ବିରୋଧୀ ମେଣ୍ଟରୁ ଓହରି ଗଲା ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି
ମୁମ୍ବାଇ : ମହାରାଷ୍ଟ୍ରର ବିରୋଧୀ ମେଣ୍ଟ ମହା ବିକାଶ ଅଘାଡ଼ି(ଏମଭିଏ)କୁ ଶକ୍ତ ଝଟକା ଲାଗିଛି। ଏମଭିଏରେ ଥିବା ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ଆଜି ମେଣ୍ଟରୁ ଓହରି ଯାଇଛି। ଉଦ୍ଧବ ଠାକରେଙ୍କ ଜଣେ ଘନିଷ୍ଠ ସହଯୋଗୀ ବାବ୍ରୀ ମସଜିଦ ଭଙ୍ଗା ଯିବା…
