାରେ ଓଡ଼ିଶାର ପ୍ରଥମ ଗିରଫଦାରୀ ହୋଇଛି । ତେଲେଙ୍ଗାନାରୁ ଜଣେ ସାଇବର ଠକକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଗିରଫ ଅଭିଯୁକ୍ତ ନାଁ ଅବଦୁଲ ସଲିମ । ନିଜକୁ ମୁମ୍ବାଇ ସାଇବର କ୍ରାଇମ ଅଧିକାରୀ ପରିଚୟ ଦେଇଥିଲା…