ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୋମବାର ଦିନ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ମାକାରିଓସ୍ III’ ପ୍ରଦାନ କରାଯାଇଛି। ସାଇପ୍ରସର ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରିଛନ୍ତି। ପୁରସ୍କାର ଗ୍ରହଣ…