2025

ସରିଲା ପ୍ରଚାର, ଦିନକ ପରେ ନୂଆପଡ଼ାବାସୀ ବାଛିବେ ନିଜ ନୂଆ ବିଧାୟକ

ନୂଆପଡ଼ା : ସରିଲା ନୂଆପଡ଼ା ଉପନିର୍ବାଚନର ପ୍ରଚାର। ଦିନକ ପରେ ଭୋଟ୍ ଦେବେ ନୂଆପଡ଼ାବାସୀ । ବାଛିବେ ନିଜର ନୂଆ ବିଧାୟକ । ଏହି ଉପନିର୍ବାଚନରେ ତିନି ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଘମାଘୋଟ ପ୍ରଚାର ହୋଇଥିଲା । ଗୋଟିଏ ଉପନିର୍ବାଚନରେ…

ଟ୍ରଲରରୁ ୩୦ କୁଇଣ୍ଟାଲ ମାଛ ଜବତ, ୯ ମତ୍ସ୍ୟଜୀବୀ ଗିରଫ

କେନ୍ଦ୍ରାପଡ଼ା: ସାମୁଦ୍ରିକ ଅଭୟାରଣ୍ୟ ଗହିରମଥାରୁ ବେଆଇନ ମାଛ ଧରୁଥିବା ବେଳେ ଟ୍ରଲର ଜବତ କରାଯିବା ସହ ୯ ଜଣ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି ବନ ବିଭାଗ । ଅଭୟାରଣ୍ୟର ୧୦ କିଲୋମିଟର ଦୂରରେ ଥିବା ଡେଜ୍ ନାମକ ଏକ ଟ୍ରଲରକୁ ଜବତ…

ଧାମରା ବନ୍ଦରରେ ବାଂଲା ଅନୁପ୍ରବେଶକାରୀଙ୍କୁ ଜଗିବ ଡ୍ରୋନ

ଭୁବନେଶ୍ବର: ଭଦ୍ରକ ଜିଲ୍ଲା ମେରାଇନ ଥାନା ଧାମରାରେ ଏଥର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜଗିବ ସ୍ବତନ୍ତ୍ର ଡ୍ରୋନ୍ । ଭଦ୍ରକ ଏସପିଙ୍କ ନିର୍ଦ୍ଦେଶକ୍ରମେ ଏହି ଡ୍ରୋନ୍ ସାମୁଦ୍ରିକ ଥାନାକୁ ଯୋଗାଇ ଦିଆଯାଇଛି । ୧୫ କିଲୋମିଟର ରେଡିଅସରେ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ଏହି…

ନଭେମ୍ବର ୧୦ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ୧୦ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ସମ୍ପର୍କରେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନ୍ୟାନ୍ୟ…

ନୂଆପଡାରେ ହେବ ମେଡିକାଲ କଲେଜ: ମନମୋହନ ସାମଲ

ନୂଆପଡା: ନୂଆପଡା ଉପନିର୍ବାଚନ ପ୍ରଚାର ସରିବା ପୂର୍ବରୁ ବିଜେପି ସଭାପତି ମନମୋହନ ସାମଲ ବଡ ସୂଚନା ଦେଇଛନ୍ତି। ସେ ଏକ ପ୍ରେସମିଟ୍‌ରେ କହିଛନ୍ତି ନୂଆପଡାରେ ମେଡିକାଲ କଲେଜ କରିବାକୁ ଦଳ ନିଷ୍ପତ୍ତି ନେଇଛି। ନୂଆପଡାକୁ ଏକ ନଂ ଜିଲ୍ଲା ଓ ନିର୍ବାଚନ…

