ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି। ଲୋକ ସେବା ଭବନର ସଭାଗୃହ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡିକର ଶୁଭାରମ୍ଭ କରିଛନ୍ତି। ରାଜ୍ୟରେ…

ନୀତୀଶ କୁମାର ଓ ନବୀନ ପଟ୍ଟନାୟକଙ୍କୁ ମିଳୁ ଭରତ ରତ୍ନ : କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ

ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଓଡ଼ିଶା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି ହୋଇଛି। ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ଏହି ଦାବି କରିବା ସହ ଦୁଇ ପୁରୁଖା ନେତାଙ୍କୁ ବେଶ…

ମାର୍ଚ୍ଚରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି

ଭୁବନେଶ୍ୱର: ୨୦୨୫ ମସିହା ମାର୍ଚ୍ଚ ମାସରେ ଓଡ଼ିଶା ସରକାର ସୁଭଦ୍ରା ଯୋଜନା ଅଧୀନରେ ଦ୍ୱିତୀୟ କିସ୍ତି ଟଙ୍କା ପ୍ରଦାନ କରିବେ। ଏନେଇ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ରାଜ୍ୟରେ ଏକ କୋଟିରୁ ଅଧିକ ମହିଳା ହିତାଧିକାରୀ ସୁଭଦ୍ରା…

ଚିଟଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ କଲେନି ବିଜେଡି ସରକାର: ମନମୋହନ ସାମଲ

ଭୁବନେଶ୍ବର: ଖୁବ୍ ଶୀଘ୍ର ଜମାକାରୀଙ୍କୁ ମିଳିବ ଚିଟଫଣ୍ଡ ଟଙ୍କା। ଏନେଇ ସରକାର ଚିନ୍ତା କରୁଛନ୍ତି। ଖୁବଶୀଘ୍ର ନୀତିଗତ ନିଷ୍ପତ୍ତି ନିଆଯାଇ ପୂରା ପ୍ରକ୍ରିୟାକୁ ଶେଷ କରାଯିବ। ଏକଥା କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଏହାସହ କମିଶନର ରିପୋର୍ଟ ସାର୍ବଜନୀନ…

ୟୁକ୍ରେନ ଉପରେ ୭୦ ମିସାଇଲ, ୧୦୦ ଡ୍ରୋନ ମାଡ଼ କଲା ରୁଷ

ପୂରା ବିଶ୍ୱ ଆନନ୍ଦ ଉଲ୍ଲାସର ସହ ବଡ଼ ଦିନ ବା ଖ୍ରୀଷ୍ଟମାସ ଉତ୍ସବ ପାଳନ କରୁଛି। ହେଲେ ରୁଷ ପକ୍ଷରୁ ୟୁକ୍ରେନ ଆଜି ସବୁଠାରୁ ବଡ଼ ଓ ଭୟଙ୍କର ହମଲା କରାଯାଇଛି। ୟୁକ୍ରେନ ଉପରେ ଆଜି ରୁଷ ପକ୍ଷରୁ ୭୦ରୁ ଅଧିକ…

‘ମହାପ୍ରଭୁଙ୍କ ଇଚ୍ଛା ଯୋଗୁ ରାଜ୍ୟପାଳ ଦାୟିତ୍ବ ନେଇଥିଲି, ଓଡ଼ିଶାବାସୀଙ୍କ ସମ୍ପର୍କ ଅଭୁଲା ସ୍ମୃତି ହୋଇ ରହିବ’

ପୁରୀ: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ କମ୍ଭମପତି ହରିବାବୁ ଦାୟିତ୍ବ ନେବା ପରେ ରଘୁବର ଦାସ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ଏନେଇ ଆଜି ପୁରୀ ଗସ୍ତ କରି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ପୂର୍ବତନ ରାଜ୍ୟପାଳ ରଘୁବର…

ସ୍ତ୍ରୀଙ୍କର ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର, ସ୍ବାମୀଙ୍କର ଅବସ୍ଥା ଗୁରୁତର

କଟକ: କମିସନରେଟ୍‌ ପୁଲିସ ଅଧୀନ ଲାଲବାଗ୍ ଥାନା ଅଧିନ ସିଦ୍ଧେଶ୍ବରସାହିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ମହିଳାଙ୍କର ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କର ସ୍ବାମୀଙ୍କୁ ପୁଲିସ ଗୁରୁତର ଭାବେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରିପୋର୍ଟ…

କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସିଧାସଳଖ ପୂର୍ବରୁ କ୍ଷମତାରେ ଥିବା କଂଗ୍ରେସ ନେତୃତ୍ୱାଧୀନ ସରକାରକୁ ଟାର୍ଗେଟ କରିଛନ୍ତି। କଂଗ୍ରେସ କ୍ଷମତାରେ ଥିବା ବେଳେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡ଼ିକୁ ବିଳମ୍ବିତ କରୁଥିବା ଓ ପ୍ରଭାବୀ ନୀତିକୁ କାର୍ଯ୍ୟକାରୀ କରିବାରେ ବିଫଳ ହୋଇଥିଲା ବୋଲି ମୋଦି…

ରାଜ୍ୟରେ ଆହୁରି ୨୪ ଘଣ୍ଟା ବର୍ଷା

ଭୁବନେଶ୍ଵର: ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା। ଆଜି ସୁନ୍ଦରଗଡ଼ ସମେତ ଗୋଟିଏ ଦୁଇଟି ଜିଲ୍ଲାକୁ ଛାଡ଼ିଲେ ବାକି ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ…

କମିଶନରେଟ ପୋଲିସ କବଜାରେ ଅପରାଧୀ ଗ୍ୟାଙ୍ଗ, ୫ ବନ୍ଧୁକ ବେପାରୀ ସମେତ ୧୪ ଗିରଫ

ଭୁବନେଶ୍ୱର : କମିଶନରେଟ ପୋଲିସ କବଜାରେ ଅପରାଧୀ ଗ୍ୟାଙ୍ଗ ।  ୫ ବନ୍ଧୁକ ବେପାରୀଙ୍କ ସମେତ ମୋଟ ୧୪ ଗିରଫ । ନାକା ଚେକିଂ ବେଳେ ଅପରାଧୀ ଗ୍ୟାଙ୍ଗକୁ ଧରିଛି ପୋଲିସ ।  ବନ୍ଧୁକ ବେପାର ମାମଲାରେ ୫ଜଣଙ୍କୁ ଗିରଫ କରାଯାଇଛି ।…