ଫିକା ପଡ଼ିଲା ନବୀନ କ୍ରେଜ, ନୂଆପଡ଼ାରେ ବିଜେଡିକୁ ଶକ୍ତ ଝଟକା
ନୂଆପଡ଼ା: ନୂଆପଡ଼ାରେ ବିଜେଡିକୁ ବଡ଼ ଝଟକା। ୨୫ ବର୍ଷର ଶାସନ ପରେ କ୍ଷମତାଚ୍ୟୁତ ହୋଇଥିବା ବିଜୁ ଜନତା ଦଳକୁ ନୂଆପଡ଼ାରେ କେବଳ ପରାଜୟର ସାମ୍ନା କରିବାକୁ ପଡ଼ିନାହିଁ, ବରଂ ୩ୟ ସ୍ଥାନରେ ରହି ବଡ଼ ବିଫଳତାର ସ୍ଵାଦ ଚାଖିଛି। ଖୋଦ ବିଜେଡି…
ନୂଆପଡ଼ା: ନୂଆପଡ଼ାରେ ବିଜେଡିକୁ ବଡ଼ ଝଟକା। ୨୫ ବର୍ଷର ଶାସନ ପରେ କ୍ଷମତାଚ୍ୟୁତ ହୋଇଥିବା ବିଜୁ ଜନତା ଦଳକୁ ନୂଆପଡ଼ାରେ କେବଳ ପରାଜୟର ସାମ୍ନା କରିବାକୁ ପଡ଼ିନାହିଁ, ବରଂ ୩ୟ ସ୍ଥାନରେ ରହି ବଡ଼ ବିଫଳତାର ସ୍ଵାଦ ଚାଖିଛି। ଖୋଦ ବିଜେଡି…
ଭୁବନେଶ୍ବର: ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। କିଛି ଦିନ ଧରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ହ୍ୟୁମାନଙ୍କୁ କିଡନୀ ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ଅଧିକ ଚିକିତ୍ସା ପାଇଁ…
ନୂଆପଡା: ନୂଆପଡା ଉପନିର୍ବାଚନରେ ବିଜେପିର ପ୍ରଦର୍ଶନକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ। ସେ କହିଛନ୍ତି ବିଜେପି ପଇସା ଦେଇ ଭୋଟ୍ କିଣିଛି। ପଇସା ପାଇଁ ବିଜେପି ଆଗରେ ରହିଛି। ଭୋଟରମାନେ ଟଙ୍କାରେ କିଣି ହୋଇଗଲେ, ମାଟିର…
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତଦୁଇ ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ଇଣ୍ଟରନାଲ ଆସେସ୍ମେଣ୍ଟ/ପ୍ରୋଜେକ୍ଟ ପରୀକ୍ଷା ଆସନ୍ତା ଡିସେମ୍ବର ୨୨ରୁ ୩୧ ମଧ୍ୟରେ ଅନୁଷ୍ଠିତ ହେବ। ସମସ୍ତ ପଞ୍ଜିକୃତ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଏହା ବାଧ୍ୟତାମୂଳକ। କେବଳ…
ଭୁବନେଶ୍ବର: ରାଜ୍ୟର ସମସ୍ତ ଜିଲାରେ ଥିବା ୦-୬ ବର୍ଷ ବର୍ଗର ଦିବ୍ୟାଙ୍ଗ ଶିଶୁଙ୍କ ସର୍ଭେ କରାଯିବ। ଭିନ୍ନକ୍ଷମ ଅଧିକାର, ଅଧିନିୟମ ୨୦୧୬ ଅନୁସାରେ ଅକ୍ଷମତାର ସମସ୍ତ ୨୧ଟି ବର୍ଗକୁ ସର୍ଭେରେ ଗୁରୁତ୍ବ ଦିଆଯିବ। ଏହି ସର୍ଭେ ୩୦ ଦିନ ବା ଏକମାସ…
ନୂଆପଡା : ଶେଷ ହୋଇଛି ନୂଆପଡ଼ା ଉପନିର୍ବାଚନ ମତଦାନର ମତଗଣନା । ସବୁ ଆଶା ଓ ଆଶଙ୍କାର ଅବସାନ ଘଟାଇ ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ବାଜି ମାରିଛି । ୨୯ ତମ ବା ଶେଷ ରାଉଣ୍ଡର ଭୋଟ୍…
କଟକ : ଅଘଟଣରେ ସରିଲା ଐତିହାସିକ କଟକ ବାଲିଯାତ୍ରା । ସମାପନୀ ଉତ୍ସବରେ ବଲିଉଡ୍ ପ୍ରଚ୍ଛଦପଟ୍ଟ ଗାୟିକା ଶ୍ରେୟା ଘୋଷାଲଙ୍କ ବୈଷ୍ଣବ ପାଣି ମଞ୍ଚରେ ଥିବା ଲାଇଭ୍ କାର୍ଯ୍ୟକ୍ରମ ଅବ୍ୟବସ୍ଥାରେ ପରିଣତ ହୋଇଥିଲା । ନାହିଁ ନଥିବା ଭିଡ଼ରୁ ଠେଲାପେଲା ଦଳଚକଟା…
ପୁରୀ: ଶଙ୍ଖ କ୍ଷେତ୍ର ବା ପୁରୁଷୋତ୍ତମ କ୍ଷେତ୍ର ହେଉଛି ପୁରୀ । କୁହାଯାଏ ଭାଗ୍ୟରେ ଥିଲେ ଶ୍ରୀକ୍ଷେତ୍ରରେ ଜନ୍ମ ମିଳିଥାଏ । ବ୍ରହ୍ମାଣ୍ଡର ମାଲିକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ର ହେଉଛି ପୁରୀ । ପ୍ରତିଦିନ ପୁରୀ ସହରବାସିନ୍ଦା ମଙ୍ଗଳ ଆଳତୀ ବା…
କଟକ: ଗତକାଲି ଥିଲା କଟକ ବାଲିଯାତ୍ରା ଶେଷ ସନ୍ଧ୍ୟା। ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ବଲିଉଡ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ ସଂଗୀତ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ହେଲେ ଆଜି ସରିଯାଇଛି ଐତିହାସିକ କଟକ ବାଲିଯାତ୍ରା । ୯ ଦିନର ଏହି ମେଳାରେ ଚଳିତବର୍ଷ…
ଭୁବନେଶ୍ୱର: ନଭେମ୍ବର ୨୭ରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ। ତେବେ ବିଧାନସଭାର ଶୀତ ଅଧିବେଶନରେ ମୋହନ ସରକାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଥର ବିଧାନସଭାର ଶୀତ ଅଧିବେଶନକୁ ସମ୍ବୋଧିତ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।…