2025

ସହଜ ହେଲା ଆଧାର ଅପଡେଟ କରିବା, ଅନଲାଇନରେ ବଦଳାଇ ପାରିବେ ନାମ ଓ ମୋବାଇଲ ନମ୍ବର

ନୂଆଦିଲ୍ଲୀ: ଏଣିକି ଆଧାରର ଏସବୁ ଅପଡେଟ କରିବାକୁ ଯିବାକୁ ପଡିବ ନାହିଁ ଜନସେବା କେନ୍ଦ୍ର | ଘରେ ବସି ଆରାମରେ ଆପଣ ଆଧାର ଅପଡେଟ କରିପାରିବେ | ବାସ୍ତବରେ UIDAI (ୟୁନିକ୍ ଆଇଡେଣ୍ଟିଫିକେସନ୍ ଅଥରିଟି ଅଫ୍ ଇଣ୍ଡିଆ) ନଭେମ୍ବର ୧ ତାରିଖରୁ…

ବିହାର ନିର୍ବାଚନ: ରାଲିରେ ଯୋଗଦେଇ କଂଗ୍ରେସ ଏବଂ ଆରଜେଡିକୁ ସମାଲୋଚନା କଲେ ମୋଦୀ

ବିହାର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ଆରାରେ ଏକ ନିର୍ବାଚନୀ ରାଲିରେ କଂଗ୍ରେସ ଏବଂ ଆରଜେଡିକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଅପରେସନ ସିନ୍ଦୂରର ସଫଳତା ଦେଶର ମନୋବଳକୁ ବୃଦ୍ଧି କରିଥିଲା, କିନ୍ତୁ ବିରୋଧୀ ଦଳଗୁଡ଼ିକ ଏଥିରେ ଖୁସି ନଥିଲେ।…

ଆନ୍ଧ୍ର ଦଳଚକଟାରେ ମୃତ ଓଡ଼ିଆ ଯୁବତୀଙ୍କ ପରିବାରକୁ ୬ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶର ଭେଙ୍କଟେଶ୍ବର ମନ୍ଦିରରେ ଦଳଚକଟାରେ ମୃତ ଓଡ଼ିଆ ଯୁବତୀଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅନୁକମ୍ପା ରାଶି ଘୋଷଣା କରାଯାଇଛି । ଏକାଦଶି ଉପଲକ୍ଷେ ସ୍ବାମୀ ଭେଙ୍କଟେଶ୍ବର ମନ୍ଦିରରେ…

ନୂଆପଡ଼ାରେ କଂଗ୍ରେସର ରୋଡ୍ ସୋ

ନୂଆପଡ଼ା: ନୂଆପଡ଼ା ସହରରେ ଜାତୀୟ କଂଗ୍ରେସ ର ରୋଡ ସୋ।ଏହି ରୋଡ ସୋ ରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ନୂଆପଡ଼ା ପ୍ରାର୍ଥୀ ଘାସିରାମ ମାଝୀ ଅନ୍ୟ ଦଳୀୟ ନେତା ସହ ସହ କର୍ମୀ ଯୋଗ ଦେଇଥିଲେ।ଏହି…

ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କଲେ ବୈଜୟନ୍ତ ପଣ୍ଡା

ନୂଆପଡା: ଉପନିର୍ବାଚନ ପାଇଁ କମ୍ପୁଛି ନୂଆପଡା। ବିଜେପିର ଜୟ ଢୋଲକିଆଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀ ବୈଜୟନ୍ତ ପଣ୍ଡା। ଏହି ଅବସରରେ ଶ୍ରୀ ପଣ୍ଡା କହିଛନ୍ତି ପଶ୍ଚିମ ଓଡିଶା’ ମୋ ରକ୍ତରେ ଅଛି। ଏଠି ମୋ…

୩ରୁ ୫ ତାରିଖ ଯାଏଁ ହାଇକୋର୍ଟ ଛୁଟି

କଟକ: ଓଡ଼ିଶା ହାଇକୋର୍ଟ ସୋମବାର କାର୍ତ୍ତିକ ବ୍ରତ ଉପଲକ୍ଷେ ଛୁଟି ରହିବ। ଏହି ଛୁଟି ପ୍ରତିବଦଳରେ ନଭେମ୍ବର ୨୯ (ଶନିବାର)କୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି। ଏ ସଂକ୍ରାନ୍ତରେ ରେଜିଷ୍ଟ୍ରାର (ନ୍ୟାୟିକ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପକ୍ଷରେ ହାଇକୋର୍ଟ କ୍ୟାଲେଣ୍ଡରରେ…

ଏସଆଇ କେଳେଙ୍କାରୀ: ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ, ୫ ଦିନିଆ ରିମାଣ୍ଡରେ ଆଣିଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର: ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ । ନେପାଳ ସୀମାନ୍ତ ଉତ୍ତରାଖଣ୍ଡରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଘଟଣା ପରଠାରୁ ନେପାଳ ସୀମାନ୍ତରେ ଆତ୍ମଗୋପନ କରିଥିଲା ଶଙ୍କର । ଓଡ଼ିଶାରେ ଏସଆଇ ପରୀକ୍ଷା ଘୋଟାଲାର…

କାଠଯୋଡ଼ିରେ ବୁଡିଗଲେ ଦୁଇ ନାବାଳକ

କଟକ : ଆଜି କଟକ ନେତାଜୀ ସୁବାଷ ବୋଷ ବସ ଟର୍ମିନାଲ ସମ୍ମୁଖ କାଠଯୋଡ଼ି ନଦୀରେ ଘଟିଛି ଅଘଟଣ । ପଞ୍ଚୁକ ସଂକୀର୍ତ୍ତନ ପାଇଁ ଯାଇଥିଲେ ନଦୀକୁ । କାଠଯୋଡ଼ି ନଦୀରେ ଗାଧୋଇବା ବେଳେ ଦୁଇ ନାବାଳକ ବୁଡିଯାଇ ନିଖୋଜ ଅଛନ୍ତି…

ପିଟି ପିଟି ମହିଳାଙ୍କୁ ହତ୍ୟା ଅଭିଯୋଗ

ବାରଙ୍ଗ: ରାଜଧାନୀରେ ଚାଞ୍ଚଲ୍ୟ । ମହିଳାଙ୍କୁ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର ଲୋକ । ସେପଟେ ଫେରାର ହୋଇଯାଇଛନ୍ତି ଶାଶୁଘର ଲୋକେ । ଝିଅ ମୃତ୍ୟୁକୁ ସହଜରେ ଗ୍ରହଣ କରି ପାରୁ ନାହାନ୍ତି ପରିବାର । ନ୍ୟାୟ…

ବ୍ୟବସାୟୀଙ୍କ କାର ଅଟକାଇ ଲୁଟି ନେଲେ ଲକ୍ଷାଧିକ ଟଙ୍କା

ଜୟପୁର: ବ୍ରିଜ ଉପରେ ଫିଲ୍ମ ଷ୍ଟାଇଲରେ ଲୁଟ । ବ୍ୟବସାୟୀଙ୍କ କାର ଅଟକାଇ ଲକ୍ଷାଧିକ ଟଙ୍କା ଲୁଟିନେଲେ । କ୍ୟାମେରାରେ କଏଦ ହେଲା ଲୁଟ ବେଳର ଚିତ୍ର । ଜୟପୁର କୋଟପାଡ଼ର ଜଣେ ବ୍ୟବସାୟୀଙ୍କ ଠାରୁ ଟଙ୍କା ଲୁଟ୍ । କୋଟପାଡ଼…