2025

ଢେଙ୍କାନାଳରେ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ

ଭୁବନେଶ୍ୱର : ଢେଙ୍କାନାଳରେ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ । 30 ଲକ୍ଷ ଟନର ଆଲୁମିନିୟମ ପ୍ଲାଣ୍ଟ ପ୍ରତିଷ୍ଠା ହେବ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ବେଦାନ୍ତ ମୁଖ୍ୟ ଅନୀଲ ଅଗ୍ରୱାଲ ଏହି…

ଚାକିରି ଦେବା ନାଁରେ ଠକେଇ, ୬୨ ଲକ୍ଷ ଟଙ୍କା ଜବତ

ସମ୍ବଲପୁର : ଚାକିରି ଦେବା ନାଁରେ ଠକେଇ । ଅଭିଯୁକ୍ତଙ୍କ ନିକଟରୁ ୬୨ ଲକ୍ଷ ଟଙ୍କା ଜବତ କଲା ବୁର୍ଲା ପୋଲିସ । ଟଙ୍କା ନେଇ ଚାକିରି ଦେବା ଅଭିଯୋଗରେ ଦୁଇ ଗିରଫ l ଗିରଫ ଅଭିଯୁକ୍ତମାନେ ଲୋକଙ୍କ ଭରସା ଜିତି…

ସ୍ତ୍ରୀକୁ ହତ୍ୟା କରି ସ୍ବାମୀ ଫେରାର

ଅନୁଗୁଳ : ଯାହାର ହାତ ଧରିଥିଲା ତାର ଜୀବନ ନେଇଗଲା । ପାରିବାରିକ କଳହର କରୁଣ ପରିଣତି । ଅନୁଗୁଳ ଥାନା ତୁରଙ୍ଗ ଅଞ୍ଚଳରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ବାମୀ ହାତରେ ଗଲା ସ୍ତ୍ରୀର ଜୀବନ । ମୃତକ ହେଲେ…

ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇ ମୃତ

ଜଳେଶ୍ୱର : ବଡ଼ଭାଇକୁ ଠେଙ୍ଗାରେ ପିଟି ହତ୍ୟା । ଘର ଡିହ ବଣ୍ଟନକୁ କେନ୍ଦ୍ର କରି ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇ ମୃତ ହୋଇଛିନ । ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ଅନ୍ତର୍ଗତ ବଣକାଟି ଗାଁର ଏଭଳି ଅଭାବନୀୟ…

ପିକଅପ ଭ୍ୟାନ ଉପରେ ଚଢ଼ିଗଲା ହାଇୱା: ୩ ମୃତ, ୮ ଗୁରୁତର

କଣ୍ଟାମାଳ : ଦାଦନ ଖଟିବାକୁ ଯାଉଥିବା ବେଳେ ଦୁର୍ଘଟଣା । ୩ ମୃତ, ୮ ଗୁରୁତର ହୋଇଛି । ବୌଦ୍ଧ-କନ୍ଧମାଳ ସୀମାନ୍ତ ଲୁଇସିଂ ଗାଁରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଶ୍ରମିକମାନେ ଯାଉଥିବା ପିକଅପ ଭ୍ୟାନ ଉପରେ ମାଡ଼ିଗଲା ହାଇୱା ।…

ଲଗାତାର ଖସିବାରେ ଲାଗିଛି ସୁନା-ରୁପା ଦର

ଭୁବନେଶ୍ୱର: ସୁନା ଦାମ ଆକାଶ ଛୁଆଁ ହେବା ପରେ ଦର ଖସିବାରେ ଲାଗିଛି । କେବଳ ସୁନା ନୁହେଁ, ରୁପା ଦର ମଧ୍ୟ ଖସିଛି । ଧନତେରାସ ଓ ଦୀପାବଳି ପରେ ସୁନା, ରୁପାର ଦାମ ଖସିଛି। ଦୀପାବଳି ପରେ ସୁନା…

ଭାରତ ସାମୁଦ୍ରିକ ସପ୍ତାହରେ ପାରାଦୀପ ବନ୍ଦର ସ୍ୱାକ୍ଷର କରିବ ୧.୫ ଲକ୍ଷ କୋଟି ଟଙ୍କାର ବୁଝାମଣାପତ୍ର

