December 2024

ପୁଅ ହଣ୍ଟରକୁ ଦୋଷମୁକ୍ତ କଲେ ବାଇଡେନ୍‌

ୟୁ-ଟର୍ଣ୍ଣ ନେଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌। ଆମେରିକା ରାଷ୍ଟ୍ରପତି ଭାବେ ନିଜ କାର୍ଯ୍ୟକାଳ ଶେଷ ହେବାର ଠିକ୍‌ ପୂର୍ବରୁ ସେ ନେଇଛନ୍ତି ବଡ଼ ନିଷ୍ପତ୍ତି। ନିଜ ପୁଅ ହଣ୍ଟରକୁ କରିଛନ୍ତି ଦୋଷମୁକ୍ତ। ବିନା ସର୍ତ୍ତରେ ପୁଅର ସବୁ ଅପରାଧକୁ ସେ…

ଚଢ଼ାଦରରେ ଆଳୁ ବିକିଲେ କାର୍ଯ୍ୟାନୁଷ୍ଠାନ, ଟ୍ୱିନ୍‌ ସିଟିରେ ଯୋଗାଣ ବିଭାଗର ଚଢ଼ାଉ

ଭୁବନେଶ୍ବର: ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଥିବା‌ବେଳେ ଚଢ଼ାଦରରେ ଆଳୁ ବିକ୍ରି କରାଯାଉଥିବା ଅଭିଯୋଗ ଆଧାରରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ଟ୍ୱିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। କଟକ ଛତ୍ରବଜାରର ବିଭିନ୍ନ…

ଗୃହରେ ଆଳୁ ଝଡ, ଘେରିଲା ବିଜେଡି

ଭୁବନେଶ୍ବର: ରାଜ୍ୟରେ ଏବେ ପୁଣି ଆଳୁ ଚିନ୍ତା ବଢାଇଥିବା ବେଳେ ଆଜି ସକାଳୁ ସକାଳୁ ଉତ୍ତରପ୍ରଦେଶ ୩୦୦ ଟ୍ରକ ଆଳୁ ଆସି ରାଜ୍ୟରେ ପହଞ୍ଚିଛି । ଏହା ପରେ ଆଳୁ ଦରରେ ଟିକିଏ ଆଶ୍ବସ୍ତି ମିଳିବା ନେଇ ଆଶା କରାଯାଇଥିବା ବେଳେ…

ନିର୍ମଳା ସୀତାରମଣ, ବିଜୟ ରୂପାନୀ ମହାରାଷ୍ଟ୍ର ପାଇଁ ବିଜେପିର ପର୍ଯ୍ୟବେକ୍ଷକ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କୁ ମହାରାଷ୍ଟ୍ର ପାଇଁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି। ମହାରାଷ୍ଟ୍ରରେ ଦଳର ବିଧାୟକ ଦଳ ନେତା ଚୟନ ପାଇଁ ଏହି ଦୁଇ ନେତାଙ୍କୁ ନିଯୁକ୍ତ କରାଯାଇଛି। ଡିସେମ୍ବର…

ବାପାର ଅମାନୁଷିକ କାଣ୍ଡ ପରେ ମୃତ୍ୟୁ ସହ ସଂଗ୍ରାମ କରୁଛି ପୁଅ, ଏପଟେ ସରିଲା ବୋହୂର ସତ୍କାର

ବାଙ୍କୀ/କଟକ: ଘରଦ୍ୱାର ସବୁ ଜଳି ପୋଡି ଛାରଖାର୍ । କେଉଁଠି ଦରପୋଡା ପୋଷାକ ପଡିଛି ତ କେଉଁଠି ଆସବାବ ପତ୍ର ଜଳି ଯାଇଛି । କେଉଁଠି ତାଟିଆରେ ଛିଡା ରୁଟିକୁ କ୍ଷୀର ଥୁଆ ହୋଇଛି କେଉଁଠି ପାଣି ବୋତଲ ତରଳି ଯାଇଛି…

ଉଦଘାଟିତ ହେଲା ବିଶ୍ବ ପ୍ରସିଦ୍ଧ କୋଣାର୍କ ଉତ୍ସବ

କୋଣାର୍କ: ଉଦଘାଟିତ ହୋଇଛି ୩୫ ତମ କୋଣାର୍କ ଉତ୍ସବ । ରବିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସବକୁ ଉଦଘାଟନ କରିଛନ୍ତି। ଆଉ ଉଦଘାଟନ ସହ ମୁକ୍ତାକାଶ ରଙ୍ଗମଞ୍ଚରେ ଆରମ୍ଭ ହୋଇଛି ଶାସ୍ତ୍ରୀୟ ସଙ୍ଗୀତ ଓ ନୃତ୍ୟ ଗୀତର ଆସର ।…

ଇଭିଏମ୍ ହ୍ୟାକ୍ ନେଇ ଭିଡିଓ ଭାଇରାଲ, ସାଇବର ଥାନାରେ ନିର୍ବାଚନ ଆୟୋଗଙ୍କ ଅଭିଯୋଗ

ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ସମେତ କିଛି ବିରୋଧୀ ଦଳ ପୁଣିଥରେ ଇଭିଏମର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇଛନ୍ତି। ଅନ୍ୟପଟେ ନିର୍ବାଚନ ଆୟୋଗ ବାରମ୍ବାର ଏଭଳି ଅଭିଯୋଗକୁ ଖଣ୍ଡନ କରିଆସୁଛନ୍ତି। ଏହାରି ଭିତରେ ଇଭିଏମ୍ ହ୍ୟାକ୍ କରିବା ପାଇଁ…

ନାଟକ ପରିବେଷଣ ବେଳେ ମଞ୍ଚ ଉପରେ ଖାଇଲେ ଘୁଷୁରୀ ମାଂସ!

ହିଞ୍ଜିଳି: ନାଟକ ପରିବେଷଣ ବେଳେ ମଞ୍ଚ ଉପରେ ଖାଇଲେ ଘୁଷୁରୀ ମାଂସ। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ହିଞ୍ଜିଳି ବ୍ଲକ୍ ରାଲବ ଗାଁରେ। ଯାହାର ଭିଡିଓ ସୋଶିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ରାଲବ ଗାଁରେ ଗତ ନଭେମ୍ବର ୨୪…

ଧୀମା ଅର୍ଥନୀତିକୁ ନେଇ ମୋଦୀ ସରକାରଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ: ଭାରତର ଅଭିବୃଦ୍ଧି ହାରକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି। ଏହା ସହ ଦେଶର ଅର୍ଥନୀତି କିପରି ଦ୍ରୁତ ଗତିରେ ବୃଦ୍ଧି ପାଇବ ଏବଂ ଏଥିପାଇଁ ସରକାରଙ୍କୁ କ’ଣ କରିବାକୁ ପଡ଼ିବ ତାହା ମଧ୍ୟ…

ୟୁପିରୁ ଆସୁଛି ୩୦୦ ଟ୍ରକ୍ ଆଳୁ

ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ। ଆସନ୍ତାକାଲି ସୁଦ୍ଧା ଉତ୍ତର ପ୍ରଦେଶରୁ ଆସୁଥିବା ଆଳୁ ଓଡ଼ିଶାରେ ପହଞ୍ଚିବ। ଫଳରେ ରାଜ୍ୟରେ ଆଉ ଆଳୁ ସଙ୍କଟ ରହିବନି। ଆଜି ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ…