ହାତୀପଲ ଭାଙ୍ଗିଦେଲେ ଘର : ଲୋକେ ଭୟଭୀତ, ବନବିଭାଗ ନୀରବ

ଫୁଲବାଣୀ :କନ୍ଧମାଳ ଓ ଗଞ୍ଜାମ ଜିଲା ସୀମାନ୍ତ ସମେତ ଟିକାବାଲି , ଚକାପାଦ , କଲିଙ୍ଗା ଆଦି ଅଞ୍ଚଳରେ ଗତ କିଛିଦିନ ହେଲା କିଛି ହାତୀପଲ ପଶିଆଶି ବିଭିନ୍ନ ଅଞ୍ଚଳରେ ନାହିଁ ନଥିବା ସମସ୍ୟା ସୃଷ୍ଟି କରୁଥିବା ବେଳେ ଏହା ଦିନକୁ…

ଭାରତୀୟ କପା ନିଗମ ସିଏମଡିଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସାକ୍ଷାତକାର ଓ ଆଲୋଚନା

ଭୁବନେଶ୍ୱର:ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କରିଛନ୍ତି ଭାରତୀୟ କପା ନିଗମ ଲିମିଟେଡ଼ର ସିଏମଡି ଲଳିତ ଗୁପ୍ତା । ସାକ୍ଷାତକାର ବେଳେ ରାଜ୍ୟରେ କପା ଉତ୍ପାଦନ, ବିକ୍ରୟ…

ଦେଖି ପାରିଲେନି ଉଜୁଡ଼ା ଫସଲ, ଟଳି ପଡ଼ିଲେ ଚାଷୀ

ଭୁବନେଶ୍ୱର: ବର୍ଷ ଯାକ ପରିଶ୍ରମ କରି ବିଲରେ ସୁନା ଫସଲ ଫଳାଉଥିଲେ। ଆଉ ସେହି ପରିଶ୍ରମର ଫଳକୁ ବିକି ନିଜ ପରିବାର ପେଟ ପୋଷୁଥିଲେ। ମାତ୍ର ଅଦିନିଆ ବର୍ଷା ଯୋଗୁ ବର୍ଷକର ପରିଶ୍ରମ ଧୋଇ ଯାଇଥିବା ବେଳେ ଏହାକୁ ଦେଖି ସହି…

ଜାଭିୟର ଛକରେ ସିରିଜ ଦୁର୍ଘଟଣା, ୭ରୁ ଅଧିକ ବ୍ୟକ୍ତି ଆହତ

ଭୁବନେଶ୍ୱର: ଭୁବନେଶ୍ୱର ଜାଭିୟର ଛକରେ ସିରିଜ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ପଛକୁ ପଛ କାର, ପିକଅପ ଭ୍ୟାନ, ଅଟୋ ଓ ବାଇକ ପିଟିହେବା ଫଳରେ ୭ରୁ ଅଧିକ ବ୍ୟକ୍ତି ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ଡ୍ରାଇଭରକୁ ନିସ୍ତୁକ…

ପଶ୍ଚିମବଙ୍ଗ ଜଙ୍ଗଲରେ ବୁଲୁଛି ଜିନ୍ନତ, ଖୁବ୍‌ ଶୀଘ୍ର ହେବ ଟ୍ରାଙ୍କୁଲାଇଜ

ଭୁବନେଶ୍ୱର : ଖୁବ୍‌ ଶୀଘ୍ର ଟ୍ରାଙ୍କୁଲାଇଜ୍ ହେବ ମରାଠା ବାଘୁଣୀ ଜିନ୍ନତ । ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଳିଆ ଜିଲ୍ଲା ବାନ୍ଦ୍ୱାନ ଜଙ୍ଗଲରୁ ବାହାରି ନିକଟସ୍ଥ ଏକ ଡ୍ୟାମ ନିକଟରେ ରହିଛି । ଖୋଲା ସ୍ଥାନରେ ଥିବାରୁ ତାକୁ ଟ୍ରାଙ୍କୁଲାଇଜ୍ କରିବା…

