December 17, 2024

ଆଜିଠୁ ରତ୍ନଭଣ୍ଡାର ମରାମତି, ଭିତର ରତ୍ନଭଣ୍ଡାରରେ ଲୁହା ଭାରା ବନ୍ଧା କାର୍ଯ୍ୟ ଶେଷ : ASI ଅଧିକ୍ଷକ

ପୁରୀ : ଭିତର ରତ୍ନଭଣ୍ଡାରରେ ଲୁହା ଭାରା ବନ୍ଧା କାର୍ଯ୍ୟ ଶେଷ ହୋଇଛି । ଏ ନେଇ ଏଏସ୍‌ଆଇ ଅଧିକ୍ଷକ ଡି.ବି. ଗଡ଼ନାୟକ ସୂଚନା ପ୍ରଦାନ କରିଛନ୍ତି । ୨୦ ଜଣ ଶ୍ରମିକ ଏହି କାର୍ଯ୍ୟରେ ନିୟୋଜିତ ଥିଲେ । ବୁଧବାର…

ନିର୍ଦ୍ଧିଷ୍ଟ ସମୟରେ କାମ ନ ସାରିଲେ ଠିକାଦାରଙ୍କ ଉପରେ ନିଆଯିବ ଆକ୍ସନ: ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ବିଭିନ୍ନ ସ୍ଥାନରେ ଚାଲୁଥିବା କାର୍ଯ୍ୟ ଗୁଡିକ ନିର୍ଦ୍ଧିଷ୍ଟ ସମୟରେ ସାରିବାକୁ ଠିକାଦାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଯଦି କୌଣସି ଠିକାଦାର ସମୟ ସୀମା ଭିତରେ କାମ ନ ସାରିଲେ ସେମାନଙ୍କ ବିରୋଧରେ…

ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ

ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ। ଆସନ୍ତା ରଥଯାତ୍ରା ପାଇଁ ଆବଶ୍ୟକ ରଥକାଠ ଆଣିବାକୁ ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ। ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି। ପରମ୍ପରା…

କୋଲ୍ଡଡ୍ରିଙ୍କସ୍ ବୋତଲରେ ଚାଲାଣ ହେଉଥିଲା ଦେଶୀ ମଦ; ୩ ଗିରଫ, ୧୮୦ ଲିଟର ମଦ ଜବତ

ମୟୂରଭଞ୍ଜ : ନୂଆା ଢଙ୍ଗରେ କରୁଥିଲେ ଦେଶୀ ମଦ ଚୋରା ଚାଲାଣ। ସୂଚନା ପାଇ କାବୁ କରିଛି ପୋଲିସ। ଏହି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲାରେ। ବିଭିନ୍ନ କମ୍ପାନୀର ପ୍ଲାଷ୍ଟିକ କୋଲ୍ଡଡ୍ରିଙ୍କସ୍ ବୋତଲରେ ଦେଶୀ ମଦ ଚାଲାଣ କରୁଥିବା ବେଳେ, ୧୮୦…

ଅନ୍ତଃବସ୍ତ୍ର ଭିତରେ ୧.୭ କେଜି ସୁନା ସ୍ମଗଲିଂ ବେଳେ ଧରା ପଡ଼ିଲେ ଏୟାର ଇଣ୍ଡିଆ କ୍ରୁ

ଏୟାର ଇଣ୍ଡିଆର ଜଣେ କ୍ୟାବିନ କ୍ରୁ ସୁନା ଚୋରା ଚାଲାଣ କରୁଥିବା ବେଳେ ଚେନ୍ନାଇ ଏୟାରପୋର୍ଟରେ ଧରା ପଡ଼ିଛନ୍ତି। ଏୟାର ଇଣ୍ଡିଆର ସଦସ୍ୟ ଜଣଙ୍କ ଜଣେ ଯାତ୍ରୀଙ୍କୁ ୨୪ କ୍ୟାରେଟର ୧.୭ କେଜି ସୁନା ସ୍ମଗଲିଂ କରିବାରେ ସହାୟତା କରୁଥିଲେ। ରବିବାର…

