ଆଜିଠାରୁ ଭାରତ-ଚୀନ ମଧ୍ୟରେ ବିମାନ ସେବା ଆରମ୍ଭ
ନୂଆଦିଲ୍ଲୀ : ଆଜିଠୁ ଭାରତ-ଚୀନ ମଧ୍ୟରେ ଆରମ୍ଭ ହେବ ସିଧା ବିମାନ ସେବା । କୋଲକାତାରୁ ଉଡ଼ାଣ ଆରମ୍ଭ କରି ଗୁଆଙ୍ଗଝୋଉ ଯିବ ଇଣ୍ଡିଗୋ ବିମାନ । ନଭେମ୍ବର ୧୦ ତାରିଖରୁ ଦିଲ୍ଲୀ-ଗୁଆଙ୍ଗଝୋଉ ମଧ୍ୟରେ ପୁଣି ବିମାନ ଉଡ଼ାଣ । ଚୀନ୍…
ନୂଆଦିଲ୍ଲୀ : ଆଜିଠୁ ଭାରତ-ଚୀନ ମଧ୍ୟରେ ଆରମ୍ଭ ହେବ ସିଧା ବିମାନ ସେବା । କୋଲକାତାରୁ ଉଡ଼ାଣ ଆରମ୍ଭ କରି ଗୁଆଙ୍ଗଝୋଉ ଯିବ ଇଣ୍ଡିଗୋ ବିମାନ । ନଭେମ୍ବର ୧୦ ତାରିଖରୁ ଦିଲ୍ଲୀ-ଗୁଆଙ୍ଗଝୋଉ ମଧ୍ୟରେ ପୁଣି ବିମାନ ଉଡ଼ାଣ । ଚୀନ୍…
ଆଫଗାନିସ୍ତାନକୁ ପାକିସ୍ତାନର ଖୋଲା ଧମକ। ଇସ୍ତାନବୁଲ ଶାନ୍ତି ଚୁକ୍ତି ବିଫଳ ହେଲେ ଆଫଗାନିସ୍ତାନ ସହ ସିଧାସଳଖ ଯୁଦ୍ଧ । ତାଲିବାନ ସରକାରକୁ ଏଭଳି ଚେତାବନୀ ଦେଇଛନ୍ତି ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ । ଇସ୍ତାନବୁଲରେ ଆଫଗାନିସ୍ତାନ ଓ ପାକିସ୍ତାନ ମଧ୍ୟରେ…
ପାଟନା: ବିହାର ନିର୍ବାଚନରେ ମହାଗଠବନ୍ଧନର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ୱୀ ଯାଦବ ରବିବାର (ଅକ୍ଟୋବର ୨୬) ଏକ ନିର୍ବାଚନ ରାଲିରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଯଦି ଇଣ୍ଡିଆ ମେଣ୍ଟ ବିହାରରେ କ୍ଷମତାକୁ ଆସେ, ତେବେ ୱାକଫ (ସଂଶୋଧନ)…
ଢାକା : ଦୁଃସାହସର ସବୁ ସୀମା ପାର କରିଯାଇଛି ବାଂଲାଦେଶର ୟୁନୁସ ସରକାର । ପାକିସ୍ତାନର ଜଣେ ସେନାଧିକାରୀଙ୍କୁ ୟୁନୁସ ସରକାର ବାଂଲାଦେଶର ଏକ ମାନଚିତ୍ର ଉପହାର ଦେଇଛନ୍ତି ଯେଉଁଥିରେ ଭାରତର ଆସାମ ସମେତ କେତେକ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ସାମିଲ ଅଛନ୍ତି…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଭର୍ଚୁଆଲ୍ ଭାବରେ ୪୭ତମ ଆସିଆନ୍ ଶିଖର ସମ୍ମିଳନୀ (ASIAN Sumit)କୁ ସମ୍ବୋଧିତ କରିଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଭାରତ ଏବଂ ଆସିଆନ୍ ମିଳିତ ଭାବରେ ବିଶ୍ୱ ଜନସଂଖ୍ୟାର ପ୍ରାୟ ୨୫ ପ୍ରତିଶତକୁ…
ମୁମ୍ବାଇ: ମହାରାଷ୍ଟ୍ରରେ ନକଲି ଭୋଟରଙ୍କ ସମସ୍ୟାର ସମାଧାନ ପାଇଁ ବିରୋଧୀ ଦଳ ଏବେ ନଭେମ୍ବର 1 ତାରିଖରେ ଏକ ବିଶାଳ ରାଲି ଘୋଷଣା କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପୁଣି ଥରେ ତାଙ୍କ ଭାଇ ରାଜ ଠାକରେଙ୍କ ସହ ଏହି…
ନୂଆଦିଲ୍ଲୀ: ସୀମାରେ ଭାରତ ତିନିସେନାର ସମରାଭ୍ୟାସ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ପାକିସ୍ତାନ ଏହାର କେନ୍ଦ୍ରୀୟ ଓ ଦକ୍ଷିଣ ବାୟୁସୀମାରେ ଏକାଧିକ ବିମାନ ଚଳାଚଳ ମାର୍ଗ ଉପରେ ପ୍ରତିବନ୍ଧକ ଲଗାଇ ଏକ ବିଜ୍ଞପ୍ତି ଜାରି କରିଛି। ଅକ୍ଟୋବର ୨୮-୨୯ ପାଇଁ ନୋଟାମ୍…
ଭୁବନେଶ୍ୱର: ମୁମ୍ବାଇରେ ଅକ୍ଟୋବର ୨୭ ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଇଣ୍ଡିଆ ମେରିଟାଇମ୍ ସପ୍ତାହ ୨୦୨୫ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆଜି ମୁମ୍ବାଇ ଗସ୍ତ କରୁଛନ୍ତି ।…
ସୋନପୁର: ରବିବାର ଦିନ ସୋନପୁର ଜିଲ୍ଲାରେ ଏକ ଚିତାବାଘ ଚମଡ଼ା ଜବତ କରିବା ପରେ ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଦୁଇ ଜଣଙ୍କୁ ଗିରଫ କରିଛି । ଗିରଫ ବ୍ୟକ୍ତିମାନେ ଟୁନିଖାମର ଗ୍ରାମର ପ୍ରକାଶ କନହର ଏବଂ ବୌଦ୍ଧ ଜିଲ୍ଲାର ବୁଡିଖାମର…
ସୋର : ବାଲେଶ୍ଵର ଜିଲ୍ଲା ସୋର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ରାହାଜାନୀ ଭଳି ଅପରାଧିକ ଘଟଣାମାନ ବୃଦ୍ଧି ପାଇବାରେ ଲାଗିଛି। ଆଜି ଅନନ୍ତପୁର ପଞ୍ଚାୟତ ବେଲପୁରବସ୍ତିରେ ସେକ ଏଲାଉଦ୍ଦିନ ଘରେ ନ ଥିବାବେଳେ କିଛି ଡକାୟତ ତାଙ୍କ ଘରେ…