ଟ୍ୱିନ ସିଟିରେ ସ୍ବାଭାବିକ ହେଲା ଟ୍ରେନ୍ ଓ ବିମାନ ଚଳାଚଳ
ଭୁବନେଶ୍ୱର : ବାତ୍ୟା ‘ମୋନ୍ଥା’ ଯୋଗୁଁ ଆନ୍ଧ୍ରପ୍ରଦେଶରେ ୩୫ଟି ବିମାନ ବାତିଲ୍ କରାଯାଇଛି। ଆନ୍ଧ୍ର ବିମାନବନ୍ଦର ଓ ପଡ଼ୋଶୀ ଅଞ୍ଚଳରୁ ସଂଯୋଗ କରୁଥିବା ରୁଟ୍ ଗୁଡ଼ିକରେ ୩୫ରୁ ଅଧିକ ବିମାନ ବାତିଲ୍ କରାଯାଇଛି। ବାତ୍ୟା ସମୟରେ ପ୍ରବଳ ବର୍ଷା ଓ କମ୍…
