ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସବୁବେଳେ ସମର୍ଥନ ଦେଇ ଆସୁଛି: ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ଜୟ ଜଗନ୍ନାଥ...ଜୟ ଜଗନ୍ନାଥ...। ଓଡ଼ିଶାର ଭାଇ-ଭଉଣୀମାନଙ୍କୁ ମୋର ନମସ୍କାର, ଜୁହାର। ଓଡ଼ିଶାର ସବୁ ପରିବାର ମା’-ମାଉସୀ, ଭାଇ-ଭଉଣୀମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ନିକଟରେ ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀରେ ଓଡ଼ିଶା ପର୍ବରେ ଯୋଗଦେବାର ସୁଯୋଗ ମିଳିଥିଲା। ସେଠାରେ ଓଡ଼ିଶାର ଚା’…