ମିଶନ ଶକ୍ତି ମହିଳାଙ୍କ ଧାରଣା: ପ୍ରଭାତୀ କହିଲେ,‘ କାହା କଥାରେ ପଡି ରାସ୍ତାରେ ଗଡ ନାହିଁ’

ଭୁବନେଶ୍ବର: ବକେୟା ଦରମା ପ୍ରସଙ୍ଗ ନେଇ ମିଶନ ଶକ୍ତି ମହିଳାଙ୍କ ଧାରଣାରେ ବିଜେଡି ନେତାଙ୍କ ସମର୍ଥନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା ।  ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମିଶନ ଶକ୍ତିର…

ଲାଲୁ କହିଲେ- ମମତାଙ୍କୁ ଦିଆଯାଉ ‘ଇଣ୍ଡି’ ମେଣ୍ଟର ଦାୟିତ୍ୱ

ଇଣ୍ଡିଆ ମେଣ୍ଟରେ ସୃଷ୍ଟି ହେଲାଣି ଫାଟ। ଧୀର ଧୀରେ ଭାଗ ଭାଗ ହୋଇ ବିରୋଧର ସ୍ୱର ଉଠାଇଲେଣି ନେତା। ଲୋକସଭା ନିର୍ବାଚନ ଓ ନିକଟରେ ହୋଇଥିବା ବିଧାନସଭା ନିର୍ବାଚନରେ ବିରୋଧୀଙ୍କ ପରାଜୟ ହୋଇ ହୋଇଛି। ଏହାପରେ ଇଣ୍ଡି ମେଣ୍ଟର ଦାୟିତ୍ୱ କଂଗ୍ରେସ…

ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା: ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ

ଭୁବନେଶ୍ୱର : ଆସନ୍ତା ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା । ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀ ଚିଲିକାର ଚାରିପଟେ ଥିବା ଜଳାଶୟ ମାନଙ୍କରେ ଦେଖାଯାଇଥାନ୍ତି । ଏହି ଜଳାଶୟକୁ ନଭେମ୍ବର ସୁଦ୍ଧା ଓଡିଶା ଆସିଛନ୍ତି ୪ ଲକ୍ଷ…

ଗିରଫ ହେଲେ କନିଷ୍ଠ କିରାଣୀ ଦେବଜାନୀ କର

ଭୁବନେଶ୍ବର: ଗିରଫ ହେଲେ କନିଷ୍ଠ କିରାଣୀ ଦେବଜାନୀ କର। ସୋମବାର ଲାଞ୍ଚ ନେଉଥିବା ସମୟରେ ରେଡ୍ ହ୍ୟାଣ୍ଡରେ ଧରିଥିଲା ଭିଜିଲାନ୍ସ। ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର ଲାଞ୍ଚ ନେଉଥିବା ସମୟରେ ମାଡିବସିଥିଲା ଭିଜିଲାନ୍ସ। ତାଙ୍କ କାର୍ଯ୍ୟାଳୟରୁ ୧୫ଲକ୍ଷ…

ସର୍ବଭାରତୀୟ ହକି ଚାମ୍ପିୟନସିପ-୨୦୨୫: ଖେଳାଳିଙ୍କ ସୁରକ୍ଷା ବ୍ୟବସ୍ଥା ଶୃଙ୍ଖଳିତ କରିବାକୁ ଡିଜିପିଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସରେ ଓଡ଼ିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ତମ ସର୍ବଭାରତୀୟ ହକି ଚାମ୍ପିୟନସିପ- ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି…

ଗୁଇନ୍ଦା ବିଭାଗ ହାତରେ ମହିଳା ବ୍ରାଉନ ସୁଗାର ମାଫିଆ, ଘରୁ ବାହାରୁଛି ପୁଳାପୁଳା ଟଙ୍କା

ଭଦ୍ରକ: ଭଦ୍ରକରେ ମାତିଛନ୍ତି ମହିଳା ବ୍ରାଉନ ସୁଗାର ମାଫିଆ । ଖୁଲମଖୁଲା ବେପାର ଚାଲିଥିବାବେଳେ ସୂଚନା ପାଇ ମାଡି ବସିଲା ପୋଲିସ । ଏହି ଚଢ଼ାଉ ସମୟରେ ବ୍ରାଉନସୁଗାର ଜବତ ସହ ୨୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜବତ କରିବା ସହ…

ନର୍ସିଂ ଚାକିରି ଦେବା ନାଁରେ ଠକେଇ; ୨ ଭାଇ ଗିରଫ

କଟକ : ମେଡିକାଲରେ ନର୍ସିଂ ଚାକିରି କରାଇଦେବାକୁ କହି ଲୁଟି ନେଲେ ଲକ୍ଷାଧିକ ଟଙ୍କା। ଅଭିଯୋଗ ପରେ ଏବେ ପୁଲିସ କବଜାରେ ଦୁଇ ଅଭିଯୁକ୍ତ। କଟକ ମଙ୍ଗଳାବାଗ ଥାନା ପୁଲିସ ଏହି ଘଟଣାରେ ଦୁଇ ଦଲାଲଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ଗୁଣିଗାରେଡି ସନ୍ଦେହରେ ହତ୍ୟା: ଜଳୁଥିବା ଜୁଇରେ ଆଉ ଜଣଙ୍କୁ ଜାଳିଦେଲେ

କୋରାପୁଟ: ଆଜିର ସଭ୍ୟ ସମାଜରେ ବେଶୀ ଅସଭ୍ୟ ହେଉଛି ମଣିଷ। ଭୁଲିଯାଉଛି ମଣିଷପଣିଆ। ଗୁଣିଗାରେଡ଼ିର ବିଶ୍ଵାସ କରି ମଣିଷ ଘଟାଉଛି ନାରକିଅ କାଣ୍ଡ। ଏଭଳି ଏକ ବିଭତ୍ସ ଚିତ୍ର ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲାରେ । କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ…

ସମ୍ବିଧାନ ବିତର୍କରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ମୋଦି

ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଗୋଟିଏ ବିତର୍କ ଲୋକସଭାରେ ହେବ। ଆସନ୍ତା ୧୩ ଓ ୧୪ ଦୁଇ ଦିନ ଧରି ବିଭିନ୍ନ ଦଳର ସଦସ୍ୟ ସମ୍ବିଧାନ ଉପରେ ହେବାକୁ ଥିବା ବିତର୍କରେ ଭାଗ ନେଇ ନିଜର ମତ ରଖିବେ।…

ରାଜ୍ୟସଭା ଉପନିର୍ବାଚନ: ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ସୁଜିତ କୁମାର

ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ୩୦ଜଣ ବିଧାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ…