ସପାର କିଛି ନେତା ବିଜେପିର ବି ଟିମରେ ଅଛନ୍ତି: ଆଦିତ୍ୟ ଠାକରେ

ମୁମ୍ବାଇ: ଉଦ୍ଧବ ଠାକରେଙ୍କ ଗୋଷ୍ଠୀର ନେତା ବାବ୍ରି ମସଜିଦ ଉପରେ ଯେତେବେଳେ ଏକ୍ସରେ ପୋଷ୍ଟ କରିଥିଲେ, ମହାରାଷ୍ଟ୍ରର ରାଜନୈତିକ ତାତି ବୃଦ୍ଧି ପାଇଛି । ଶିବସେନା ୟୁବିଟି ଉପରେ ଅସନ୍ତୋଷ ବ୍ୟକ୍ତ କରି ସମାଜବାଦୀ ପାର୍ଟି ରାଜ୍ୟ ସଭାପତି ଆବୁ ଅଜମୀ…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ କୁଟ୍ଟେ

ଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ବିବାଦୀୟ ଆଇପିଏସ ଅଧିକାରୀ ଡି.ଏସ୍‌ କୁଟ୍ଟେ। ବିବାଦୀୟ ଆଇପିଏସ୍ ଆଶିଷ ସିଂ ପରେ ଏବେ କୁଟ୍ଟେଙ୍କୁ ମଧ୍ୟ କେନ୍ଦ୍ରୀୟ ଡେପୁଟେସନରେ ପଠାଯାଇଛି। ବିଏସ୍ଏଫ୍ ଆଇଜି ଭାବେ ସେ ଡେପୁଟେସନରେ ଯିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ…

ଟିକସ କଟିବାରୁ ବ୍ୟାଙ୍କ ମ୍ୟାନେଜରଙ୍କୁ ପିଟିଲେ ଗ୍ରାହକ

ଗୁଜରାଟର ଅହମଦାବାଦରେ ଥିବା ୟୁନିୟନ ବ୍ୟାଙ୍କ ଭିତରେ ଜଣେ ବ୍ୟାଙ୍କ ମ୍ୟାନେଜରଙ୍କୁ ମାଡ଼ ମାରିଛନ୍ତି ଜଣେ ଗ୍ରାହକ। ଏହାର ଭିଡିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି। ଫିକ୍ସଡ ଜମା ଉପରେ ବର୍ଦ୍ଧିତ ଟିକସ କାଟକୁ ବିରୋଧ କରି ଗ୍ରାହକ ଜୈମନ ରାୱଲ ଅସନ୍ତୋଷ…

ପୁଲିସ କ୍ୟାମ୍ପ ଉପରେ ପୁଣି ନକ୍ସଲ ହମଲା; ୩ ଯବାନ ଆହତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ନକ୍ସଲ ପୁଲିସ କ୍ୟାମ୍ପ ଉପରେ ଆକ୍ରମଣ କରିଛନ୍ତି। ନକ୍ସଲ ଏବେ ଘାଇଲା ବାଘ ଭଳି ଜଂଗଲରେ ବୁଲୁଛନ୍ତି। ନିରୀହ ଗ୍ରାମବାସୀଙ୍କୁ ହତ୍ୟା କରିବା ସହ ପୁଲିସ ଉପରେ ଆକ୍ରମଣ କରି ନିଜର ପାରିବା…

ଡ୍ରେନ୍ କାମ ବେଳେ ଜଣେ ଶ୍ରମିକ ମୃତ, ୨ ଗୁରୁତର

କଟକ: ଡ୍ରେନ୍ କାମବେଳେ ଅଘଟଣ। ପୁଣି କଟକରେ ଡ୍ରେନରେ ଯାଇଛି ଜୀବନ। କଟକରେ ଡ୍ରେନ କାମ ସମୟରେ ଜଣେ ଶ୍ରମିକ ମୃତ, ଜଣେ ଗୁରୁତର। କଟକର ବିଡ଼ାନାସୀ ଛକରେ ସିଏମସିର ଡ୍ରେନ୍ କାମବେଳେ ଏହି ଅଘଟଣ ଘଟିଛି। ସିଏମସିର ଡ୍ରେନ୍ କାମବେଳେ…