ଏମ୍ସ ଭୁବନେଶ୍ବରରେ ମୃତ୍ୟୁ ଘଟଣା: ରିପୋର୍ଟରୁ ସ୍ପଷ୍ଟ- ଜୀବନ ହାରିଥିଲେ ବୃଦ୍ଧ

ଭୁବନେଶ୍ବର: ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ଭୁବନେଶ୍ବରରେ ଆଜି ସକାଳୁ ଜଣେ ବୃଦ୍ଧ ରୋଗୀ ଦିଲୀପ ସାହୁଙ୍କ ମୃତ୍ୟୁ ନେଇ କାରଣ ଜଣାପଡ଼ିଛି। ଏମ୍ସ ଭୁବନେଶ୍ବର କର୍ତ୍ତୃପକ୍ଷ କହିଛନ୍ତି ଯେ, ଦିଲୀପ ସାହୁ ଅର୍ଥୋପେଡିକ୍‌ ୱାର୍ଡରେ ଜୀବନ ହାରିଛନ୍ତି। ପୋଷ୍ଟମର୍ଟମ…

ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର

ନବରଙ୍ଗପୁର: ଗିରଫ ହେଲେ ସେକ୍ସନ ଅଫିସର। ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ। ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବିଇଓଙ୍କ ଅଫିସର ସେକ୍ସନ ଅଫିସର ରଞ୍ଜିତ କୁମାର ଷଡ଼ଙ୍ଗୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କଠାରୁ ନଗଦ ୧୦ ହଜାର…

ପାଲେଷ୍ଟାଇନ ପରେ ବାଂଲାଦେଶ ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା

ଦିନକ ତଳେ କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧି ଭଦ୍ରା ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିବାରୁ ବିଜେପି ଏହାକୁ କଡ଼ା ସମାଲୋଚନା କରିଥିଲା। ଏବେ ଏହି ବିବାଦକୁ ଖାତିର ନ କରି ଆଜି ସେ ଆଉ ଏକ ନୂଆ ବ୍ୟାଗ…

ବର୍ତ୍ତି ପାରିବେନି ଆପାର୍ଟମେଂଟ୍‌ ଲୁଟେରା; ଛଦ୍ମବେଶରେ ଅଛି ଅପରେସନ ‘ଅଦୃଶ୍ୟ‘

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଆପାର୍ଟମେଣ୍ଟରୁ ଚୋରି, ଡକାୟତି, ରାହାଜାନୀ ଆଦି ଅପରାଧିକ ଘଟଣା ବୃଦ୍ଧି ପାଇଥିବା ବେଳେ ‌ଅପରାଧ ସଂପର୍କିତ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତିମାନଙ୍କୁ କାବୁ କରିବା ପାଇଁ କମିସନରେଟ ପୁଲିସ ସ୍ବତନ୍ତ୍ର ଟିମ୍‌ ଗଠନ କରିଛି। ଭୁବନେଶ୍ବର ଡିସିପି…

ପୁଲିସ୍‌ ଡ୍ରାଇଭର ନିଯୁକ୍ତିରେ ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଓଡ଼ିଶା ପୋଲିସର କିଛି ପଦବୀରେ ବୟସସୀମାକୁ ନେଇ ହାଇକୋର୍ଟରେ ମାମଲା ଚାଲିଛି । ଏନେଇ ଆଜି ବୟସସୀମା କୋହଳ ପାଇଁ ଦାୟର ଏକାଧିକ ମାମଲାର ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ । ଡ୍ରାଇଭର ମାନଙ୍କୁ ନିଯୁକ୍ତି ଆଇନ ଚାଲିଥିବା ପ୍ରକ୍ରିୟାରେ…