ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ୧୦୮ ଫୁଟ୍ ଉଚ୍ଚତାରେ ଉଡିଲା ଜାତୀୟ ପତାକା

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପ୍ରଶାସନିକ ଭବନ ଆଗରେ ଆଜି ୧୦୮ ଫୁଟ ଉଚ୍ଚତାର ଖମ୍ବ ଉପରେ ୨୫ ଫୁଟ୍ ଲମ୍ବ ଓ ୨୪ ଫୁଟ୍ ଓସାରର ଜାତୀୟ ପତାକା ଉତ୍ତୋଳନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଉପ-ମୁଖ୍ୟମନ୍ତ୍ରୀ…

ସମୁଦ୍ରରେ ଯାତ୍ରୀବାହୀ ଡଙ୍ଗାକୁ ପିଟିଲା ସ୍ପିଡ୍‌ ବୋଟ୍‌

ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ବଡ଼ ଅଘଟଣ ଘଟିଛି। ସମୁଦ୍ରର ଗଭୀର ଜଳ ରାଶିରେ ଗୋଟିଏ ଯାତ୍ରୀବାହୀ ଡଙ୍ଗାକୁ ଭୟଙ୍କର ଢଙ୍ଗରେ ପିଟିଛି ସ୍ପିଡ ବୋଟ। ସ୍ପିଡରେ ବୋଡରେ ୪ ଜଣ ବୁଲୁ ଥିବା ବେଳେ ହଠାତ୍‌ ୮୦ ଜଣ ଲୋକଙ୍କୁ…

ଇମ୍ଫା-ଜେଏସଡବ୍ଲୁ ଗ୍ରିନ୍ ଏନର୍ଜି ମଧ୍ଯରେ ବୁଝାମଣା

ଭୁବନେଶ୍ଵର: ଇଣ୍ଡିଆନ୍ ମେଟାଲ୍ସ ଆଣ୍ଡ୍ ଫେରୋ ଆଲୟଜ୍ ଲିମିଟେଡ୍ (ଇମ୍ଫା) ଏହାର ସ୍ମେଲଟର ଲାଗି ଅକ୍ଷୟ ଶକ୍ତି ସଂଗ୍ରହ କରିବା ନିମନ୍ତେ ଜେଏସଡବ୍ଲୁ ଏନର୍ଜି ସହ ଏକ ଯୌଥ ଉଦ୍ୟୋଗ ଘୋଷଣା କରିଛି। ଇମ୍ଫା ପକ୍ଷରୁ ଜେଏସଡବ୍ଲୁ ଗ୍ରିନ୍ ଏନର୍ଜି ୱାନ୍…

ରେଭେନ୍ସା ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ବିରୋଧରେ ଏତଲା ଦେଲେ ଜିଲ୍ଲାପାଳ

ପ୍ରାୟ ୫ ବର୍ଷ ପରେ ସ୍ପଷ୍ଟ ହେଲା। କଟକ ଜିଲ୍ଲାପାଳଙ୍କ ଦସ୍ତଖତ ଜାଲିଆତି ହୋଇଥିବା ଜଣାପଡ଼ିଥିଲା। ଏହା ପରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ଆସିଷ୍ଟାଷ୍ଟ ପ୍ରଫେସରଙ୍କ ବିରୋଧରେ ଏତଲା ଦେଲେ କଟକ ଜିଲ୍ଲାପାଳ। ୨୦୧୯ ମସିହାରେ ନିର୍ବାଚନ ସମୟରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ଓଡ଼ିଆ…

ବେଆଇନ ଗଞ୍ଜେଇ ଚାଲାଣ: କାର ଜବତ, ୪ ଗିରଫ

ଭୁବନେଶ୍ୱର: ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ୪ ଜଣଙ୍କୁ ବାନ୍ଧିଲା ପୋଲିସ। ଆଜି ଖଣ୍ଡଗିରୀ ଥାନାଧିକାରୀଙ୍କ ନିର୍ଦ୍ଦେଶମତେ ସମ୍ପୃକ୍ତ ଥାନାର ଏକ ପେଟ୍ରୋଲିଙ୍ଗ ଟିମ ନିଜ ଅଞ୍ଚଳରେ ପେଟ୍ରୋଲିଙ୍ଗ କରୁଥିବା ବେଳେ, ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ୪ ଜଣ ଅଭିଯୁକ୍ତଙ୍କୁ…

