ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି। ୨୫ରୁ ୩୦ ଲକ୍ଷରେ ବିକ୍ରି ହେଉଥିଲା ASO ଚାକିରି। ଆଜି ବିଧାନସଭାରେ ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍‌ ଆଗତ କରି ଏଭଳି ସାଂଘାତିିକ ବୟାନ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।…

ନବୀନ ଶାସନରେ ଏମଓୟୁ ସ୍ୱାକ୍ଷର କରି ପ୍ରକଳ୍ପରୁ ଓହରି ଯାଇଛନ୍ତି ୧୩ ବୃହତ୍ ଶିଳ୍ପ କମ୍ପାନୀ

ଭୁବନେଶ୍ବର : ନବୀନ ପଟ୍ଟନାୟକ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନକରି ଓହରି ଯାଇଛନ୍ତି ୧୩ଟି ପ୍ରମୁଖ ଶିଳ୍ପ କମ୍ପାନୀ । ଏହି କମ୍ପାନୀଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଥିଲେ । ଆଜି…

ଭିଟାମାଟିରେ ପାଦ ଦେଇ ଭାବବିହ୍ୱଳ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାରିପଦା : ଯେଉଁଠି ଦିନେ ଜନ୍ମ ହୋଇଥିଲେ, ସେହି ଭିଟାମାଟିରେ ପାଦଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦିନେ ଯେଉଁଠି ଅ, ଆ’ ଶିଖିଥିଲେ ସେଇଠି ପିଲାଙ୍କ ସହ ଭାବବିନିମୟ କଲେ। ନାଚିଲେ, ଭାବବିହ୍ୱଳ ମଧ୍ୟ ହେଲେ। ରାଷ୍ଟ୍ରପତି ହେବା ପରେ ପ୍ରଥମ…

ବିଧାନସଭାରେ ‘ପୋଲାଭରମ’ଝଡ଼: ଆଇନମନ୍ତ୍ରୀଙ୍କ ଚେତାବନୀ, ସତ ଖୋଲିଦେଲେ ମୁହଁ ଦେଖାଇପାରିବନି

ଭୁବନେଶ୍ବର : ବିଧାନସଭାରେ ଆଜି ‘ପୋଲାଭରମ ପ୍ରକଳ୍ପ’କୁ ନେଇ ବିରୋଧୀ ଓ ଶାସକ ସଭ୍ୟ ମୁହାଁମୁହିଁ ହୋଇଛନ୍ତି । ବିରୋଧୀ କଂଗ୍ରେସ ସହ ସ୍ୱର ମିଳାଇ ବିଜେଡି ଆଜି ଗୃହରେ ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗରେ ମୁଲତବୀ ଆଲୋଚନା ଦାବି କରି ଗୃହରେ ହଟ୍ଟଗୋଳ…

ଚାଲିଲାନି ‘ପୁଷ୍ପା ୨’, ଥିଏଟରରେ ଭଙ୍ଗାରୁଜା କଲେ ଯୁବକ, ମାଲିକଙ୍କୁ ଦେଲେ ଜୀବନରୁ ମାରିଦେବାକୁ ଧମକ

ପାନ୍ ଇଣ୍ଡିଆ ଷ୍ଟାର୍ ଅଲୁ ଅର୍ଜୁନଙ୍କ ଫିଲ୍ମ ‘ପୁଷ୍ପା ୨’ ଗତକାଲି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା । ପ୍ରଥମ ଦିନରୁ ହିଁ ଲୋକଙ୍କ କ୍ରେଜ୍ ଦେଖିବାକୁ ମିଳିଛି । ଗୁରୁବାର ଦେଶର କୋଣ ଅନୁକୋଣରେ ଅନେକ ପ୍ରେକ୍ଷାଳୟରେ ବହୁ ଜନସମାଗମ ହୋଇଥିଲା…

