December 21, 2024

୨୮ରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡିଶା ଗସ୍ତ, ସମ୍ବଲପୁରରେ ଉଦଘାଟନ କରିବେ ପ୍ରକଳ୍ପ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପୁଣି ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି । ଆସନ୍ତା ୨୮ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡିଶା ଆସିବା ଅବସରରେ ସମ୍ବଲପୁର ଗସ୍ତ କରିବେ।ସେଠାରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ସ୍ୱାଗତ…

ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର

ଭଦ୍ରକ ଜିଲ୍ଲା ଧାମନଗର ଛକରେ MCPI ପ୍ରାଇଭେଟ୍ ଲିମିଟେଡ୍ ସହଯୋଗରେ ଏକ ବୟନ ପାର୍କ ପ୍ରତିଷ୍ଠା ପାଇଁ ୪୩୮୨ କୋଟି ଟଙ୍କାର ଅର୍ଥ ମଞ୍ଜୁର କରିଛି ଆଇଓସିଏଲ। ଫଳରେ ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କାର୍ଯ୍ୟ ତ୍ୱରାନ୍ୱିତ ହେବ। ଏହି ଉଦ୍ୟୋଗ ଯୋଗୁଁ…

ଦିଲ୍ଲୀ ମଦ ଦୁର୍ନୀତି ମାମଲା : ଅରବିନ୍ଦ କେଜ୍ରିୱାଲଙ୍କୁ ବଡ଼ ଝଟକା, ମାମଲା ଚଳାଇବା ପାଇଁ ଇଡିକୁ ମିଳିଲା ଅନୁମତି

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦ୍‌ମୀ ପାର୍ଟି (ଆପ୍) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ୍‌କୁ ଝଟକା ଲାଗିଛି । ଉପ ରାଜ୍ୟପାଳ ଭିକେ ସକସେନା ଦିଲ୍ଲୀ ମଦ ଦୁର୍ନୀତି ସହିତ ଜଡିତ ମନି ଲଣ୍ଡ୍ରିଂ ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ମାମଲା…

ଜାନୁଆରୀରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ୨୦୨୫ ମସିହା ଜାନୁଆରୀରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏହି ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ। ଡିସେମ୍ବର ୩୦ ତାରିଖ ସୁଦ୍ଧା ସବୁ ସାରିବାକୁ…

କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍‌ ପରବର୍ତ୍ତୀ ଅବପାତ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ…

ନିୟମରେ ହେଲା ବଡ଼ ପରିବର୍ତ୍ତନ: ଭିଡିଓ ରେକର୍ଡିଂ ଦେଖାଇବେନି ନିର୍ବାଚନ କମିଶନ

ନିର୍ବାଚନ ପରିଚାଳନା ନିୟମରେ ଗୋଟିଏ ବଡ଼ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର। ସିସିଟିଭି ଫୁଟେଜ୍ ଓ ଭିଡିଓ ରେକର୍ଡିଂ ଭଳି କେତେକ ଇଲେକ୍ଟ୍ରୋନିକ୍ ଡକ୍ୟୁମେଣ୍ଟର ସର୍ବସାଧାଣ ତନଖି ଉପରେ ଲାଗିଛି ରୋକ। ପୂର୍ବରୁ ନିର୍ବାଚନ ପ୍ରକ୍ରିୟାକୁ ନେଇ ଆପତ୍ତି ଆସିଲେ ଭିଡିଓ…

ନୂଆ ରୂପ ପାଇଲା ଯାଜପୁରର ଏନ୍‌ସି ସ୍ୱୟଂଶାସିତ କଲେଜ୍‌ର ବିଜ୍ଞାନ ବିଭାଗ

ଯାଜପୁର: ଛାତ୍ରଛାତ୍ରୀମାନଙ୍କ କ୍ୟାରିୟରକୁ ଏକ ନୂଆ ମୋଡ଼ ଦେବାରେ କଲେଜ ଶିକ୍ଷାର ଏକ ବଡ଼ ଭୂମିକା ରହିଛି। ଏଥିପାଇଁ ବିଭିନ୍ନ କଲେଜର ଭିତ୍ତିଭୂମିକୁ ସୁଦୃଢ଼ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଯାଜପୁରର ନରସିଂହ ଚୌଧୁରୀ (ଏନ୍‌ସି)…

ଦଳାଚକଟା ପରେ ଫିଲ୍ମ ହିଟ୍ ହେବ ବୋଲି କହିଥିଲେ ଅଲ୍ଲୁ ଅର୍ଜୁନ : ଓୱେସୀଙ୍କ ଭାଇ

ହାଇଦ୍ରାବାଦ ସାଂସଦ ଅସାଦୁଦ୍ଦିନ ଓୱେସୀଙ୍କ ସାନ ଭାଇ ତଥା ତେଲଙ୍ଗାନାର ବିଧାୟକ ଅକବରୁଦ୍ଦିନ ଓୱେସୀ ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଅଲ୍ଲୁଙ୍କ ସୁପରହିଟ ସିନେମା ପୁଷ୍କା-୨: ଦ ରାଇଜର ପ୍ରିମିୟର ଶୋ’ ହାଇଦ୍ରାବାଦରେ ଆୟୋଜନ ହୋଇଥିବା ବେଳେ…

ସ୍ତ୍ରୀର ତଣ୍ଟିକାଟି ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍ ଥାନା ଅନ୍ତର୍ଗତ ଜେନକେଡା ଗ୍ରାମର କଲୋନୀ ପଡାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ତ୍ରୀର ତଣ୍ଟିକାଟି ସ୍ବାମୀ ହତ୍ୟା କରିଥିବା ଓ ଫେରାର ହୋଇଥିବା ଅଭିଯୋଗ ହୋଇଛି । ଘଟଣାର ତଦନ୍ତ…

ପିପିଲି ବାଇପାସ୍ ନିକଟରୁ ୩୭୮ ଗ୍ରାମ ବ୍ରାଉନ ସୁଗାର ଜବତ, ୨ ଅଭିଯୁକ୍ତ ଗିରଫ

ପିପିଲି: ରାଉରକେଲାରୁ ପୁରୀକୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୁରୀ ଅବକାରୀ ବିଭାଗ ଏକ କାର୍ ସହିତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ମିଳିଛି। ଉଭୟଙ୍କ ଜାମିନ ନାମଞ୍ଜୁର ହେବା ପରେ ପୁରୀ କାରାଗାରକୁ ପଠାଇ ଦିଆଯାଇଛି। ଦୁଇ…