2025

ଜଷ୍ଟିସ ସୂର୍ଯ୍ୟକାନ୍ତ ସୁପ୍ରିମକୋର୍ଟର ୫୩ତମ ସିଜେଆଇ ନିଯୁକ୍ତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ସୂର୍ଯ୍ୟକାନ୍ତଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ନିଯୁକ୍ତ କରାଯାଇଛି। ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିଯୁକ୍ତକୁ ଅନୁୁମୋଦନ କରିଛନ୍ତି ବୋଲି ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜଷ୍ଟିସ ବି.ଆର.ଗବଇ ଅବସର…

ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ

ମୁମ୍ବଇ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ ପ୍ରସ୍ତୁତ କରାଯାଉଥିବା ଘଟଣା ଲୋକଲୋଚନକୁ ଆସିଛି। ଏହାକୁ ନେଇ ମୁମ୍ବଇ ପୁଲିସ ଅଜଣା ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ…

ବିହାର ନିର୍ବାଚନ: ୧୦୦ ଆସନରେ ପ୍ରଭାବ ପକାଇବ ଏସ୍‌ଆଇଆର

ପାଟନା: ବିହାର ବିଧାନସଭାର ୨୪୩ ଆସନ ପାଇଁ ଆସନ୍ତା ନଭେମ୍ବର ୬ ଓ ୧୧ରେ ଦୁଇଟି ପର୍ଯ୍ୟାୟରେ ଭୋଟଗ୍ରହଣ କରାଯିବ। ଏହି ପରିପ୍ରେକ୍ଷୀରେ ବିଜେପି ନେତୃତ୍ବାଧୀନ ଏନଡିଏ ଏବଂ କଂଗ୍ରେସ ନେତୃତ୍ବାଧୀନ ଇଣ୍ଡି ମେଣ୍ଟ ସମେତ ଅନ୍ୟ ରାଜନୈତିକ ଦଳଗୁଡିକ ପ୍ରଚାର…

ଭିଏତନାମରେ ବନ୍ୟାର ତାଣ୍ଡବ: ୧୩ ମୃତ, ୧୧ ନିଖୋଜ

ଭିଏତନାମ : ଅନେକ ଅଞ୍ଚଳରେ ବର୍ତ୍ତମାନ ପ୍ରବଳ ବର୍ଷା ଲାଗି ରହିଛି । ଏହାରି ମଧ୍ୟରେ ଭିଏତନାମରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଯାହା ଏବେ ଭିଏତନାମର କେତେକ ଅଞ୍ଚଳରେ ବନ୍ୟା ସୃଷ୍ଟି କରିଛି । ପ୍ରବଳ ବର୍ଷା ଯୋଗୁଁ…

ପାପୁଆ ନ୍ୟୁ ଗିନିରେ ଭୂସ୍ଖଳନ, ୨୧ ମୃତ

ଅଷ୍ଟ୍ରେଲିଆ : ପାପୁଆ ନ୍ୟୁ ଗିନିର ପାର୍ବତ୍ୟ ଅଞ୍ଚଳରେ ଭୂସ୍ଖଳନ ହୋଇଛି । ଏପରି ଘଟଣା ଗୁରୁବାର ବିଳମ୍ବିତ ରାତିରେ ଦେଖିବାକୁ ମିଳିଛି । ଏହି ଭୂସ୍ଖଳନରେ ପ୍ରାୟ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଭୂସ୍ଖଳନରେ ଏଙ୍ଗା ପ୍ରଦେଶର…

୧୫୦ତମ ଜୟନ୍ତୀରେ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ଗୁଜରାଟ: ଆଜି ଏକତା ଦିବସ ପାଳୁଛି ଦେଶ । ୧୫୦ତମ ଜୟନ୍ତୀରେ ଲୌହ ମାନବ ସର୍ଦ୍ଦାର ପଟେଲଙ୍କୁ କୃତଜ୍ଞତା ଜଣାଉଛି ଦେଶ । ଗୁଜରାଟରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ସର୍ଦ୍ଦାର…

ଜଳ ସମ୍ପଦ ବିଭାଗର ବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନ ୧୦ଟା ସମୟରେ ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗ ପରିଦର୍ଶନ କରି ବିଭାଗର ବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗରେ ପହଞ୍ଚି ପ୍ରଥମେ ଅଷ୍ଟମ…

ପୋଖରୀରୁ କୁମ୍ଭୀର ଉଦ୍ଧାର

ପଟ୍ଟାମୁଣ୍ଡାଇ: ପୁଣି ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ। ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ୧୫ନଂ ୱାର୍ଡ ଅଳଭା ଗ୍ରାମରେ ବିଶ୍ୱନାଥ ନାୟକଙ୍କ ପୋଖରୀରୁ ଧରାହୋଇଛି ୧୦ ଫୁଟ ଲମ୍ବର କୁମ୍ଭୀର। ବନ ବିଭାଗ କର୍ମଚାରୀ କୁମ୍ଭୀରକୁ ଧରିନେଇଛନ୍ତି। ସୂଚନା ମୁତାବକ, ଗୁରୁବାର ବିଳମ୍ବିତ…

୩ରେ ନୂଆପଡ଼ା ଗସ୍ତ କରିବେ ନବୀନ

ଭୁବନେଶ୍ବର: ଆସନ୍ତା ୩ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତରେ ଯିବେ। ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏ ସମ୍ପର୍କରେ ଶୁକ୍ରବାର ବିଜେଡି ପକ୍ଷରୁ ଆୟୋଜିତ ଏକ…

ଟ୍ରକ୍ ଧକ୍କାରେ ଜଣେ ମୃତ, ୨ ଗୁରୁତର

କେନ୍ଦୁଝର : କେନ୍ଦୁଝରରେ ଟ୍ରକ୍ ଧକ୍କାରେ ବାପା ମୃତ,ଝିଅ ଓ ଦାଦା ଗୁରୁତର I ଆଜି ଦିନ ପ୍ରାୟ ୧୧ଟା ବେଳେ ସଦର ଥାନା ଉପର କୁସୁମିତା କଶିରାସାହିର ବିଦ୍ୟାଧର ନାଏକ ଝିଅକୁ ରାଇସୁଆଁ ଆବାସିକା ବିଦ୍ୟାଳୟରେ ଛାଡ଼ିବାକୁ ଘରୁ ଭାଇଙ୍କ…