2025

ରାତି ୧୨ଟା ସୁଦ୍ଧା ସରିବ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା: ଆଇଏମ୍‌ଡି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେତେବେଳେ ବର୍ଷାର ପରିମାଣ ବଢୁଛି ତ ଆଉ…

୪ ଲକ୍ଷ ଟଙ୍କା ସହ ବ୍ରାଉନ୍‌ ସୁଗାର ଜବତ, ୭ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଦିନକୁ ଦିନ ବେଆଇନ୍ ବ୍ରାଉନସୁଗାର କାରବାର ବୃଦ୍ଧି ପାଇବାରେ ଲାଗିଛି। ସ୍ୱତନ୍ତ୍ର ପୁଲିସ ସ୍ୱାର୍ଡ ଓ ବୋଲଗଡ ଥାନା ପୁଲିସ ଚଢ଼ାଉ କରି ମାଣିକାଗୋଡା ଦଳେଇସାହିରୁ ୩୧୪.୯୭୦ ଗ୍ରାମ ବ୍ରାଉନ୍ ସୁଗାର, ନଗଦ ୪ ଲକ୍ଷ ଟଙ୍କା,…

ବାତ୍ୟା ଆଶ୍ରୟସ୍ଥଳୀରେ କାର୍ଯ୍ୟରତ ଯୋଗାଣ ସହାୟକଙ୍କ ଆକସ୍ମିକ ମୃତ୍ୟୁ

ଗଜପତି : ଗଜପତି ଜିଲ୍ଲା ରାୟଗଡ ବ୍ଲକ ପୋତାର ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ବାତ୍ୟା ଆଶ୍ରୟସ୍ଥଳୀରେ କାର୍ଯ୍ୟରତ ଥିବା ଜଣେ କର୍ମଚାରୀଙ୍କର ଅଚାନକ ଭାବେ ମୃତ୍ୟୁ ଘଟିଛି। ମୃତକ ରାୟଗଡ ବ୍ଲକ ପୋତ୍ତାର ପଞ୍ଚାୟତର ୩୫ ବର୍ଷୀୟ ଯୋଗାଣ ସହାୟକ…

୪୮ ଘଣ୍ଟାରେ ହେବ ବିଦ୍ୟୁତ୍‌ ପୁନଃସ୍ଥାପନ : କେଭି ସିଂଦେଓ

ଭୁବନେଶ୍ଵର : ବାତ୍ୟା ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। ଯଦି ଅଧିକ ପବନ କିମ୍ବା ବର୍ଷା ଯୋଗୁଁ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯାଉଛି , ତୁରନ୍ତ ସେ ସବୁକୁ ଲଗାଇବା ପାଇଁ…

ବାତ୍ୟା ପାଇଁ ଆସନ୍ତାକାଲି ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର 29 ତାରିଖରେ ପରିଦର୍ଶକଙ୍କ ପାଇଁ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ଉଦ୍ଭିଦ ଉଦ୍ୟାନ । ବାତ୍ୟା “ମୋନ୍ଥା” କୁ ଦୃଷ୍ଟିରେ ରଖି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଉପନିର୍ଦ୍ଦେଶକଙ୍କ ଦ୍ୱାରା ବିଜ୍ଞପ୍ତି ଜାରି…

ଶୋଇଥିବା ବେଳେ ବୃଦ୍ଧ ବାପାକୁ ହତ୍ୟା କଲା ପୁଅ

ଉମରକୋଟ: ଜନ୍ମକଲା ପୁଅ ଭୁଲିଗଲା ମାନବିକତା । ସବୁ ସୀମା ପାର କରି ନିର୍ମମ ଭାବେ ହତ୍ୟା କଲା ନିଜ ବାପାକୁ । ମୋତେ ବଞ୍ଚାଓ ବଞ୍ଚାଓ କହି ଆକୁଳ ଚିତ୍କାର କରୁଥିଲା ବାପା କିନ୍ତୁ ଶୁଣିଲାନି ଏ ନରହନ୍ତା ପିଶାଚ…

ବାତ୍ୟା କ୍ଷତିଗ୍ରସ୍ତଙ୍କୁ ସମସ୍ତ କ୍ଷତିପୂରଣ ଦେବେ ସରକାର: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ । ବିଶେଷ କରି ଅଧିକ ପ୍ରଭାବି ହେବାକୁ ଥିବା ୮ଟି ଜିଲ୍ଲାରେ ମୁକାବିଲା ପାଇଁ ସଂପୂର୍ଣ୍ଣ ଅଛନ୍ତି ସରକାର । ବିପଦପୂର୍ଣ୍ଣ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି ।…

ଯାତ୍ରାରେ ମେଲୋଡି ବେଳେ କଳାକାରଙ୍କ ହାତରୁ ମାରଣାସ୍ତ୍ର ଖସି ନାବାଳକ ଗୁରୁତର

ଚାନ୍ଦବାଲି : ଯାତ୍ରାରେ ଚାଲିଥିଲା ମେଲୋଡି । ନାଚ ଗୀତକୁ ଏଞ୍ଜୟ କରୁଥିଲେ ସମସ୍ତେ । ହେଲେ ଏହି ନାଚ ଗୀତ ମଧ୍ୟରେ ଘଟିଗଲା ବଡ ଅଘଟଣ । ହଠାତ୍ ଯାତ୍ରା ପେଣ୍ଡାଲ ତଳେ ବସିଥିବା ନାବାଳକ ହେଇଗଲା ଗୁରୁତର ।…

‘ମୋନ୍ଥା’ ପ୍ରଭାବରେ ଗଜପତିରେ ଧସିଲା ପାହାଡ

ଗଜପତି : ବାତ୍ୟା ମନ୍ଥାର ପ୍ରଭାବ ଗଜପତି ଜିଲାରେ ପଡିଛି । ଜିଲାରେ ପ୍ରବଳ ବର୍ଷା ଲାଗି ରହିଥିବାରୁ କାଶୀନଗର ପାର୍ତ୍ତଡା ପଞ୍ଚାୟତରେ ପାହାଡ ଧସିଛି । ପାହାଡ ଧସିବାରୁ ଲିଙ୍ଗା-ବାରଭା ରାସ୍ତାରେ ବଡ ବଡ ପଥର ଖଣ୍ଡ ସବୁ ଖସି…

ଚାନ୍ଦବାଲିରେ ଜଳିଗଲା ଦୁଇ ମହଲା କୋଠା

ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଦୁଇ ମହଲା କୋଠା । କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ପ୍ରାୟ ୧୬ଘଣ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଛି । ଚାନ୍ଦବାଲି, ଧାମରା, ତିହିଡି,…