ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ

ନୂଆଦିଲ୍ଲୀ : ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହ ଆଉ ନାହାନ୍ତି। ଦିଲ୍ଲୀ ଏମ୍ସରେ ୯୨ ବର୍ଷରେ ଶ୍ରୀ ସିଂହ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଆଜି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ…

ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ୧୦୦ତମ ପ୍ରତିଷ୍ଠା ଦିବସ

କଟକ ୨୬।୧୨: ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ୧୦୦ତମ ପ୍ରତିଷ୍ଠା ବାର୍ଷିକୀ ଉଦ୍ଘାଟନୀ ସମାରୋହ କଟକ କଳା ବିକାଶ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟର ବରିଷ୍ଠ ନେତୃମଣ୍ଡଳୀ ଓ ଜାତୀୟ ନେତୃମଣ୍ଡଳୀ ମାନେ ଉପସ୍ଥିତ ଥିଲେ । ୧୯୨୫…

ଓଡ଼ିଶା ଛାଡ଼ିଲେ ବିଦାୟୀ ରାଜ୍ୟପାଳ ରଘୁବର ଦାସ, କହିଲେ- ମହାପ୍ରଭୁଙ୍କ ଭୂମିରେ ୧୪ ମାସ କାମ କରିବାର ସୁଖଦ ଅନୁଭୂତି ରହିଲା

ଭୁବନେଶ୍ବର ୨୬।୧୨: ଓଡ଼ିଶା ଛାଡ଼ିବା ପୂର୍ବରୁ ବିଦାୟୀ ରାଜ୍ୟପାଳ ରଘୁବର ଦାସଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟ ଅତିଥି ଭବନରେ ବିଦାୟୀ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ରାଜଭବନରେ ବିଦାୟୀ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ବିଦାୟ ଅବସରରେ ପୂର୍ବତନ ରାଜ୍ୟପାଳ ରଘୁବର…

ଇପ୍ସିତା ସାହୁଙ୍କୁ ଚାପୁଡ଼ା, ଶଙ୍ଖ ଭବନରେ ବିଜେଡି ମହିଳା କର୍ମୀ ହାତାହାତି

ଭୁବନେଶ୍ୱର: ବିଜେଡି ପ୍ରତିଷ୍ଠା ଦିବସରେ ଶଙ୍ଖ ଭବନରେ ଦେଖିବାକୁ ମିଳିଛି ଅପ୍ରତିକର ପରିସ୍ଥିତି । କର୍ମୀଙ୍କ ମଧ୍ୟରେ ବିଶୃଙ୍ଖଳା ଚରମରେ ପହଞ୍ଚିଥିବା ଦେଖିବାକୁ ମିଳିଛି । ସ୍ଥିତି ଏପରି ହୋଇଥିଲା ଦଳର ମହିଳା କର୍ମୀ ହାତାହାତି ହୋଇଛନ୍ତି । ବିଜେଡି ମୁଖପାତ୍ର…

୨୦୨୩ରେ ଭାରତକୁ ଆସିଛନ୍ତି ୧.୮୯ କୋଟି ବିଦେଶୀ ପର୍ଯ୍ୟଟକ, ୨.୩୧ ଲକ୍ଷ କୋଟି ଟଙ୍କା ହୋଇଛି ଆୟ

ନୂଆଦିଲ୍ଲୀ : ଭାରତ ସରକାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ଏହି କ୍ଷେତ୍ରରେ ଅଧିକ ରୋଜଗାର ସୃଷ୍ଟି ଲାଗି ଉଦ୍ୟମ କରୁଛନ୍ତି । ଏହାସହ ବିଦେଶୀ ମୁଦ୍ରା ବଢାଇବା ପାଇଁ ପର୍ଯ୍ୟଟନ କ୍ଷେତ୍ର ଉପରେ ବିଶେଷ ଧ୍ୟାନ ଦେଉଛନ୍ତି । ପର୍ଯ୍ୟଟନ…

‘ଭୋଟରଙ୍କୁ ଟଙ୍କା ବାଣ୍ଟୁଛନ୍ତି’ ବିଜେପି ନେତା: EDରେ ଅଭିଯୋଗ କଲା ଆପ୍‌

ନୂଆଦିଲ୍ଲୀ : ବିଜେପି ନେତା ପରଭେଶ ବର୍ମା ଓ ପୂର୍ବତନ ବିଧାୟକ ମଞ୍ଜିନ୍ଦର ସିଂହ ସିର୍ସା ଦିଲ୍ଲୀ ବିଧାନସଭାରେ ଭୋଟ ହାତେଇବାକୁ ଲୋକଙ୍କୁ ଟଙ୍କା ବାଣ୍ଟୁ ଥିବା ଅଭିଯୋଗ କରିଛି ଆପ୍‌। ଏଥିପାଇଁ ଆଜି ଆପ୍‌ର ରାଜ୍ୟସଭା ସାଂସଦ ସଞ୍ଜୟ ସିଂହ…

ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ୍‌ ରନ୍‌

ପୁରୀ : ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ୍‌ ରନ୍‌। ଏନେଇ ଗୁରୁବାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଗଙ୍ଗା ସ୍ନାନ ପଡୁଥିବାରୁ…

୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲାରେ ଗତ ୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା। ୨୦୨୧ ମସିହାରେ ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ କଲରାପତରିଆ ବାଘ ସଂଖ୍ୟା ୬ ଥିବା ବେଳେ ଏବେ ତାହା ବୃଦ୍ଧି ପାଇ ୧୨ରେ ପହଞ୍ଚିଛି। ଯାହା…

ଜାତୀୟ ଯୋଗ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ଖୋର୍ଦ୍ଧାର ୩୯ ପ୍ରତିଯୋଗୀ

ଭୁବନେଶ୍ୱର: ଡିଭାଇନ୍‌ ସ୍ପୋର୍ଟ୍ସ ଏକାଡେମୀ ପକ୍ଷରୁ ୪୩ତମ ରାଜ୍ୟସ୍ତରୀୟ ଯୋଗ ପ୍ରତିଯୋଗିତା ଭୁବନେଶ୍ୱରସ୍ଥିତ ପ୍ରଭୁଜୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ କୃତୀତ୍ୱ ହାସଲ କରିଥିବା ଖୋର୍ଦ୍ଧା ଜିଲାର ୩୯ ପ୍ରତିଯୋଗୀ ଆସନ୍ତା ୨୮ ତାରିଖରେ ଧନବାଦ୍‌ରେ ଅନୁଷ୍ଠିତ…

ଆରଡିପୀଠରେ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ବତନ୍ତ୍ର ବାରିକେଡ, ନଦୀଘାଟର ଉଭୟ ପାର୍ଶ୍ବରେ କଡା ସୁରକ୍ଷା ବ୍ୟବସ୍ଥା

ଆରଡି: ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଆରଡିପୀଠର ବାବା ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ରାଜ୍ଯ ଓ ରାଜ୍ଯ ବାହାରୁ ହଜାରହଜାର ଭକ୍ତଙ୍କ ସମାଗମ ହେବ। ପୀଠରେ ଆଗନ୍ତୁକ ଭକ୍ତମାନଙ୍କର ଭିଡକୁ ଦୃଷ୍ଟି ରଖି ଶୃଙ୍ଖଳିତ ଦର୍ଶନ ଓ ପୂଜାର୍ଚ୍ଚନା ପାଇଁ ଭଦ୍ରକ…