ଦୀପ ଜାଳିବା ବେଳେ ଅଘଟଣ: ଘଟଗାଁ ତାରିଣୀ ମନ୍ଦିରରେ ନିଆଁ ଲାଗି ମହିଳା ଗୁରୁତର

କେନ୍ଦୁଝର: ଦୀପ ନିଆଁରେ ଜଣେ ମହିଳା ଶ୍ରଦ୍ଧାଳୁ ଜଳି ଯାଇଛନ୍ତି। ପ୍ରସିଦ୍ଧ ଘଟଗାଁ ତାରିଣୀ ମନ୍ଦିରରେ ଆଜି ଅପରାହ୍‌ଣରେ ଏହି ଅଘଟଣ ଘଟିଛି। ଗୁରୁତର ମହିଳାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ହେଲେ ମୀନାକ୍ଷୀ ବରାଳ। ସୂଚନା ଅନୁସାରେ ଢେଙ୍କାନାଳ ଜିଲ୍ଲା…

ଆଇଏଏସ୍ ବିଷ୍ଣୁପଦ ସେଠୀ ସିବିଆଇ ଆଗରେ କେବେ ହେବେ ହାଜର !

ଭୁବନେଶ୍ୱର : ଆଇଏଏସ୍ ବିଷ୍ଣୁପଦ ସେଠୀ ସିବିଆଇ ଆଗରେ କେବେ ହାଜର ହେବେ । ତାଙ୍କୁ କାହିଁକି ସିବିଆଇ ସମନ କରିଛି। ଏହାକୁ ନେଇ ଲାଗି ରହିଛି ଚର୍ଚ୍ଚା । ଡିସେମ୍ବର ୭ ତାରିଖରେ ସିବିଆଇ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ…

କାଳକାଜିରୁ ଆତିଶୀ ଓ ନୂଆ ଦିଲ୍ଲୀରୁ ଭାଗ୍ୟ ପରୀକ୍ଷା କରିବେ କେଜ୍ରିଓ୍ୱାଲ୍‌

ନୂଆ ଦିଲ୍ଲୀରୁ ନିର୍ବାଚନ ଲଢ଼ିବେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟିର ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ। ସେ ପୁଣି ଥରେ ଏଠୁ କରିବେ ନିଜ ଭାଗ୍ୟ ପରୀକ୍ଷା। ସେହିପରି କାଳକାଜିରୁ ମୈଦାନକୁ ଓହ୍ଲାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ। ସେ…

ନକ୍ସଲ ଦମ୍ପତିଙ୍କ ସହ ୫ ହାର୍ଡକୋର ନକ୍ସଲଙ୍କ ଆତ୍ମସମର୍ପଣ, ୯ ମାଓବାଦୀ ଗିରଫ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ ସୁକମା ପୁଲିସକୁ ମିଳିଛି ପୁଣି ଏକ ବଡ ସଫଳତା। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଆଗମନ ପୂର୍ବରୁ ୫ ଜଣ ଦୁର୍ଦାନ୍ତ ନକ୍ସଲଙ୍କ ଆତ୍ମସମର୍ପଣ ଏକ ବଡ଼ ସଫଳତା ବୋଲି ପୁଲିସ କହିଛି। ସୁକମା ଜିଲ୍ଲା ପୁଲିସ…

ଅଟୋ ଚାଳକଙ୍କ ଗଳାକାଟି ହତ୍ୟା କଲେ ଦୁର୍ବତ୍ତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଟିକିରି ଥାନା ଅଞ୍ଚଳରେ ଘଟିଛି ଏକ ଅଘଟଣ । ରାସ୍ତା ମଝିରେ ଅଟୋ ଚାଳକଙ୍କ ଗଳା କାଟିଦେଲେ ଦୁର୍ବୁତ୍ତ । ମୃତକ ହେଲେ ବଳରାମ ଖରା । ତାଙ୍କ ଘର କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଗାରିଡ଼ି…

ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର,ଚାଉଳିଆଗଞ୍ଜ ଥାନାରେ ପରିବାର ପକ୍ଷରୁ ଲିଖିତ ଅଭିଯୋଗ

କଟକ : ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ।  ହତ୍ୟା ଅଭିଯୋଗ ।  କଟକ ଚାଉଳିଆଗଞ୍ଜ ଥାନା ଅଂଚଳରେ ମହିଳାଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ହେଲେ ସୁଭଦ୍ରା ସାହୁ । ଚାଉଳିଆଗଞ୍ଜ ଥାନାରେ ଗତ…

ଫଡନବୀସ ମନ୍ତ୍ରିମଣ୍ଡଳର ସଂପ୍ରସାରଣ, ଶପଥ ନେଲେ ମନ୍ତ୍ରୀ

ମୁମ୍ବାଇ: ରବିବାର ଫଡନାଭିସ କ୍ୟାବିନେଟ ସମ୍ପ୍ରସାରଣ କରାଯାଇଥିଲା । ବିଜେପି, ଏନସିପି ଓ ଶିବସେନାର ବିଧାୟକମାନେ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଅଜିତ ପାଓ୍ବାରଙ୍କ ଉପସ୍ଥିତିରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ମନ୍ତ୍ରୀମାନଙ୍କୁ…

ଜୟପୁରରେ ବିକାଶ ମୁଳକ କାଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ଦେଲେ ମୁଖ୍ୟମନ୍ତ୍ରୀ

କୋରାପୁଟ: କୋରାପୁଟ ଜିଲ୍ଲାର ଜୟପୁର ଫୁଲବାଡ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିକାଶ ମୁଳକ କାଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ଦେଇଛନ୍ତି । ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୁତନ କୋଠା, ସରକାରୀ ଆବାସୀକ ଗୃହ, ଏୟାରପୋର୍ଟର…

ଭୁବନେଶ୍ବରରେ ସ୍ଥିତ ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଉପରେ CBI ରେଡ୍

ଭୁବନେଶ୍ବର : ପୁଣି ଥରେ ଭୁବନେଶ୍ବରରେ ଥିବା ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଉପରେ CBI ରେଡ୍ ।  ପେଣ୍ଟା ଏ ଷ୍ଟୁଡିଓରେ ସିବିଆଇର ଚଢ଼ାଉ।  ଏହାର ନିର୍ଦ୍ଦେଶକ ସନ୍ତୋଷ ମହାରଣାଙ୍କ ବାସଭବନରେ ରେଡ୍ ।  ଆଦିତ୍ୟ ଇନଫ୍ରାଟେକ୍ ଏମଡି ଦେବଦତ୍ତ ମହାପାତ୍ରଙ୍କ…

ଟ୍ରେନରୁ ଖସିପଡି ଦୁଇ ମହିଳା ମୃତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ଅଘଟଣ । ଚିକିଟି ବ୍ଲକ ପିତାତଳି ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ଦୁଇ ଜଣ ମହିଳା ଆଜି ଟ୍ରେନ୍ ରେ କଟି ମୃତ୍ୟୁ ବରଣ କରିଛନ୍ତି । ସେମାନେ ଜଗନ୍ନାଥପୁର ସ୍କୁଲରେ ପାଚିକା ସହାୟିକା ଭାବେ କାର୍ଯ୍ୟ କରୁଥିଲେ…