ଉତ୍ତରାଖଣ୍ଡରେ ଓଡ଼ିଶା ଝିଅକୁ ହତ୍ୟା
ରାୟଗଡା: ଉତ୍ତରାଖଣ୍ଡରେ ଓଡ଼ିଶା ଝିଅକୁ ବୀଭତ୍ସ ହତ୍ୟା । ରାୟଗଡା ଜିଲ୍ଲା ଜେକେପୁର ଅଞ୍ଚଳର ୨୩ ବର୍ଷିୟ ଝିଅ ସୃଷ୍ଟି ଶର୍ମାଙ୍କୁ ଉତ୍ତରାଖଣ୍ଡର ଲାଲପୁରରେ ବୀଭତ୍ସ ହତ୍ୟା କରାଯାଇଛି । ସୃଷ୍ଟି ରହୁଥିବା ଭଡ଼ା ଘର ମାଲିକଙ୍କ ପୁଅ ହତ୍ୟା କରିଥିବା…
ରାୟଗଡା: ଉତ୍ତରାଖଣ୍ଡରେ ଓଡ଼ିଶା ଝିଅକୁ ବୀଭତ୍ସ ହତ୍ୟା । ରାୟଗଡା ଜିଲ୍ଲା ଜେକେପୁର ଅଞ୍ଚଳର ୨୩ ବର୍ଷିୟ ଝିଅ ସୃଷ୍ଟି ଶର୍ମାଙ୍କୁ ଉତ୍ତରାଖଣ୍ଡର ଲାଲପୁରରେ ବୀଭତ୍ସ ହତ୍ୟା କରାଯାଇଛି । ସୃଷ୍ଟି ରହୁଥିବା ଭଡ଼ା ଘର ମାଲିକଙ୍କ ପୁଅ ହତ୍ୟା କରିଥିବା…
ପୁରୀ: ପୁରୀ ଶ୍ରୀମନ୍ଦିର ଭିତରେ ପୁଣି ହିଡେନ କ୍ୟାମେରା ଜବତ । ଶ୍ରୀମନ୍ଦିର ଜଗମୋହନ ନିକଟରେ ହିଡେନ କ୍ୟାମେରା ଜବତ । ଚଷମାରେ ହିଡେନ କ୍ୟାମେରା ପିନ୍ଧିଥିବା ଭକ୍ତ ଭରତ ପାଣ୍ଡିଆ ପ୍ରୋଟକଲରେ ମନ୍ଦିର ଭିତରେ ପ୍ରବେଶ କରିଥିବା ସୂଚନା ମିଳିଛି…
ଭଞ୍ଜନଗର : କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା । ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମୃତ, ୧୫ରୁ ଅଧିକ ଆହତ ହୋଇଛନ୍ତି । ବରଗଡ଼ ଠାରୁ ବ୍ରହ୍ମପୁର ଅଭିମୁଖେ ଶ୍ରୀରାମ ନାମକ ଯାତ୍ରୀବାହୀ ବସ୍ ଯାଉଥିଲା । କଳିଙ୍ଗା ଘାଟିରେ ମର୍ମନ୍ତୁଦ…
ଭୁବନେଶ୍ବର: ନୂଆପଡା ଉପନିର୍ବାଚନ ପ୍ରଚାର ମଇଦାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖରିଆର ରୋଡରେ ନବୀନଙ୍କ ରୋଡ ଶୋ’। ସ୍ବତନ୍ତ୍ର ବସରେ ପ୍ରଚାର କରୁଛନ୍ତି ନବୀନ। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ଜଣାଇଲଥିଲେ ନେତା ଓ କର୍ମୀ। ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ…
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟଗ୍ରହଣ ଶେଷ ହୋଇଛି। ୧୮ ଟି ଜିଲ୍ଲାର ୧୨୧ ଟି ଆସନରେ ମତଦାନ ହୋଇଛି। ବଡ଼ କଥା ହେଉଛି ଏଥର ଗତ ୭୩ ବର୍ଷରେ ସର୍ବାଧିକ ୬୪.୪୬% ମତଦାନ ହୋଇଛି ।…
ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଭାରତର ସୁନାଝିଅ । ଦେଶ ପାଇଁ ଗର୍ବ ଆଣିଥିବା ବିଶ୍ବବିଜୟିନୀଙ୍କୁ ନିମନ୍ତ୍ରଣ କରି ସେମାନଙ୍କୁ ଶୁଭେଚ୍ଛା ସହ ସାବାସୀ ଦେଲେ ରାଷ୍ଟ୍ରପତି । ଭାରତୀୟ ମହିଳା କ୍ରିକେଟ୍ ଦଳର ପ୍ରତି…
ନୂଆଦିଲ୍ଲୀ: ଜବାହରଲାଲ ନେହେରୁ ବିଶ୍ଵବିଦ୍ୟାଳୟ(JNU) ଛାତ୍ର ସଂସଦ ନିର୍ବାଚନରେ ବାଜି ମାରିଛି ବାମପନ୍ଥୀ ମେଣ୍ଟ। ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)କୁ ନିର୍ବାଚନରେ ପରାଜୟବରଣ କରିବାକୁ ପଡ଼ିଛି। ୪ ପ୍ରମୁଖ ପଦବୀ ଯଥା- ସଭାପତି, ଉପସଭାପତି, ସାଧାରଣ ସମ୍ପାଦକ ଏବଂ ଯୁଗ୍ମ ସମ୍ପାଦକ…
ପାଟନା: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଚାଲିଥିବା ବେଳେ ୧୦ଟି ଜିଲାରେ ଇଭିଏମରେ ତ୍ରୁଟି ଦେଖାଦେଇଛି । ୧୨୧ଟି ଆସନରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହା ଜାରି ରହିବ…
ବିହାର: ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଗୁରୁବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୨୧ ଆସନରେ ମୋଟ ୧୩୧୪ ପ୍ରାର୍ଥୀ ପ୍ରତିଦ୍ଵନ୍ଦ୍ଵିତା କରୁଥିଲେ। ସେମାନଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଯାଇଛି। ସନ୍ଧ୍ୟା ୫ଟା ସୁଦ୍ଧା ୬୦.୧୩ ପ୍ରତିଶତ ମତଦାନ ହୋଇଥିଲା। ଗୁରୁବାର…
ନୂଆଦିଲ୍ଲୀ : ଭାରତୀୟ ନୌସେନା ଏହାର ନୌସେନାରେ ଆଉ ଏକ ସ୍ୱଦେଶୀ ଶକ୍ତି ଯୋଡିବାକୁ ହୋଇଛି। ଗୁରୁବାର ଦିନ, ନୌସେନାର ତୃତୀୟ ସର୍ଭେ ଜାହାଜ (SVL) ଶ୍ରେଣୀର ଜାହାଜ, INS ଇକ୍ଷକକୁ କୋଚିର ଦକ୍ଷିଣ ନୌସେନା କମାଣ୍ଡରେ ଆନୁଷ୍ଠାନିକ ଭାବରେ ନିୟୋଜିତ…