ଜେଲ ଗଲେ ଅଲ୍ଲୁ ଅର୍ଜୁନ, ସକାଳେ ତାଙ୍କ ଘରୁ ଗିରଫ କରିଥିଲା ପୁଲିସ
ପୁଷ୍ପା-୨ର ସ୍କ୍ରିନିଂ ବେଳେ ହାଇଦ୍ରାବାଦର ଏକ ସିନେମା ହଲ୍ରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ମାମଲାରେ ଜେଲ୍ ଗଲେ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି ନାମପଲ୍ଲୀ କୋର୍ଟ। କୋର୍ଟଙ୍କ ଏହି…