ନୂଆଦିଲ୍ଲୀ ମୁମ୍ବାଇରେ ହେବାକୁ ଥିବା ଭାରତ ସାମୁଦ୍ରିକ ସପ୍ତାହରେ ପାରାଦୀପ ବନ୍ଦର ୧.୫ ଲକ୍ଷ କୋଟି ଟଙ୍କାର ବୁଝାମଣାପତ୍ର ସ୍ୱାକ୍ଷର କରିବ। ଜାହାଜ ନିର୍ମାଣ ଓ ମରାମତି, ବନ୍ଦର ଆଧୁନିକୀକରଣ, ସ୍ମାର୍ଟ ବନ୍ଦର ପଦକ୍ଷେପ, ବ୍ୟବସାୟ ବିକାଶ ଏବଂ ସବୁଜ ହାଇଡ୍ରୋଜେନ୍…

ପଞ୍ଜାବୀ ସିଙ୍ଗର ତେଜୀ କହଲୋଙ୍କୁ ଗୁଳିମାଡ

ନୂଆଦିଲ୍ଲୀ: କାନାଡାରେ ପଞ୍ଜାବୀ ସିଙ୍ଗର ତେଜୀ କହଲୋଙ୍କୁ ଗୁଳିମାଡ ହୋଇଛି। ଗ୍ୟାଙ୍ଗଷ୍ଟାର୍ ରୋହିତ ଗୋଦାରା ଗ୍ୟାଙ୍ଗ ତାଙ୍କୁ ଗୁଳି ମାରିଥିବା ଜଣାପଡିଛି। ଅନେକ ସମୟ ଧରି ଚାଲିଆସୁଥିବା ଗ୍ୟାଙ୍ଗ୍ ୱାର ଯୋଗୁଁ ଏହି ଗୁଳିମାଡ ହୋଇଛି। ରୋହିତ ଗୋଦାରାଙ୍କ ଗ୍ୟାଙ୍ଗ୍ ସହ…

ପାକିସ୍ତାନ ସହ ସଂଘର୍ଷ ପଛରେ ଭାରତର ଭୂମିକା ନାହିଁ: ଆଫଗାନିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ମୁଲ୍ଲା ୟାକୁବ୍‌

କାବୁଲ: ପାକିସ୍ତାନ ସହିତ ହୋଇଥିବା ସଂଘର୍ଷ ପଛରେ ଭାରତର କୌଣସି ଭୂମିକା ନାହିଁ ବୋଲି କହିଛନ୍ତି ଆଫଗାନିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ମହମ୍ମଦ ୟାକୁବ ମୁଜାହିଦ ଓରଫ ମୁଲ୍ଲା ୟାକୁବ୍‌। ମଙ୍ଗଳବାର ମୁଜାହିଦ କହିଛନ୍ତି ଯେ ପାକିସ୍ତାନ ସହିତ ହୋଇଥିବା ସଂଘର୍ଷ ଏକ…

ବିହାର ବିଧାନସଭା ନିର୍ବାଚନ: କଂଗ୍ରେସ-ଆରଜେଡି ମଧ୍ୟରେ ୬ ଆସନରେ ହେବ ଲଢ଼େଇ

ପାଟନା: ବିହାର ବିଧାନସଭା ନିର୍ବାଚନ ପାଇଁ ମହାମେଣ୍ଟ ଓ ଇଣ୍ଡି ମେଣ୍ଟରେ ବିଧିବଦ୍ଧ ଭାବେ ଆସନ ବୁଝାମଣା ହୋଇପାରି ନାହିଁ। ମେଣ୍ଟର ଅଂଶୀଦାର ଦଳଗୁଡିକ ନିଜ ପସନ୍ଦ ମୁତାବକ ଆସନରେ ପ୍ରାର୍ଥୀ ଦେଇଛନ୍ତି। ଆରଜେଡି ସର୍ବାଧିକ ୧୪୩ଟି ଆସନରେ ପ୍ରାର୍ଥୀ ଦେଇଥିବାବେଳେ…