2025

ଇସଲାମବାଦରେ ବିସ୍ଫୋରଣ, ୯ ମୃତ

ଇସଲାମବାଦ : ପାକିସ୍ତାନର ରାଜଧାନୀ ଇସଲାମବାଦର ଜିଲ୍ଲା କୋର୍ଟ ବାହାରେ ଭୟଙ୍କର ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ଅତିକମରେ ୯ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି । କୋର୍ଟ ପରିସରରେ ଥିବା ପାର୍କିଂ ଗାଡିରେ ଗ୍ୟାସ…

ବିହାରର ୩ ଏକଜିଟ୍ ପୋଲରେ ପୁଣି ଏନଡିଏ ସରକାର

ପାଟଣା: ବିହାର ବିଧାନସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ବର୍ତ୍ତମାନ ଅନେକ ଟିଭି ଚ୍ୟାନେଲ୍ ଓ ଏଜେନ୍ସି ନିଜ ଏକଜିଟ୍ ପୋଲର ଫଳାଫଳ ଜାରି କରିବା ଆରମ୍ଭ କରିଦେଇଛନ୍ତି। ମୁଖ୍ୟ ସର୍ଭେ ଏଜେନ୍ସି ୨୪୩ ସିଟ୍ ବିଶିଷ୍ଟ ବିହାର…

ରେକର୍ଡ ଭାଙ୍ଗିଲା ବିହାର ମତଦାନ: ସନ୍ଧ୍ୟା ୫ ସୁଦ୍ଧା ୬୭.୧୪ ପ୍ରତିଶତ ଭୋଟିଂ

ପାଟଣା: ଦ୍ବିତୀୟ ପର୍ଯ୍ୟାୟ ମତଦାନ ପରେ ବିହାର ନୂଆ ରେକର୍ଡ କରିଛି। ୩ଟା ସୁଦ୍ଧା ଭୋଟିଂରେ ଆକଳନ ୬୦ ପ୍ରତିଶତ ଉପରକୁ ଚାଲିଯାଇଥିଲା। ୨୦୦୦ ବିଧାନସଭା ନିର୍ବାଚନରେ ୬୨.୫୭ ପ୍ରତିଶତ ମତଦାନ ହୋଇଥିଲା। ୧୯୯୮ ଲୋକସଭା ନିର୍ବାଚନରେ ୬୪.୬ ପ୍ରତିଶତ ମତଦାନ…

ବିହାର ନିର୍ବାଚନ : ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୨ ଗିରଫ

ବିହାର: RJDର ଅଭିଯୋଗ କ୍ରମେ ମୋତିହାରୀ ବୁଥ୍‌ରେ ୨ଗିରଫ । ନିୟମ ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ଉଭୟଙ୍କୁ ଗିରଫ କରାଯାଇଛି । ରାଷ୍ଟ୍ରୀୟ ଜନତା ଦଳ (RJD) ଅଭିଯୋଗ କରିବା ପରେ ବିହାରର ମୋତିହାରୀରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି ।…

ବିହାରରେ ମହାମେଣ୍ଟର ବିଜୟ ସୁନିଶ୍ଚିତ: ରାଜେଶ୍ ରାମ

ବିହାର: ଦ୍ବିତୀୟ ପର୍ଯ୍ୟାୟ ମତଦାନ ପରେ ବିହାର ନୂଆ ରେକର୍ଡ କରିଛି। ୩ଟା ସୁଦ୍ଧା ଭୋଟିଂରେ ଆକଳନ ୬୦ ପ୍ରତିଶତ ଉପରକୁ ଚାଲିଯାଇଥିଲା। ୨୦୦୦ ବିଧାନସଭା ନିର୍ବାଚନରେ ୬୨.୫୭ ପ୍ରତିଶତ ମତଦାନ ହୋଇଥିଲା। ୧୯୯୮ ଲୋକସଭା ନିର୍ବାଚନରେ ୬୪.୬ ପ୍ରତିଶତ ମତଦାନ…

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ତଦନ୍ତ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ(ସିବିଆଇ)। ଏଥିପାଇଁ କେନ୍ଦ୍ର ସରକାର ଆବଶ୍ୟକ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ, ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ ରାଜ୍ୟ ସରକାରଙ୍କ କ୍ରାଇମବ୍ରାଞ୍ଚ ପକ୍ଷରୁ କରାଯାଉଥିଲା। ତେବେ ଏହି ତଦନ୍ତରୁ…

ରାତି ପାହିଲେ ପ୍ରଥମାଷ୍ଟମୀ, ମାଧବାନନ୍ଦଙ୍କ ମନ୍ଦିରରୁ ବଡ଼ ଠାକୁରଙ୍କ ପାଇଁ ଗଲା ପୋଢୁଆଁ ଭାର

ଗୋପ: ଚଳଚଞ୍ଚଳ ହୋଇ ଉଠିଛି ନିଆଳୀ ନିକଟସ୍ଥ ମାଧବ ମନ୍ଦିର । ଶଙ୍ଖ, ହୁଳହୁଳି, ହରିବୋଲରେ ପ୍ରକମ୍ପିତ ହୋଇ ଉଠୁଛି ପରିବେଶ । ଆଜି ସକାଳୁ ସକାଳୁ ମନ୍ଦିର ନିକଟସ୍ଥ ୨୫ରୁ ଅଧିକ ଗାଁର ପ୍ରାୟ ୨ ହଜାରରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁ…

ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ

କଟକ : କଟକ ସ୍ୱତନ୍ତ୍ର ପୋକସୋ କୋର୍ଟ ଜନୈକା ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହିତ ଦୋଷୀକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି । ସଶ୍ରମ କାରାଦଣ୍ଡ ସହିତ ୫୦ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ…

ଘାଟିରେ ଓଲଟିଲା ଅଟୋ, ୧୩ ଗୁରୁତର

ପାତ୍ରପୁର: ପାତ୍ରପୁର ବ୍ଲକ ତ୍ରପୁର ବ୍ଲକ ତୁରିବୁଡି ପଂଚାୟତରେ ଅଭାବନୀୟ ଘଟଣା ଘଟିଛି। ଘାଟିରେ ଅଟୋ ଓଲଟି ୧୩ ଜଣ ଆହତ ହୋଇଥିବାବେଳେ ୪ ଜଣ ଗୁରୁତର ହୋଇଛନ୍ତି। ଅଟୋଟି କିଛି ଲୋକଙ୍କୁ ନେଇ କୁମ୍ଭିଖାଲ ଗାଁକୁ ଏକ ଏକୋଇସା ଭୋଜିରେ…

ହାଇକୋର୍ଟରେ କ୍ଷମା ମାଗିଲେ ବ୍ରହ୍ମପୁର ଏସପି

କଟକ: ପୀତବାସ ହତ୍ୟା ମାମଲାରେ ବିବାଦୀୟ ବୟାନ ଦେଇ ହାଇକୋର୍ଟରେ ଆଜି କ୍ଷମା ମାଗିଛନ୍ତି ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍‌ । ମଙ୍ଗଳବାର ବ୍ୟକ୍ତିଗତ ଭାବେ ହାଜର ହୋଇ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି ଏସପି । ନିସର୍ତ୍ତ କ୍ଷମା…