ଥାନାରେ ପୁଲିସ-ଜନତା ମୁହାଁମୁହିଁ

ବଲାଙ୍ଗିର ଜିଲ୍ଲା ତୁଷୁରା ଥାନାରେ ପୁଲିସ ଓ ପବ୍ଲିକ ମଧ୍ୟରେ ମୁହାଁମୁହିଁ ଏବଂ ଧସ୍ତାଧସ୍ତି ହୋଇଛି। ସେଠାରେ ସ୍ଥିତି ଏବେ ବି ଉତ୍ତେଜନାପୂର୍ଣ୍ଣ ରହିଛି। ପୂର୍ବରୁ ଗୋଦାମପଡ଼ା ଓ ପତିତପାବନପଡ଼ା ଗାଁ ମଧ୍ୟରେ ସଂଘର୍ଷ ହୋଇଥିଲା। ତେବେ ଏହି ଘଟଣାରେ ପୁଲିସ କୌଣସି…

କୋରକୋଣ୍ଡାରେ ବୃଦ୍ଧାଙ୍କୁ ହତ୍ୟା ପୂର୍ବରୁ ଦୁଷ୍କର୍ମ କରିଥିଲେ ଅଭିଯୁକ୍ତ: ପୁଲିସ

ମାଲକାନଗିରି: କୋରକୋଣ୍ଡା ଠାରେ ଗତ ୫ ତାରିଖ ଦିନ ଜଣେ ବୃଦ୍ଧା ମହିଳାଙ୍କ ଶବ ପଞ୍ଚାୟତ ଷ୍ଟୋର ରୁମ ପାଖରେ ମିଳିଥିଲା। ଏନେଇ କୋରକୋଣ୍ଡା ପୁଲିସ ଘଟଣାର ତଦନ୍ତ କରୁଥିଲା। ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ସଂଦେହ ଘନୁଭୂତ ହୋଇଥିଲା। ପରେ ପୁଲିସ…

ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସେଠାକାର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର…

ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ, ଜଣେ ଗିରଫ

କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟରେ ଯୁକ୍ତ ୩ ଛାତ୍ରଙ୍କୁ ମାଡ ମାରି ଲହୁ ଲୁହାଣ କରିଦେଇଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ଲହୁ ଲୁହାଣ ହୋଇଥିବା ଛାତ୍ର ଜଣକ ହେଲେ ପ୍ରଭାସ ରଞ୍ଜନ ମହାନ୍ତି । କୁହାଯାଉଛି ବିଜୁ ଜନତା ଦଳର ନେତା…

ଲୁହ ବୁହା ଗ୍ୟାସ ପରେ ଚାଷୀଙ୍କ ଉପରକୁ ଫୁଲ ପକାଇଲା ପୁଲିସ୍‌, ଦିନକ ପାଇଁ ବନ୍ଦ ହେଲା ପଦଯାତ୍ରା

ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସ୍‌ପି) ଉପରେ ଆଇନଗତ ମାନ୍ୟତା ଦାବି କରି ଆଜି ପୁଣିଥରେ ପଞ୍ଜାବ-ହରିୟାଣା ବର୍ଡର ଶମ୍ଭୁ ଠାରୁ ୧୦୧ ଜଣ ଚାଷୀ ଆରମ୍ଭ କରିଥିବା ଦିଲ୍ଲୀ ଚଲୋ ଯାତ୍ରାକୁ ପୁଣି ଗୋଟିଏ ଦିନ ପାଇଁ ବନ୍ଦ କରି ଦିଆଯାଇଛି। ଆଜି ସେମାନେ…