ବ୍ଲକ୍‌ଗ୍ରାଣ୍ଟ ଅଧ୍ୟାପକଙ୍କ ଟିପ୍ପଣୀକୁ ନିନ୍ଦା କଲା ଓସଲା

ଭୁବନେଶ୍ୱର: ରାଜ୍ୟରେ ଅନୁଦାନପ୍ରାପ୍ତ ୪୮୮ ବର୍ଗ ବେସରକାରୀ ମହାବିଦ୍ୟାଳୟରେ କାର୍ଯ୍ୟରତ ବ୍ଲକ୍‌ଗ୍ରାଣ୍ଟ ଅଧ୍ୟାପକମାନେ ସରକାରଙ୍କ ନିକଟରେ ନିଜ ଦାବି ଉପସ୍ଥାପନ ସମୟରେ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ଟାର୍ଗେଟ କରି ଦେଇଥିବା ବିଭିନ୍ନ ଟିପ୍ପଣୀକୁ ରାଜ୍ୟ ଏସ୍‌ଏସ୍‌ବି ଅଧ୍ୟାପକ ସଂଘ (ଓସଲା) ପକ୍ଷରୁ ଦୃଢ…

୪୮ଘଣ୍ଟା ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ ଓ ଫସଲ କ୍ଷତିର ସଠିକ୍ ଆକଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତା ୩୦ତାରିଖ ସୁଦ୍ଧା ଅର୍ଥାତ୍ ୪୮ଘଣ୍ଟା ମଧ୍ୟରେ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ପ୍ରକୃତ ଚାଷୀଙ୍କୁ ଚିହ୍ନଟ ସହ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଯେପରି ଜଣେବି…

ଚନ୍ଦ୍ରଭାଗା ବୁଡ଼ ପାଇଁ ବସିଲା ପ୍ରଥମ ସମନ୍ୱୟ ବୈଠକ

କୋଣାର୍କ : ଫେବ୍ରୁଆରୀ ୩ ତାରିଖରେ ପଡୁଛି ମାଘ ଷଷ୍ଠୀ। ୪ ତାରିଖରେ ପବିତ୍ର ମାଘ ସପ୍ତମୀ। ସେଦିନ ପ୍ରତ୍ୟୁଷରେ ପ୍ରସିଦ୍ଧ ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ବୁଡ଼ ଅନୁଷ୍ଠିତ ହେବ। ସେଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କୋଣାର୍କ ଯାତ୍ରୀନିବାସ ସମ୍ମିଳନୀ…

କୋଟିଏ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଅନୁଦାନ ରାଶି

ବରଗଡ : ଐତିହାସିକ ବରଗଡ଼ ଧନୁଯାତ୍ରା-୨୦୨୫ ହେବ ଆହୁରି ଲୋକପ୍ରିୟ। ଏହି ପାରମ୍ପରିକ ମହାକୁମ୍ଭର ପ୍ରଚାର ପ୍ରସାର, କଳାକାରମାନଙ୍କ ସମ୍ମାନ ସହ ଏହାକୁ ଆହୁରି ଭବ୍ୟ କରିବା ପାଇଁ ରାଜ୍ୟ ସରକାର ଅନୁଦାନ ରାଶି ବଢ଼ାଇଛନ୍ତି। ଏହି ରାଶି ୧୦ ଲକ୍ଷରୁ…

ଆହୁରି ଶକ୍ତିଶାଳୀ ହେବ ରାଜ୍ୟ ଅଗ୍ନିଶମ ବାହିନୀ, ସାମିଲ ହେବେ ଡଗ୍ ସ୍କ୍ବାଡ୍

ଭୁବନେଶ୍ବର ୨୮।୧୨: ରାଜ୍ୟ ଅଗ୍ନିଶମ ବାହିନୀରେ ସାମିଲ ହେବେ କେ-୯ ଡଗ୍ ସ୍କ୍ବାଡ୍ । ଦେଶରେ ପ୍ରଥମ ଥର ପାଇଁ ଅଗ୍ନିଶମ ବାହିନୀରେ ୧୦ଟି କୁକୁରଙ୍କୁ ପ୍ରଶିକ୍ଷଣ ଦିଆଯାଇଛି । ଏହି କୁକୁର ମାନେ କୌଣସି ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ଭୂମିକମ୍ପ ସମୟରେ ମାଟିତଳେ ଫଶି ରହିଥିବା ଲୋକ ମାନଙ୍କୁ…