ନୂଆପଡା ଉପନିର୍ବାଚନରେ ବ୍ୟବହାର ହେବ ବାୟୁସେନାର ବିମାନ

ଭୁବନେଶ୍ବର: ନୂଆପଡା ଉପନିର୍ବାଚନରେ ବ୍ୟବହାର ହେବ ବାୟୁସେନାର ବିମାନ । ପ୍ରଥମ ଥର ପାଇଁ ରାତିରେ ଗୋତମା ଏୟାରଷ୍ଟ୍ରିପରେ ଅବତରଣ କରିଛି ବାୟୁସେନାର ବିମାନ । ନୂଆପଡ଼ା ଉପନିର୍ବାଚନରେ ସାମିଲ ପୋଲିଂ ପାର୍ଟିଗୁଡ଼ିକୁ ସହାୟତା କରିବ ଏହି ବିମାନ । ସୁନାବେଡା…

ଆପାର୍ଟମେଣ୍ଟ ଭୁଷୁଡିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା

କଟକ : କଟକରେ ଆପାର୍ଟମେଣ୍ଟ ଭୁଷୁଡିବା ଘଟଣାରେ ତନାଘନା । ଏତେ ବଡ଼ ଦୁର୍ଘଟଣା ପାଇଁ ଦାୟୀ କିଏ ଚାଲିଛି ତନାଘନା। ସେପଟେ କଟକ ସହରରେ ଥିବା ଅସୁରକ୍ଷିତ କୋଠାର ଯାଂଚ ପାଇଁ ଏକ ସ୍ବତନ୍ତ୍ର ଟିମ୍ ମଧ୍ୟ ଗଠନ ହୋଇଛି…

ଶିକ୍ଷକଙ୍କୁ ସୁପ୍ରିମ ଆଶ୍ବସ୍ତି, TET ଡେଡ୍ ଲାଇନ୍ ପୂର୍ବରୁ ପାସ୍ କରିଥିଲେ ଯିବନି ଚାକିରି

ଭୁବନେଶ୍ବର: ଶିକ୍ଷକଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ବସ୍ତି । TET ଡେଡ୍ ଲାଇନ୍ ପୂର୍ବରୁ ପାସ୍ କରିଥିଲେ ଯିବ ନାହିଁ ଚାକିରି । କୋର୍ଟ କହିଛନ୍ତି, TET ପାସ୍ କରିବା ପାଇଁ RTE ଆଇନ ଅନୁଯାୟୀ ବର୍ଦ୍ଧିତ ସମୟ ସୀମା ୨୦୧୯ ମାର୍ଚ୍ଚ…

ଗ୍ରୀନ ଇଣ୍ଡିଆ ଚିଟଫଣ୍ଡ ମାମଲା: ୪ଟି ସ୍ଥାନରେ ଚଢ଼ାଉ, ୮୪ ଲକ୍ଷ ଟଙ୍କା ଜବତ

ଭୁବନେଶ୍ବର: ଗ୍ରୀନ ଇଣ୍ଡିଆ ଚିଟଫଣ୍ଡ ମାମଲାରେ ଇଡିର ଚଢ଼ଉ । ମାଲିକ ପ୍ରଦୀପଙ୍କ ଘରୁ ମିଳିଲା ନଗଦ ୮୪ ଲକ୍ଷ । ମନି ଲଣ୍ଡରିଂ ନିବାରଣ ଆଇନ୍ ୨୦୦୨ (ପିଏମ୍ଏଲଏ) ଅନୁସାରେ ବ୍ରହ୍ମପୁରର ୪ ଟି ସ୍ଥାନରେ ଚଢ଼ଉ କରାଯାଇଛି ।…

କେନାଲକୁ ଖସିଲା ବାଇକ, ଯୁବକ ମୃତ

କଣ୍ଟାବାଞ୍ଜି: କେତେବେଳେ କାହା ଜୀବନରେ ଖରାପ ସମୟ ଆସି ପହଞ୍ଚେ ସେ ବିଷୟରେ କେହି ଆଗରୁ ଜାଣି ନଥାନ୍ତି । ଦୁର୍ଘଟଣା ଘଟିଗଲା ପରେ ବି ସହଜରେ ବିଶ୍ୱାସ କରିହୁଏ ନାହିଁ । ଚାହୁଁ ଚାହୁଁ କ୍ଷଣିକ ଭିତରେ ସବୁ କିଛି…