ବିପିସିଏଲ ଗ୍ୟାସ୍‌ ପାଇପ୍ ଲାଇନ ମରାମତି ବେଳେ ଲିକ୍‌; ଶ୍ରମିକ ମୃତ

ପାରାଦୀପ: ବିପିସିଏଲ ଗ୍ୟାସ୍‌ ପାଇପ୍ ଲାଇନ ମରାମତି ବେଳେ ଲିକ୍‌। ଏହି ଘଟଣାରେ ଜଣେ ଶ୍ରମିକ ମୃତ। କଟକ-ପାରାଦୀପ ରାସ୍ତାର ତାଳଦଣ୍ଡାଠାରେ ବିପିସିଏଲ ଗ୍ୟାସ୍‌ ପାଇପ୍‌ ଲାଇନ ମରାମତି ବେଳେ ଏକ ଅଘଟଣ ଘଟିଛି। ଜଣେ ଶ୍ରମିକ ମରାମତି କାମ କରୁଥିବାବେଳେ…

ଡ଼କ୍ଟର ବି.ଆର ଆମ୍ବେଦକରଙ୍କ ଶ୍ରାଦ୍ଧଦିବସରେ ମାଲ୍ୟାର୍ପଣ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି

ଭୁବନେଶ୍ୱର : ଆଜି ସମ୍ବିଧାନ ପ୍ରଣେତା ବାବା ସାହେବ ଡ଼କ୍ଟର ବି.ଆର ଆମ୍ବେଦକରଙ୍କ  ଶ୍ରାଦ୍ଧ ଦିବସ । ଏହି ଅବସରରେ ଭୁବନେଶ୍ୱର ଏଜି ଛକରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି ମାଲ୍ୟାର୍ପଣ କରିଛନ୍ତି । ଏହା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ସୁଧୁରିଛି ଦିଲ୍ଲୀ, ହେଲେ ବିଗୁଡିଛି ଓଡିଶା ସହର

ଭୁବନେଶ୍ବର: ଜାତୀୟ ରାଜଧାନୀ ଠାରୁ ବି ବଳି ଗଲାଣି ଓଡିଶାର ସହର । ତା ମଧ୍ୟରେ ଅନୁଗୁଳ ସବୁଠୁ ପ୍ରଦୂଷିତ ଜିଲ୍ଲା ଭାବରେ ମୁଣ୍ଡ ଟେକିଛି । ଯାହାର ଏକ୍ୟୁଆଇ ୩୨୨ ଛୁଇଁଛି । ଏଥିସହିତ ଦେଶର ପ୍ରମୁଖ ୨୦ ପ୍ରଦୂଷିତ…

ହାଇୱା ଧକ୍କାରେ ସ୍ତ୍ରୀ ମୃତ ଓ ସ୍ୱାମୀ ଗୁରୁତର

ପିପିଲି: ନିମାପଡ଼ା ରଟିଲୋ ଛକରେ ହାଇୱା ଧକ୍କାରେ ସ୍ତ୍ରୀ ମୃତ ଓ ସ୍ୱାମୀ ଗୁରୁତର ହୋଇଥିବାର ଖବର ମିଳିଛି। ମୃତା ହେଲେ ସଂଯୁକ୍ତା ଲେଙ୍କା(୫୮)। ସେ ସିଡିପିଓ କାର୍ଯ୍ୟାଳୟରେ କାର୍ଯ୍ୟରତ। ତାଙ୍କ ଘର ପିପିଲି ଥାନା ଅନ୍ତର୍ଗତ ପାଇକ ସାହିରେ ବୋଲି…

ରାହୁଲ ଗାନ୍ଧିଙ୍କ ନାଗରିକତା ମାମଲା: କେନ୍ଦ୍ରକୁ ଜବାବ ମାଗିଲେ ଦିଲ୍ଲୀ ହାଇକୋର୍ଟ

କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ନାଗରିକତା ମାମଲାରେ କେନ୍ଦ୍ରକୁ ଜବାବ ମାଗିଛନ୍ତି ଦିଲ୍ଲୀ ହାଇକୋର୍ଟ। ରାହୁଲ ଗାନ୍ଧିଙ୍କ ଭାରତୀୟ ନାଗରିକତାର ସ୍ଥିତାବସ୍ଥା ଉପରେ ସ୍ପଷ୍ଟୀକରଣ ଦେବାକୁ ବିଜେପି ନେତା ସୁବ୍ରମଣିୟନ ସ୍ୱାମୀ ଗୋଟିଏ ଆବେଦନ ହାଇକୋର୍ଟରେ ଦାଖଲ କରିଥିଲେ। ଏହାର ଶୁଣାଣି…