2025

ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ

ଭୁବନେଶ୍ଵର : ରାଜ୍ୟର ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ। ଏ ନେଇ ସୂଚନା ଦେଇଛନ୍ତି କୋଷ୍ଟ ଗାର୍ଡ ଆଇଜି ଇକ୍‌ବାଲ ସିଂ ଚୌହ୍ବାନ୍। ଗୋପାଳପୁର ବନ୍ଦରରେ କୋଷ୍ଟ ଗାର୍ଡ ସିପ୍ ମୁତୟନ ହେବେ । ପାରାଦୀପ ବନ୍ଦରରେ କୋଷ୍ଟଗାର୍ଡ ସିପ୍…

୫ ବନ୍ଧୁକ ଜବତ: ଦୁଇ ବେପାରୀ ଗିରଫ

ଭୁବନେଶ୍ଵର: ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ଦୁଇ ସଦସ୍ୟ ଗିରଫ। ବଡ ଲୁଟ୍ ପାଇଁ ଯୋଜନାବେଳେ କାବୁ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍। ବନ୍ଧୁକ କିଣିବାକୁ ଯାଇ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି କମିଶନରେଟ୍ ପୁଲିସ୍ । ଅଭିଯୁକ୍ତଙ୍କଠାରୁ ଗୋଟିଏ କାରବାଇନ୍…

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଜୟ ଢୋଲକିଆଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ବର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆପଡ଼ା ବିଧାନସଭାର ଉପନିର୍ବାଚନରେ ବିଜୟୀ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ସମ୍ବର୍ଦ୍ଧନା କରାଯାଇଛି । ମୁଖ୍ୟମନ୍ତ୍ରୀ ଜୟଙ୍କୁ ସ୍ୱାଗତ କରିବା ସହ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଜୟ ନିଜ ମାଙ୍କ ସହ ରାଜ୍ୟ…

ବିଜୟ ଲାଭ ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ଜୟ

ପୁରୀ : ନୂଆପଡ଼ା ଉପନିର୍ବାଚନରେ ବିଜେପି ବିପୁଳ ସଂଖ୍ୟାରେ ଭୋଟ ହାତେଇଛି । ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ହାତେଇଛନ୍ତି ନୂଆପଡ଼ା ଗଡ । ତେବେ ବିଜୟ ହାସଲ ପରେ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସାନିଧ୍ୟ…

ଭେଣ୍ଟିଲେଟର୍‌ରେ ହ୍ୟୁମାନ : କାନ୍ଦି କାନ୍ଦି ସହାୟତା ଲୋଡିଲେ ମା’

ଭୁବନେଶ୍ବର: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ବର ଏମ୍‌ସରେ ଭର୍ତ୍ତି କରାଯାଇଛି। ଏମର୍ଜେନ୍ସି ବିଭାଗରେ ପ୍ରାରମ୍ଭିକ ଚିକିତ୍ସା ପରେ ମେଡିକାଲ ଆଇସିୟୁରେ ତାଙ୍କ ଚିକିତ୍ସା ଜାରି ରହିଛି। ଇକ୍‌ମୋ ବିଶେଷଜ୍ଞ ଡା. ଶ୍ରୀକାନ୍ତ ବେହେରାଙ୍କ…

‘ଜନଜାତୀୟ ଗୌରବ ଦିବସ’ : ୬୦୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ…

କୋଟିଆରେ ବାଣ୍ଟୁଥିଲା ଔଷଧ, ତଡ଼ା ଖାଇଲା ଆନ୍ଧ୍ର ସ୍ୱାସ୍ଥ୍ୟ ସେବା ଟିମ୍‌

କୋରାପୁଟ: ବାରମ୍ବାର ବାରଣ କରାଯାଉଛି ତଥାପି ଗଳାବାଟ ଦେଇ ଅନୁପ୍ରବେଶ କରୁଛନ୍ତି ଆନ୍ଧ୍ର ଅଧିକାରୀ । ରାଜ୍ୟ ସରକାର ବିଭିନ୍ନ ଯୋଜନା ସାଙ୍ଗକୁ କୋଟିଆବାସୀ ଯେପରି ସରକାରଙ୍କ ସମସ୍ତ ସୁବିଧା ଓ ଯୋଜନାରୁ ବଞ୍ଚିତ ହେବେ ନାହିଁ ସେନେଇ ଜିଲ୍ଲା ପ୍ରଶାସନ…

ବିହାର ପରେ ପଶ୍ଚିମବଙ୍ଗରୁ ଶେଷ ହେବ ଜଙ୍ଗଲରାଜ: ମୋଦୀ

ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ବିଜେପି (BJP) ମୁଖ୍ୟାଳୟରେ ଦଳୀୟ କର୍ମୀମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ ବିହାରର ଲୋକମାନେ କେବଳ ବିକାଶ ଏବଂ ସୁଶାସନକୁ ସମର୍ଥନ କରିନାହାଁନ୍ତି,…

ଦିଲ୍ଲୀ ବିସ୍ଫୋରଣ ନେଇ ଶାହଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ତାଙ୍କ ବାସଭବନରେ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଏନ୍‌ଏସ୍‌ଏ (ଜାତୀୟ ସୁରକ୍ଷା ଉପଦେଷ୍ଟା) ଅଜିତ‌ ଡୋଭାଲ, ଆଇବି ମୁଖ୍ୟ ତପନ କୁମାର ଡେକା, ଏବଂ କେନ୍ଦ୍ର ଗୃ୍ହ ସଚିବ…

ଏନଡିଏର ବିପୁଳ ବିଜୟ ପରେ ବିହାରବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ବିହାର ନିର୍ବାଚନରେ ଏନଡିଏର ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ଧନ୍ୟବାଦ ମଧ୍ୟ ଦେଇଛନ୍ତି । ସେ କହିଛନ୍ତି ଯେ ବିହାରବାସୀ ବିକାଶ ପାଇଁ ଭୋଟ ଦେଇଛନ୍ତି । ବିହାର ଫଳାଫଳ…