ନୂଆପଡା ଉପ ନିର୍ବାଚନ: ଘାସିରାମ ଓ ଜୟଙ୍କ ନାମାଙ୍କନ କାଏମ
ନୂଆପଡା: ସତ୍ୟପାଠରେ ନିଜ ଅପରାଧିକ ତଥ୍ୟ ଲୁଚାଇଥିବାରୁ ନୂଆପଡା ଉପ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପ୍ରାର୍ଥିପତ୍ର ନାକଚ କରିବା ପାଇଁ ଭାରତୀୟ ଜନତା ପାର୍ଟି ଦାବି କରିଥିଲା । ଏନେଇ ଆଜି ବିଜେପି ପକ୍ଷରୁ ଉଚ୍ଚ ନ୍ୟାୟାଳୟରୁ ଓକିଲ…
