2025

ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଆଉ ଡାକ୍ତରୀ ଅଭ୍ୟାସ କରିପାରିବେନି ଏହି ୪ଜଣ । ଜାତୀୟ ମେଡିକାଲ କମିଶନ ନିଜ ସରକାରୀ ରେଜିଷ୍ଟରରୁ ସେମାନଙ୍କ ନାଁ କାଟି ଦେଇଛି ।…

କୋଟିଆ ସୀମାନ୍ତରେ ନିର୍ମାଣ ହେବ ତନଖି ଫାଟକ

ସେମିଳିଗୁଡା: ଆନ୍ଧ୍ରର ଅନୁପ୍ରବେଶ ରୋକିବାକୁ କୋରାପୁଟ ଜିଲାର ସୀମାନ୍ତ ପଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆରେ ରାଜ୍ୟ ସରକାର ତନଖି ଫାଟକ ଶୀଘ୍ର ସ୍ଥାପନ କରିବେ। ଏଥିପାଇଁ ଯୋଜନା ସରିଛି ବୋଲି କହିଛନ୍ତି ପଟାଙ୍ଗି ବିଡିଓ ରାମକୃଷ୍ଣ ନାୟକ। ନିକଟରେ ଆନ୍ଧ୍ର ଅଧିକାରୀମାନେ…

ନୌଗାମ ପୁଲିସ୍ ଷ୍ଟେସନରେ ବିସ୍ଫୋରଣ ଏକ ଦୁର୍ଘଟଣା, କୌଣସି ଆତଙ୍କୀ ହମଲା ନୁହେଁ: ଡିଜିପି

ନୂଆଦିଲ୍ଲୀ : ଜମ୍ମୁ ଓ କାଶ୍ମୀରର ଶ୍ରୀନଗରର ସ୍ଥିତ ନୌଗାମ ଥାନାରେ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାକୁ ଏକ ଦୁର୍ଘଟଣା ବୋଲି କହିଛନ୍ତି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ନଳିନ ପ୍ରଭାତ ।…

ରାଜନୀତି ସହ ପରିବାର ଛାଡିବା ପାଇଁ ଲାଲୁଙ୍କ ଝିଅ ରୋହିଣୀଙ୍କ ଘୋଷଣା

ନୂଆଦିଲ୍ଲୀ: ବିହାର ନିର୍ବାଚନ ଏଥର ଲାଲୁ ପରିବାରକୁ ଦୁଃଖ ଦେଇଛି। ପୂର୍ବରୁ ନିର୍ବାଚନ ସିଟ୍ ସଂଖ୍ୟା ହ୍ରାସ ପାଇଥିଲା ଆଉ ଏବେ ପରିବାର ଭାଙ୍ଗୁଥିବା ନଜର ଆସୁଛି। ବିହାର ବିଧାନସଭା ନିର୍ବାଚନ ଫଳାଫଳ ଆସିବାର ୨୪ ଘଣ୍ଟା ମଧ୍ୟରେ ଲାଲୁ ଯାଦବଙ୍କ…

ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ: ଭକ୍ତିପୂତ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଜନଜାତୀୟ ଗୌରବ ଦିବସ ତଥା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ । ଏହି ଅବସରରେ ଏକ୍ସରେ ପୋଷ୍ଟ କରି ଭକ୍ତିପୂତ ପ୍ରଣାମ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଭଗବାନ ବିର୍ସା ମୁଣ୍ଡା…

ଶିମିଳିପାଳରେ ଆଜିଠୁ ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ବାଘ ଗଣନା

ମୟୂରଭଞ୍ଜ: ଆରମ୍ଭ ହେଲା ଶିମିଳିପାଳରେ ବାଘ ଗଣନା । ଆଜି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ଅଖିଳ ଭାରତୀୟ ବ୍ୟାଘ୍ର ଆକଳନ-୨୦୨୬ ଆରମ୍ଭ ହୋଇଛି । ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥୋରିଟିର ଗାଇଡ ଲାଇନକୁ ଆଧାର କରି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ…

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଆଜି ୮ ଜଣ ଅଭିଯୁକ୍ତଙ୍କର ଟିଆଇ ପରେଡ୍‌ ଶେଷ ହୋଇଛି । ଏନେଇ ଏସଡିଜେଏମ୍ କୋର୍ଟରେ ଆବେଦନ କରିଥିଲା ପୋଲିସ । କୋର୍ଟଙ୍କ ଅର୍ଡର ମିଳିବା ପରେ ଅପରାହ୍ଣରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ…

ଜରାଜୀର୍ଣ୍ଣ ଅବସ୍ଥାରେ ଓମଫେଡ ଦୁଗ୍ଧ ପ୍ରକୀୟାକରଣ କେନ୍ଦ୍ର

ପାରଳାଖେମୁଣ୍ଡି : ‎ ଗଜପତି ଜିଲ୍ଲାରେ ମଧ୍ୟ ପାରଳାଖେମୁଣ୍ଡି ସହରରେ ୧୯୯୩ ମସିହାରେ ଏକ ସ୍ଵତନ୍ତ୍ର ପରିସରରେ ପ୍ରତିଷ୍ଠା ହୋଇଥିଲା ଓମଫେଡଅନୁଷ୍ଠାନ। ଦୁଗ୍ଧ ଉତ୍ପାଦନକାରୀ ଚାଷୀଙ୍କ ଠାରୁ ଦୈନିକ ୫ ହଜାର ଲିଟରରୁ ଊର୍ଦ୍ଧ୍ବଦୁଗ୍ଦ ସଂଗୃହିତ ହୋଇ ଆସୁଥିଲା, ଦୁଗ୍ଧ ସଂଗ୍ରହ…

ଗହୀରମଥାରୁ ୨ଟି ଟ୍ରଲର ଜବତ, ୧୯ ମସ୍ୟଜୀବୀ ଗିରଫ

ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ନିଷିଦ୍ଧ ଅଂଚଳରେ ବେଆଇନ ଭାବେ ମାଛ ମାରୁଥିବା ବେଳେ ବନ ବିଭାଗର ପାଟ୍ରୋଲିଂ ଟିମ୍‌ ୨ଟି ଟ୍ରଲର ଜବତ କରିବା ସହ ଏଥିରେ ଥିବା ୧୯ ଜଣ ମସ୍ୟଜୀବୀକୁ ଗିରଫ କରିଛି। ଏସିଏଫ ମାନସ…

ପ୍ରକାଶ ପାଇଲା ସ୍ବତନ୍ତ୍ର ଓଟିଇଟି-୨୦୨୫ ପରୀକ୍ଷା ଫଳ

କଟକ: ପ୍ରକାଶ ପାଇଲା ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ଫଳ । ମୋଟ ୭୨ ହଜାର ୪୧୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳେ, ଏଥିମଧ୍ୟରୁ ୪୮ ହଜାର ୧୫୩ କୃତକାର୍ଯ୍ୟ ହୋଇଛନ୍ତି । ମୋଟ ପାସହାର ୬୬.୫୦ ପ୍ରତିଶତ ରହିଛି । ରାଜ୍ୟର…