ଏନ୍‌ଏସି ଉପାଧ୍ୟକ୍ଷଙ୍କ ବିରୁଦ୍ଧରେ ଅନସ୍ଥା

କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ବିଜ୍ଞାପତି ଅଞ୍ଚଳ ପରିଷଦ (ଏନ୍‌ଏସି) ଉପାଧ୍ୟକ୍ଷଙ୍କ ବିରୁଦ୍ଧରେ ଆସିଥିବା ଅନସ୍ଥା ପ୍ରସ୍ତାବ ନାଟକରେ ଆଜି ଟୁଇଷ୍ଟ ଦେଖିବାକୁ ମିଳିଛି। ନିର୍ଦ୍ଧାରିତ ତାରିଖ ସମୟ ଅନୁସାରେ ଅତିରିକ୍ତ ଜିଲ୍ଲାପାଳ ଅଶୋକ କୁମାର ଭୋଇ ଏବଂ କାଉନସିଲରମାନେ ଏନ୍‌ଏସି…

କିଶୋର ସୃଜନଶକ୍ତିକୁ ଅଧିକ ଋଦ୍ଧିମନ୍ତ କରିବ ‘ସର୍ଗିଫୁଲ’: ମନ୍ତ୍ରୀ

ଭୁବନେଶ୍ୱର: ଆରମ୍ଭ ହୋଇଛି ସର୍ଗିଫୁଲ ଉତ୍ସବ ୨୦୨୪। ତିନିଦିନବ୍ୟାପୀ ହେବାକୁ ଥିବା ଏହି ଉତ୍ସବର ଶୁଭାରମ୍ଭ କରିଛନ୍ତି ପଞ୍ଚାୟତିରାଜ ଏବଂ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ। ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ…

୨୦୨୦ରୁ ଜେଲରେ ଥିବା ଉମର ଖାଲିଦଙ୍କୁ ୭ ଦିନ ପାଇଁ ମିଳିଲା ବେଲ୍‌

ଦୀର୍ଘ ୪ ବର୍ଷ ହେଲା ଜେଲରେ ରହିଥିବା ଜେଏନୟୁର ପୂର୍ବତନ ଛାତ୍ର ଉମର ଖାଲିଦଙ୍କୁ ଶେଷରେ ଜାମିନ ମିଳିଛି। ଦିଲ୍ଲୀର ଗୋଟିଏ କୋର୍ଟ ତାଙ୍କୁ ୭ ଦିନ ପାଇଁ ଜାମିନ ଦେଇଛନ୍ତି। ୨୦୨୦ ମସିହା ଦିଲ୍ଲୀ ଦଙ୍ଗା ଘଟଣା ପରେ ଖାଲିଦଙ୍କୁ କଠୋର…

ଡିସେମ୍ବର ୨୧ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ

ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ-ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି।…

ଦୁଇ ମାସରେ ସରିବ ଆବାସ ସର୍ଭେ: ମନ୍ତ୍ରୀ

ଭୁବନେଶ୍ୱର: ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଛି । ଆସନ୍ତା ଦୁଇ ମାସ ଭିତରେ ସରିବ ଆବାସ ସର୍ଭେ । ଆବାସ ପାଇବାରୁ କାହାକୁ ବାଦ ଦିଆଯିବ ନାହିଁ । ବ୍ୟବସ୍ଥା ଲୋକଙ୍କ ପାଖରେ ପହଞ୍ଚାଇବାର ଆବଶ୍ୟକତା ଅଛି ବୋଲି କହିଛନ୍ତି…